କିଲୋ ୬ ଟଙ୍କାରେ ସ୍କୁଲ ବହି ବିକ୍ରି ଘଟଣା: ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

ପାଟପୁର,୨୪ା୧୨-ଗଞ୍ଜାମ ଜିଲା ପାଟପୁର ଗ୍ରାମ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ବହିକୁ ଜଣେ ଶିକ୍ଷୟିତ୍ରୀ ୬ଟଙ୍କା କିଲୋରେ ବିକ୍ରି କରିଥିବା ଅଭିଯୋଗ ହୋଇଥିଲା। ଏହାର ପ୍ରମାଣ…

ପେସାରେ ମେକାନିକ୍‌, ନିଶା କଳାକୃତି : ପେନ୍‌ସିଲମୁନରେ ହରିଗୋବିନ୍ଦଙ୍କ କ୍ଷୁଦ୍ର ସାନ୍ତାକ୍ଲଜ୍‌

ବ୍ରହ୍ମପୁର ଅଫିସ,୨୪ା୧୨-ପେସାରେ ଜଣେ ମେକାନିକ୍‌ । କିନ୍ତୁ ନିଶା ତାଙ୍କର ନୂତନ କଳାକୃତି ଗଢ଼ିିବାରେ । ଖାଦ୍ୟଶସ୍ୟ, ପେନସିଲରେ ବିଭିନ୍ନ କଳାକୃତି କରି ସେ ପାଲଟି ଯାଇଛନ୍ତି…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା : ପୋଲିସ ଏସ୍‌ଆଇଙ୍କୁ ଜେଲ, ଜରିମାନା

ବ୍ରହ୍ମପୁର ଅଫିସ,୨୪ା୧୨-ଗଞ୍ଜାମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ ସୁବ୍ରତ ମହାନ୍ତି ସୋମବାର ଏକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ତତ୍କାଳୀନ ଗଜପତି ଜିଲା…

ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ୩୫ରୁ ଊଦ୍ଧର୍‌ବ ଆହତ, ୧୯ ଗୁରୁତର

ଦିଗପହଣ୍ଡି,(ଡି.ଏନ୍‌.ଏ.)/ପାଟପୁର,୨୪ା୧୨- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ସୋମବାର ରାତି ପ୍ରାୟ ୮ଟାରେ ଏକ ପିକ୍‌ନିକ୍‌ ବସ୍‌ ଓଲଟି ପଡିବାରୁ ୩୫ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର…

ଗୋପାଳପୁର ବେଳାଭୂମି ମହୋତ୍ସବ ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଗୋପାଳପୁର,୨୪ା୧୨-ଚଳିତ ବର୍ଷ ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ଅପରାହ୍ନରେ ମହୋତ୍ସବର ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର…

କଳାଟଙ୍କା ତଥ୍ୟ ଦେବାକୁ ସରକାର ଅରାଜି

ନୂଆଦିଲ୍ଲୀ,୨୪-୧୨: ସୁଇଜରଲାଣ୍ଡରେ ଥିବା ବ୍ୟାଙ୍କଗୁଡିକୁ କଳା ଟଙ୍କା ରଖିବାର ଭୂସ୍ବର୍ଗ ବୋଲି ବିଚାର କରାଯାଇଥାଏ। ପୂର୍ବରୁ ଏଠାକାର ସରକାର ଅନ୍ୟ କୌଣସି ଦେଶକୁ ନିଜ ବ୍ୟାଙ୍କରେ ଥିବା…

ଅଧିକ ପୁରୁଣା ବିମାନର ଇଞ୍ଜିନ ବଦଳାଇବ ଇଣ୍ଡିଗୋ

ନୂଆଦିଲ୍ଲୀ,୨୪-୧୨: ଏୟାର ବସ୍‌ ଏସିଇ ଏ୩୨୦ ନିଓ ବିମାନ ଇଞ୍ଜିନର ନିରାପତ୍ତାକୁ ନେଇ ସରକାର ଏବେ କାର୍ଯ୍ୟାନୁଷ୍ଠାନ ନେଉଥିବା ଦେଖାଯାଇଛି। ଏହି ଆଧାରରେ ବିମାନ କମ୍ପାନୀଗୁଡିକ ସେମାନଙ୍କ…

ଏଲ୍‌ପିୟୁ ଛାତ୍ରୀଙ୍କୁ ମାଇକ୍ରୋସଫ୍ଟର ୪୨ ଲକ୍ଷ ପ୍ୟାକେଜ

ଚଣ୍ଡୀଗଡ,୨୪-୧୨: ଲଭ୍‌ଲୀ ପ୍ରଫେଶନାଲ ୟୁନିଭର୍ସିଟି (ଏଲ୍‌ପିୟୁ) ଛାତ୍ରୀଛାତ୍ର ଚଳିତ ବର୍ଷ କ୍ୟାମ୍ପସ ନିଯୁକ୍ତିରେ ସଫଳତା ହାସଲ କରିଛନ୍ତି। ୟୁନିଭର୍ସିଟିର ଶେଷ ବର୍ଷ କମ୍ପ୍ୟୁଟର ସାଇନ୍ସ ଆଣ୍ଡ ଇଞ୍ଜିନିୟରିଂ…

ସେସୁ ବିଦ୍ୟୁତ ବିତରଣର ଅଧିଗ୍ରହଣ କରିବ ଟାଟା ପାଓ୍ବାର

ଭୁବନେଶ୍ୱର,୨୪-୧୨: ସେଣ୍ଟ୍ରାଲ ଇଲେକଟ୍ରିସିଟି ସପ୍ଲାଇ ୟୁଟିଲିଟି ଅଫ୍‌ ଓଡ଼ିଶା (ସେସୁ)ର ବିଦ୍ୟୁତ୍‌ ଶକ୍ତି ବିତରଣକୁ ଟାଟା ପାଓ୍ବାର ଲିମିଟେଡ ଅଧିଗ୍ରହଣ କରିବ। ଏଥିଲାଗି ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟେରି…

ଟାଟା ସନ୍ସ ମାମଲା ଶୁଣାଣି; ରାୟର ‘ବେଆଇନ ଶବ୍ଦ’ ସଂଶୋଧନ ଲାଗି ଆବେଦନ

ନୂଆଦିଲ୍ଲୀ,୨୪-୧୨: ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ(ଏନ୍‌ସିଏଲଏଟି) ଟାଟା ସନ୍ସ ଏବଂ ସାଇରସ ମିସ୍ତ୍ରି ମାମଲାର ରାୟ ନିକଟରେ ଦେଇଛନ୍ତି। ଏହି ରାୟ ଟାଟା ସନ୍ସର ପୂର୍ବତନ…