ଆଜିଠାରୁ ଖଣ୍ଡଗିରି କୁମ୍ଭମେଳା

ଭୁବନେଶ୍ୱର,୧।୨(ବ୍ୟୁରୋ): ଶନିବାରଠାରୁ ଆରମ୍ଭ ହେଉଛି ପ୍ରସିଦ୍ଧ ଖଣ୍ଡଗିରି ମାଘ ସପ୍ତମୀ ମେଳା। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ଖଣ୍ଡଗିରି ଉଦୟଗିରି ପାଦଦେଶ। ସାରା ଦେଶରୁ ୩ହଜାରରୁ ଊର୍ଦ୍ଧ୍ୱ ସାଧୁସନ୍ଥଙ୍କ…

ଅନ୍ୟ ୨ ଯୁବକଙ୍କ ସମ୍ପର୍କରେ ରିପୋର୍ଟ ମାଗିଲେ ଏସ୍‌ପି

ଅନୁଗୋଳ ଅଫିସ୍‌, ୧।୨ - ଅନୁଗୋଳ ଥାନା ଲିଙ୍ଗରାଯୋଡ଼ିର ବାପି ଓରଫ୍‌ ସତ୍ୟଜିତ୍‌ ପ୍ରଧାନଙ୍କ ଠାରୁ ୩ ବନ୍ଧୁକ, ଗୋଟିଏ ଭଙ୍ଗା ମାଗାଜିନ୍‌ ଓ ୯ ଜୀବନ୍ତ…

ମିଠାମକା ଚାଷୀଙ୍କ ମନ ପିତା

କାମାକ୍ଷାନଗର, ୧ା୨ - ବଢୁଛି ମିଠା ମକା (ସୁଇଟ୍‌ କର୍ନ)ର ଆଦର। ପୌଷ୍ଟିକତତ୍ତ୍ୱରେ ଭରପୂର ହୋଇଥିବାରୁ ଏହା ପାଲଟିଛି ସମସ୍ତଙ୍କ ପସନ୍ଦ। ସାଧାରଣ ମକା ଚାଷଠାରୁ ଅଧିକ…

ବ୍ୟବଚ୍ଛେଦ ପରେ ପୋତାଗଲା ମୃତ ତିମି

ବ୍ରହ୍ମଗିରି, ୧।୨(ଡି. ଏନ୍‌.ଏ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସାନପାଟଣା ସମୁଦ୍ରକୂଳରେ ଲାଗିଥିବା ମୃତ ତିମିର ମୃତଦେହକୁ ଶୁକ୍ରବାର ବ୍ୟବଚ୍ଛେଦ କରାଯିବା ପରେ ପୋତି ଦିଆଯାଇଛି।…

ମିଳୁନି ସ୍ତ୍ରୀଙ୍କ ମୃତ୍ୟୁ ପ୍ରମାଣପତ୍ର

ଅନୁଗୋଳ ସହର, ୧।୨ - ଆବେଦନର ୭ ଦିନ ମଧ୍ୟରେ ଜନ୍ମ କିମ୍ବା ମୃତ୍ୟୁ ପଞ୍ଜୀକରଣ ସାର୍ଟିଫିକେଟ ପ୍ରଦାନ କରାଯିବାର ନିୟମ ରହିଛି। କିନ୍ତୁ ଜଣେ ଦିବ୍ୟାଙ୍ଗ…

ରାସ୍ତାକୁ ଗାଈ ଛାଡ଼ିଲେ ଧରିନେବ ସ୍କ୍ବାଡ୍‌

ଭୁବନେଶ୍ୱର, ୧।୨(ବ୍ୟୁରୋ): ଏଣିକି ରାସ୍ତାକୁ ଗାଈ ଛାଡ଼ିଲେ ମାଲିକ ଗଣିବେ ୫ହଜାର ଜରିମାନା। ନଚେତ୍‌ ପାଳିତ ଗାଈକୁ ହରାଇବାକୁ ପଡ଼ିବ। ଏଭଳି କଡା ନିଷ୍ପତ୍ତି ଗ୍ରହଣ କରିଛି…

ଜଗତ୍‌ସିଂହପୁରରେ ଶୁଭାରମ୍ଭ ହେଲା ଇ-ଅଫିସ୍‌

ଜଗତ୍‌ସିଂହପୁର ଅଫିସ୍‌,୧।୨: ଫାଇଲ ଚାଷ ଯୋଗୁ ଅନେକ ସମୟରେ ଲୋକଙ୍କ ପାଖରେ ସେବା ପହଞ୍ଚତ୍ବାରେ ବିଳମ୍ବ ହେଉଛି। ଏପରି କି ଫାଇଲ ହଜିଯାଉଥିବା କୁହାଯାଇ ଅନେକ ପ୍ରସଙ୍ଗକୁ…

ଦର ବୃଦ୍ଧି ନ କଲେ ଆଖୁ ଦେବେନି ଚାଷୀ

ଆସିକା,୧ା୨(ଡି.ଏନ୍‌.ଏ.)-ଆସିକା ସମବାୟ ଚିନିଶିଳ୍ପରେ ଚଳିତ ବର୍ଷ ପାଇଁ ଶୁକ୍ରବାର ମଧ୍ୟାହ୍ନରେ ଆଖୁପେଡା ଆରମ୍ଭ ହୋଇଛି। ଶୁଭ ମୂହୁର୍ତ୍ତ ଦିନ ପ୍ରାୟ ୧ଟାବେଳେ କାରଖାନା ଆଖୁ ନାଳିରେ ଆଖୁପକାଯାଇ…

ହ୍ରାସ ପାଉଛି ଅଟୋରିକ୍ସା ଯାତ୍ରୀଙ୍କ ସଂଖ୍ୟା

ବ୍ରହ୍ମପୁର ଅଫିସ, ୧ା୨-ବ୍ରହ୍ମପୁର ମହାନଗର ନିଗମରେ ସିଟି ବସ ଚାଳାଚଳ ଯୋଗୁ ଅଟୋର ଚାହିଦା କ୍ରମଶଃ କମିବାରେ ଲାଗିଛି। ବ୍ରହ୍ମପୁରରେ ପୂର୍ବରୁ ଗୋପାଳପୁର, ଛତ୍ରପୁର, ହିଞ୍ଜିଳିକାଟୁ ଓ…

ବୈରୀ ଷ୍ଟେଶନ୍‌ରେ ରହିଲା କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର

ଛତିଆ,୧।୨(ଡି.ଏନ୍‌.ଏ.): ବୈରୀ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ସଫଳ ହୋଇଛି। ଶୁକ୍ରବାରଠାରୁ ବୈରୀ ଷ୍ଟେଶନରେ କେନ୍ଦୁଝର, ଭୁବନେଶ୍ୱର ପାସେଞ୍ଜର ଟ୍ରେନ୍‌ ରହଣୀ ହୋଇଛି। ଉଭୟ ପଟୁ ୧…