ମହାପ୍ରଭୁଙ୍କ ସ୍ଥାବର, ଅସ୍ଥାବର ସମ୍ପତ୍ତି: ସୁପ୍ରିମକୋର୍ଟଙ୍କୁ ଦିଆଯିବ ସ୍ବତ୍ୱଲିପି ତଥ୍ୟ

ପୁରୀ ଅଫିସ, ୨୧ା୧୨: ମହାପ୍ରଭୁଙ୍କ ରତ୍ନଅଳଙ୍କାର ସୁରକ୍ଷିତ ଅଛି କି ନାହିଁ ତାକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚା ହେଉଛିି। ଭିତର ରତ୍ନଭଣ୍ଡାର ଖୋଲିବାକୁ ଦାବି ହେଉଥିବାବେଳେ…

ଗଛ ଲଗାଇଥିଲେ ଏବେ କାଟିଦେଲେ: ୫୭ ନଂ. ଜାତୀୟ ରାଜପଥ କଡ଼ ବୃକ୍ଷଶୂନ୍ୟ

ଖୋର୍ଦ୍ଧା ଅଫିସ/ବୋଲଗଡ, ୨୧ା୧୨ (ଡି.ଏନ.ଏ.): ରାସ୍ତା ପ୍ରଶସ୍ତୀକରଣର ଆଳ ଦେଖାଇ ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ(ଏନଏଚ୍‌) କଡରୁ କଟା ଚାଲିଛି ଗଛ। ତେବେ ରାସ୍ତା ପ୍ରଶସ୍ତୀକରଣକୁ…

ସିଏଏ ଏବଂ ଏନ୍‌ଆର୍‌ସି ପରେ ଏବେ ଏନ୍‌ପିଆର୍‌ ପାଇଁ ମୋଦି ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୨୧।୧୨: ନାଗରିକତା ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକତା ରେଜିଷ୍ଟର (ଏନ୍‌ଆର୍‌ସି) ନେଇ ଦେଶବ୍ୟାପି ନିଆଁ ଜଳୁଛି। ପରିସ୍ଥିତି ଏପର୍ଯ୍ୟନ୍ତ ନିୟନ୍ତ୍ରଣକୁ ଆସି ନ ଥିବାବେଳେ…

ଧିମଉଛି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ

ପୁରୁଣା ଭୁବନେଶ୍ୱର ,୨୧ା୧୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା ଧିମୋଉଛି। ଶୁକ୍ରବାର ଲିଙ୍ଗରାଜ ଥାନା ଭାଙ୍ଗିବାର ଥିଲା। ମାତ୍ର ମାଲଖାନାରେ ଥିବା ଆସବାବପତ୍ର ଓ ଗୁରୁତ୍ୱପୂର୍ଣ୍ଣ…

ମହାବୀର ମୃତ୍ୟୁର କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଆନ୍ତଃ ରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତରଣ ପ୍ରକଳ୍ପ ବନ୍ଦ ହେଲା। ଏବେ ‘ସୁନ୍ଦରୀ’ ନିଜ ଘରକୁ ଫେରିଯିବ। କିନ୍ତୁ ଏହା ଭିତରେ ଅନେକ ପ୍ରଶ୍ନ ଅସମାହିତ…

୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ: ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ‘ପେନ୍‌ସନ’ ଓ ‘ପାଇକ ବିଦ୍ରୋହ’

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶୁକ୍ରବାର ଉତ୍କଳ ମଣ୍ଡପରେ ୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ-୨୦୧୮ ଅନୁଷ୍ଠିତ ହୋଇଯାଇଛି। ‘ପେନ୍‌ସନ’…

ସର୍ବ ସମ୍ମୁଖରେ ପୋଲିସ ଜୋତାକୁ ଚୁମ୍ବନ ଦେଲେ ଏମ୍‌ପି

ହାଇଦ୍ରାବାଦ,୨୧।୧୨: ଆନ୍ଧ୍ର ପ୍ରଦେଶର ଓ୍ବାଇଏସ୍‌ଆର୍‌ କଂଗ୍ରେସ ଦଳର ଏମ୍‌ପି ଗୋରନ୍ତଲା ମାଧବ ଏବେ ଚର୍ଚ୍ଚାରେ। ସେ ତେଲ୍‌ଗୁ ଦେଶମ ପାର୍ଟି(ଟିଡିପି) ନେତା ଜେ. ସି. ଦିବାକର ରେଡ୍ଡୀଙ୍କ…

୫୬ ବର୍ଷରେ ଗୋବିନ୍ଦା: ମାଙ୍କ ଜିଦ୍‌ ଯୋଗୁ ନୀଲମ୍‌ଙ୍କୁ ଛାଡ଼ି ସୁନୀତାଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଗୋବିନ୍ଦା ଶନିବାର ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୩ ଡିସେମ୍ବର ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଗୋବିନ୍ଦା ଅରୁଣ…

କରିଶ୍ମାଙ୍କୁ ୩୬: ଉପେନଙ୍କ ସହିତ ବହୁ ଦିନ ଲିଭ୍‌ଇନ୍‌ରେ ଥିଲେ

ମୁମ୍ବାଇ: ଛୋଟପରଦାରୁ ବଲିଉଡ୍‌ରେ ପାଦ ଥାପିଥିବା ସୁନ୍ଦରୀ ଅଭିନେତ୍ରୀ କରିଶ୍ମା ତନ୍ନା ଶନିବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୩ ଡିସେମ୍ବର ୨୧ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ…

ଅନିଶ୍ଚିତତାରେ ୧୫୦୦ ଚାଷୀ

ଗତ ୨୮ତାରିଖରୁ ଯାଜପୁର ଜିଲାରେ ଖରିଫ ଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ଜିଲାର ବିଭିନ୍ନ ସ୍ଥାନରେ ଅମଳ ପୂର୍ଣ୍ଣମାତ୍ରାରେ ହୋଇ ନ ଥିବାରୁ…