ସ୍ପେସ୍‌ ଆଣ୍ଡ୍‌ ସ୍ପେସ୍‌

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଜାତୀୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ ‘ସ୍ପେସ୍‌ ଆଣ୍ଡ୍‌ ସ୍ପେସ୍‌’ ରବିବାର ଓଡ଼ିଶା ମଡର୍ନ ଆର୍ଟ ଗ୍ୟାଲେରୀ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ପ୍ରଦର୍ଶନୀକୁ ଅଭିନେତା ତଥା ନିକଟରେ ରାଜ୍ୟ…

୨୨ ଗ୍ରାମ ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ବ୍ରାଉନସୁଗାର କାରବାର ଓ ଚୋରା ଚାଲାଣରେ ସଂପୃକ୍ତ ଜଣେ ଅଭିଯୁକ୍ତଙ୍କୁ କ୍ୟୁଏଟି ଏବଂ ଖାରବେଳ ନଗର ଥାନା ପୋଲିସ ଗିରଫ କରିଛି। ସେ ହେଲେ ଜଗତ୍‌ସିଂହପୁର…

ଘୋଡ଼ାର ମୂଲ୍ୟ ୧୦ କୋଟି: ଏକ୍ସପ୍ରେସ୍‌ ଟ୍ରେନ୍‌ଠାରୁ ବି ଅଧିକ ବେଗରେ ଦୌଡ଼ିଥାଏ

ମୁମ୍ବାଇ,୨୩।୧୨: ଘୋଡ଼ା ମୂଲ୍ୟ ପୁଣି ୧୦ କୋଟି ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ। ମହାରାଷ୍ଟ୍ର ସାରଙ୍ଗଖେଡ଼ାଠାରେ ଚାଲିଥିବା ଚେତକ ଉତ୍ସବରେ ଏଭଳି…

ସେବା ଯୋଗାଇବ ସିଟି ଆପ୍‌ ‘ଭୁବନେଶ୍ୱର ଡଟ୍‌ ମି’: ମିଳିବ ପାର୍କଠାରୁ ଐତିହ୍ୟସ୍ଥଳ ଯାଏ ତଥ୍ୟ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଆସୁଥିବା ପର୍ଯ୍ୟଟକ କିମ୍ବା ସହରରେ ରହୁଥିବା ବାସିନ୍ଦାଙ୍କୁ ଆଉ ପାର୍କ କିମ୍ବା ଐତିହ୍ୟସ୍ଥଳ ଖୋଜିବାକୁ ପଡ଼ିବନି। ସହରର ଯେକୌଣସି ସ୍ଥାନ ବିଷୟରେ ସୂଚନା…

୨୪ରୁ ଜାଗୃତି ଯାତ୍ରା: ଯୋଗଦେବେ ଓଡ଼ିଶାର ୨୦ ଉଦ୍ୟୋଗୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଓଡ଼ିଶାରୁ ୨୦ ଉଦ୍ୟୋଗୀ ଜାଗୃତି ଯାତ୍ରାରେ ସାରା ଭାରତ ଭ୍ରମଣ କରିବାକୁ ମନୋନୀତ ହୋଇଛନ୍ତି। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ(ଓଏସ୍‌ଡିଏ) ତତ୍ତ୍ୱାବଧାନରେ ଓଡ଼ିଶାରୁ ୧୦ ନାନୋ…

ଓୟୁଜେର ୪୮ତମ ପ୍ରତିଷ୍ଠା ଦିବସ ସମାରୋହ: ସାମ୍ବାଦିକଙ୍କ ସୁରକ୍ଷା ଲାଗି ସମ୍ମିଳିତ ପ୍ରୟାସ ହେବ

ଭୁବନେଶ୍ୱର,୨୩ା୧୨ (ବ୍ୟୁରୋ): ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ସୁରକ୍ଷା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଏଥିଲାଗି ସମ୍ମିଳିତ ପ୍ରୟାସ ହେବ। ସମ୍ପୃକ୍ତ ବିଭାଗଗୁଡ଼ିକ ମଧ୍ୟରେ ଉପଯୁକ୍ତ ସମନ୍ବୟ ରକ୍ଷା କରାଯାଇ…

ଦିଲ୍ଲୀ କପଡ଼ା ଗୋଦାମରେ ଲାଗିଲା ନିଆଁ: ୯ ମୃତ

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ନିଆଁ ଯେମିତି ଦିଲ୍ଲୀର ପିଛା ଛାଡୁନି। ପୁଣିଥରେ ରବିବାର ବିଳମ୍ବିତ ରାତିରେ କିରାରି ଅଞ୍ଚଳରେ ଥିବା ଏକ କପଡ଼ା ଗୋଦାମରେ ନିଆଁ ଲାଗିଯିବା…

ପୁରୀ ମଙ୍ଗୁ ମଠ ଭଙ୍ଗା ବିରୋଧରେ ପଞ୍ଜାବ ବିଧାୟକଙ୍କ ଶୋଭାଯାତ୍ରା: ‘ମଠ ନ ଭାଙ୍ଗିି ମଧ୍ୟ ସୌନ୍ଦର୍ଯ୍ୟକରଣ ସମ୍ଭବ’

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ପୁରୀରେ ମଙ୍ଗୁ ମଠ ଭଙ୍ଗାଯିବାକୁ ନେଇ ପୁଣିଥରେ ଜୋରଦାର ବିରୋଧ କରାଯାଇଛି। ଶନିବାର ପୁରୀରେ ଶିଖ୍‌ ସମାଜ ପକ୍ଷରୁ ଏହାକୁ ଦୃଢ଼ ବିରୋଧ କରାଯାଇଥିବାବେଳେ ରବିବାର…

ପ୍ରି ଓ୍ବେଡିଂ ଫଟୋ ଶୁଟ୍‌ରେ ସିଏଏ-ଏନ୍‌ଆର୍‌ସିକୁ ନା

ସାରା ଦେଶରେ ଏବେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ଏବେ ଏମିତି ଏକ ଚିତ୍ର…

ଝାଡ଼ଖଣ୍ଡରେ ତ୍ରିଶଙ୍କୁ ସ୍ଥିତି ସମ୍ଭାବନା

ରାଞ୍ଚି,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଭୋଟ ଗଣତି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସୋମବାର ସକାଳ ୮ଟାରୁ ୨୪ ଜିଲା ମୁଖ୍ୟାଳୟରେ ଆରମ୍ଭ ହୋଇଛି। ରାଜ୍ୟରେ ତ୍ରିଶଙ୍କୁ…