ଆଜି ମାଘ ଷଷ୍ଠୀ : ସ୍ନାନମଣ୍ଡପକୁ ବିଜେ ହେବେ ୩ ମହାଦେବ

କୋଣାର୍କ,୩୧।୧(ଡି.ଏନ୍‌.ଏ.): ଚନ୍ଦ୍ରଭାଗାରେ ମାଘ ସପ୍ତମୀ ବୁଡ଼ ନିମନ୍ତେ ପୁରୀ ଜିଲା ପ୍ରଶାସନ ଓ କୋଣାର୍କ ଏନ୍‌ଏସି କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଶ୍ରଦ୍ଧାଳୁଙ୍କ ସ୍ନାନ ନିମନ୍ତେ…

ଶିକ୍ଷା ବିଭାଗର ନିଷ୍ପତ୍ତିକୁ ଓଷ୍ଟାର ବିରୋଧ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ପକ୍ଷରୁ ରାଜ୍ୟ ସରକାର ଦେଇଥିବା ପ୍ରେସ୍‌ ଇସ୍ତାହାରକୁ ବିରୋଧ କରାଯାଇଛି। ଓଷ୍ଟାର ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି…

ବଦଳିବ ବିଜୁ ପଟ୍ଟନାୟକ ପାର୍କର ରୂପରେଖ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଭୁବନେଶ୍ୱରରେ ଥିବା ପାର୍କଗୁଡ଼ିକର ଭିତ୍ତିଭୂମିରେ ସୁଧାର ଅଣାଯିବ। ଏ ନେଇ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ବିଭିନ୍ନ ଯୋଜନା ହାତକୁ ନେଇଛି। ଏବେ ପ୍ରାଥମିକ ଭାବେ…

କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟର ଏକାଧିକ କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ସ୍ବୀକୃତିପ୍ରାକ୍ତ ପଦବୀ ଅନୁସାରେ ଆବଶ୍ୟକ ଡାକ୍ତର ନାହାନ୍ତି। ଏପରିକି ଡାକ୍ତର ନିଯୁକ୍ତ ପାଇଁ ଜେଲ ବିଭାଗ ପକ୍ଷରୁ…

ନଗରୋଟା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୩୧।୧: ଜମ୍ମୁ-କଶ୍ମୀରରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ…

ବଦଳି ନିୟମ କାର୍ଯ୍ୟକାରୀ କରିବାକୁ ଦାବି

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ କର୍ମଚାରୀଙ୍କ କ୍ଷେତ୍ରରେ ବଦଳି ନୀତି ଲାଗୁ ହୋଇଥାଏ। ସର୍ବୋଚ୍ଚ ପ୍ରଶାସନ ଏବଂ ଅନ୍ୟ ପେସାଗତ ବୃତ୍ତିରେ ଏହା ନିୟମିତ ରୂପେ…

ଧନ୍ଦାମୂଳକ ତାଲିମ ନେବେ ଭିକାରି

ଭୁବନେଶ୍ୱର,୩୧।୧(ବ୍ୟୁରୋ): ବିଭିନ୍ନ ଦେବାଳୟ ସମ୍ମୁଖରେ ଭିକ୍ଷାବୃତ୍ତି କରୁଥିବା ବ୍ୟକ୍ତିମାନଙ୍କୁ ଥଇଥାନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଭିକାରିମାନଙ୍କୁ ଧନ୍ଦାମୂଳକ ତାଲିମ ଦିଆଯିବ। ସେମାନେ କିପରି…

ରସିଦ୍‌ ସ୍କୁଲ, ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ୨୦୦୭ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ରସିଦ୍‌ ଖାନ ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ରସିଦ୍‌ ବର୍ତ୍ତମାନ ବିଜ୍ଞାନ…

୫୦ ଚେକ୍‌ ଡ୍ୟାମ୍‌ ନିର୍ମାଣ ହେବ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଚାଷଜମିକୁ ପର୍ଯ୍ୟାପ୍ତ ଜଳସେଚନ ପାଇଁ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ୫୦ଟି ଚେକ୍‌ ଡ୍ୟାମ୍‌ ନିର୍ମାଣ କରିବାକୁ ଯୋଜନା କରିଛନ୍ତି। ନିକଟରେ ମୁଖ୍ୟ ଶାସନ…

ଅଦିନିଆ ରଥଯାତ୍ରାକୁ ତୀବ୍ର ବିରୋଧ

ପୁରୀ ଅଫିସ,୩୧।୧: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ଗୁରୁବାର ରଥକାଠ ଅନୁକୂଳ ହୋଇଛି। ଠିକ୍‌ ଏହିଦିନ ଇସ୍କନ ପକ୍ଷରୁ ମୁମ୍ବାଇରେ ଅନୁଷ୍ଠିତ ହୋଇଛି ରଥଯାତ୍ରା। ଏହି ଅଦିନିଆ…