ଖଣି ଚିନ୍ତା: ନିଲାମ ପୂର୍ବରୁ ଅନୁମତି କାର୍ଯ୍ୟ ସାରିବାକୁ ପରାମର୍ଶ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଖଣି ନିଲାମ ପୂର୍ବରୁ ସମସ୍ତ ପ୍ରକାର ଅନୁମତି(କ୍ଲିୟରାନ୍ସ) ଆଗୁଆ ଶେଷ କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ଖଣି ନିଲାମ ପାଇଁ…

ଖୋଲୁନି ମଣ୍ଡି: ଗାଁରେ ଦଲାଲଙ୍କ ରାଜ୍‌

ବିଷମକଟକ, ୩୧।୧(ଡ଼ି.ଏନ.ଏ) - ସରକାର କୃଷକମାନଙ୍କ ଆର୍ଥତ୍କ ଅଭିବୃଦ୍ଧିର ବିକାଶ ଦିଗରେ ଗୁରୁୁତ୍ୱାରୋପ କରି ବିଭିନ୍ନ କିସମର ଚାଷ କରିବା ନିମନ୍ତେ ଚାଷୀକୁ ପ୍ରୋତ୍ସାହନ ଦେଉଛନ୍ତି। ଏଥିସହ…

ଅଧାରେ ଶ୍ରେଣୀଗୃହ, ବାରଣ୍ଡାରେ ପଢୁଛନ୍ତି ପିଲା

ବୋରିଗୁମ୍ମା,୩୧ା୧(ଡି.ଏନ୍‌.ଏ.) - ବୋରିଗୁମ୍ମା ବ୍ଲକର ୩୦ଟି ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ଖୋଲିବା ପାଇଁ ଲକ୍ଷ୍ୟ ରହିଥିଲା। ସେହି ଅନୁସାରେ ନୂଆ ଉଚ୍ଚ ବିଦ୍ୟାଳୟ ନିର୍ମାଣ ନ କରି…

ଛେଉଁଡ୍‌ ଭାଇବହେନ୍‌କୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ପର୍ଲା, ୩୧।୧ (ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ମା’ବାପ୍‌ ଛେଉଁଡ୍‌ ଭାଇବହେନ୍‌କୁ ଜିଲା ଶିଶୁ ୟୁନିଟ କତୁରପକ୍ଷ ସାହାଯ୍‌ର…

ଦାଦନ ଯାଇ ବଛ୍‌ରେ ହେଲା ଲାପତା: ସୁନାଧରକଁର ବାଟ୍‌ ଚାହିଁଛନ୍‌ ପରିବାର ଲୋକ୍‌

ଖପ୍ରାଖୋଲ, ୩୧ା୧(ଡି.ଏନ୍‌.ଏ.)-ରାଏଜ୍‌ ସରକାର ଦାଦନ ସମସିଆର ସଂଗେ ଯୁଝ୍‌ବାର ଲାଗି ଅନେକ ଯୋଜନା କାଯ୍‌କାରୀ କରି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ପଶ୍ଚିମ ଓଡ଼ିଶାରେ…

ତଦନ୍ତକାରୀ ଏସ୍‌ଆଇ ନିଲମ୍ବିତ

ଅନୁଗୋଳ ଅଫିସ୍‌, ୩୧।୧ - ଅନୁଗୋଳ ଥାନା ଲିଙ୍ଗରାଯୋଡ଼ିର ବାପି ଓରଫ୍‌ ସତ୍ୟଜିତ୍‌ ପ୍ରଧାନ(୩୩)ଙ୍କଠାରୁ ୩ ବନ୍ଧୁକ ଓ ୯ ଜୀବନ୍ତ ଗୁଳି ଜବତ କରାଯିବା ମାମଲାର…

ଆରଆଇଙ୍କୁ ଅଟକ ରଖିଲେ ଗ୍ରାମବାସୀ

କଣିହାଁ,୩୧।୧(ଡି.ଏନ.ଏ.) - ଅନୁଗୋଳ ଜିଲା ବଡ଼ଗୁଣ୍ଡୁରୀ ରାଜସ୍ବ ନିରୀକ୍ଷକ ଏକ ଟ୍ରଷ୍ଟ ପାଇଁ ବୁଧବାର ଜଗା ଚିହ୍ନଟ କରିବା ନିମନ୍ତେ ବାରିହାପୁର ଗ୍ରାମକୁ ଯାଇଥିବାବେଳେ ଗ୍ରାମବାସୀ ତାଙ୍କୁ…

ନାବାଳିକା ଗଣବଳାତ୍କାର ମାମଲା: ୨ ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

ନୂଆଦିଲ୍ଲୀ,୩୧-୧:ଦିଲ୍ଲୀର ଏକ କୋର୍ଟ ନାବାଳିକା(୫) ଗଣବଳାତ୍କାର ମାମଲାରେ ୨ ଦୋଷୀ ମନୋଜ ଶାହା ଓ ପ୍ରଦୀପ କୁମାରଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ୨୦୧୩ ଏପ୍ରିଲ…

ଏଫ୍‌ଏସ୍‌ଟିପି ପରିଦର୍ଶନ କଲେ ଅନ୍ତର୍ଜାତୀୟ ଟିମ୍‌

ଅନୁଗୋଳ ଅଫିସ୍‌, ୩୧।୧ - ଅନୁଗୋଳ ପୌରପାଳିକା ପକ୍ଷରୁ ପଞ୍ଚମହଲାରେ ନିର୍ମାଣ ହୋଇଥିବା ଫିକଲ ସ୍ଲଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ (ଏଫ୍‌ଏସ୍‌ଟିପି) ପରିଦର୍ଶନ କରିଛନ୍ତି ଅନ୍ତର୍ଜାତୀୟ ଟିମ୍‌। ଏହି…

ଫଳରେ ରାସାୟନିକ ବ୍ୟବହାର ଗ୍ରାହକଙ୍କୁ ବିଷ ଦେବା ସଦୃଶ

ନୂଆଦିଲ୍ଲୀ,୩୧-୧(ପି.ଟି.):ଫଳ ପଚାଇବା ପାଇଁ ସେଥିରେ ରାସାୟନିକ ପ୍ରୟୋଗ କରିବା ଗ୍ରାହକଙ୍କୁ ବିଷ ଦେବା ସହ ସମାନ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। କ’ଣ ପାଇଁ ସେମାନଙ୍କ ବିରୋଧରେ…