କରନ୍‌ଙ୍କ ଉପରେ ରାଗିଗଲେ କଙ୍ଗନାଙ୍କ ଭଉଣୀ

ବମ୍ବେ: ବଲିଉଡ୍‌ର ଲୋକପ୍ରିୟ ଫିଲ୍ମ ନିର୍ମାତା କରନ୍‌ ଜୋହର ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ସହ ସମ୍ପର୍କ ସୁଧାରିବାକୁ ଚେଷ୍ଟା କରୁଥିବା କୁହାଯାଉଛି। ନିକଟରେ ପଦ୍ମଶ୍ରୀ ପୁରସ୍କାର ପାଉଥିବା…

ଆଲମଙ୍କଠାରୁ ଅଲଗା ହେଲେ ଶ୍ରଦ୍ଧା !

ବମ୍ବେ: ଟେଲି ଅଭିନେତ୍ରୀ ଶ୍ରଦ୍ଧା ଆର଼୍ୟା ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ରିଆଲିଟି ଶୋ’ ‘ନଚ ବଲିୟେ’ରେ ପ୍ରେମିକ ଆଲମ ମକ୍କଡ଼ଙ୍କୁ ସମସ୍ତଙ୍କ ସହ ପରିଚିତ…

କୋଣାର୍କ-ପୁରୀ ବେଳାଭୂମି ମାର୍ଗରେ ଦୁର୍ଘଟଣା: ଦୁଇ ବସ୍‌ ଧକ୍କାରେ ୮ ଗୁରୁତର, ୯ ଆହତ

କୋଣାର୍କ, ୩୦।୧(ଡି.ଏନ୍‌.ଏ.): କୋଣାର୍କ ଥାନା ଅଧୀନ କୋଣାର୍କ -ପୁରୀ ବେଳାଭୂମି ମାର୍ଗ ରାସ୍ତାରେ ଗୁରୁବାର ଏକ ଟୁରିଷ୍ଟ ବସକୁ ପଛପଟୁ ଯାତ୍ରୀବାହୀ ବସ୍‌ ଧକ୍କା ଦେବା ଫଳରେ…

ଉଠିଲା ମୃତହାତୀ, ୫୫ନଂ. ଏନ୍‌ଏଚ୍‌ରେ ସ୍ବାଭାବିକ ହେଲା ଯାନବାହନ ଚଳାଚଳ

ଢେଙ୍କାନାଳ ଅଫିସ,୩୦।୧: ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ପୋଡ଼ପଡ଼ା ଛକ ୫୫ନଂ. ଜାତୀୟ ରାଜପଥରେ ଗୁରୁବାର ଭୋର ସମୟରେ ଟ୍ରକ୍‌ ଧକ୍କାରେ ଗୋଟିଏ ହାତୀର ମୃତ୍ୟୁ ଘଟିଥିଲା।…

କଙ୍କଡ଼ାହାଡ଼ ଥାନା ଆଇଆଇସି ସସ୍‌ପେଣ୍ଡ

ଢେଙ୍କାନାଳ ଅଫିସ,୩୦ା୧: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଆଇଆଇସି ପ୍ରମୋଦ କୁମାର ଲେଙ୍କାଙ୍କୁ ଗୁରୁବାର ସସ୍‌ପେଣ୍ଡ କରାଯାଇଛି। ଜଣେ ଅସହାୟା ମହିଳାଙ୍କ ଅଭିଯୋଗ ନ ରଖିବାରୁ ଏବଂ…

ମେଡ୍‌ ଇନ୍‌ ଓଡ଼ିଶା

‘ମେଡ୍‌ ଇନ୍‌ ଚାଇନା’ ନୁହେଁ କି ‘ମେଡ୍‌ ଇନ୍‌ ୟୁଏସ୍‌ଏ’ ନୁହେଁ। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହା ସମ୍ପୂର୍ଣ୍ଣଭାବେ ‘ମେଡ୍‌ ଇନ୍‌ ଓଡ଼ିଶା’ ପ୍ରଡକ୍ଟ। କୌଣସି ମଲ୍ଟିନ୍ୟାଶନାଲ…

୫୦୦୦ ବର୍ଷ ପୁରୁଣା କୁକୁର ଲକେଟ ମିଳିଲା: ଦାମ୍‌ ୨୭ କୋଟି

ଲଣ୍ଡନ,୩୦।୧: ବ୍ରିଟେନ୍‌ର ସମରସେଟ୍‌ରୁ ୫୦୦୦ ବର୍ଷ ପୁରୁଣା ରତ୍ନପଥରରେ ତିଆରି କୁକୁର ଲକେଟ ମିଳିଛି। ଏହାର ଦାମ ୨୭ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।…

ପାଟଣାରେ ଅଦିନିଆ ବର୍ଷା ସାଙ୍ଗକୁ କୁଆପଥର ମାଡ଼: ଜନଜୀବନ ପ୍ରଭାବିତ

ପାଟଣା,୩୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଅଦିନିଆ ବର୍ଷା ସାଙ୍ଗକୁ ପ୍ରବଳ କୁଆପଥର ମାଡ଼ ହେବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି। କୁଆପଥର…

ଶବାନା ଆଜମୀଙ୍କ ଜୀବନ ବଞ୍ଚାଇଥିବା ଯବାନ ହେଲେ ପୁରସ୍କୃତ

ବଲିଉଡ୍‌ର ନାମକରା ଅଭିନେତ୍ରୀ ଶବାନା ଆଜ୍‌ମୀ ସଡ଼କ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଶବାନାଙ୍କୁ ବଞ୍ଚାଇବା ପାଇଁ ପ୍ରାୟ ୧ କିମି ଦୌଡିଥିବା ମହାରାଷ୍ଟ୍ର ସିକ୍ୟୁରିଟି…

ବାଲୁଗୁଡ଼ାର ବିଭିନ୍ନ ଅନୁଷ୍ଠାନରେ ମା’ ସରସ୍ବତୀଙ୍କ ପୂଜା

ବାଲିଗୁଡ଼ା,୩୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ଅଞ୍ଚଳରେ ବିଦ୍ୟାଦାତ୍ରୀ ମା’ସରସ୍ବତୀଙ୍କ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଯଥାବିଧି ଅନୁଯାୟୀ, ପୂଜକଙ୍କ…