୪ ଆତଙ୍କବାଦୀଙ୍କୁ ମୃତ୍ୟୁ ଦଣ୍ଡାଦେଶ

ଜୟପୁର, ୨୧ା୧୨(ପି.ଟି.): ରାଜସ୍ଥାନର ଜୟପୁରରେ ୨୦୦୮ ମେ ୧୩ରେ ହୋଇଥିବା ସିରିଜ୍‌ ବୋମା ବିସ୍ଫୋରଣ ମାମଲାରେ ସ୍ବତନ୍ତ୍ର କୋର୍ଟ ପକ୍ଷରୁ ୪ ଦୋଷୀସାବ୍ୟସ୍ତ ଆତଙ୍କବାଦୀଙ୍କୁ ଶୁକ୍ରବାର ମୃତ୍ୟୁ…

ଜୈଶ୍‌ ଟାର୍ଗେଟ୍‌ରେ ମୋଦି

ନୂଆଦିଲ୍ଲୀ,୨୧ା୧୨(ଆଇଏଏନ୍‌ଏସ୍‌): ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା ଲାଗି ଯୋଜନା କରିଛନ୍ତି। ଆସନ୍ତା ୨୨ରେ ମୋଦି ରାମଲୀଳା ମଇଦାନରେ ଭାଜପାର ଏକ ବିଶାଳ…

ସମର୍ଥନରେ ଶୋଭାଯାତ୍ରା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଦେଶ ସାରା ଆନ୍ଦୋଳନର ନିଅଁ। ଜଳୁଥିବାବେଳେ ଏହାକୁ କେତେକ ସଙ୍ଗଠନ ସମର୍ଥନ ଜଣାଇଛନ୍ତି। ଏହି ଆଇନକୁ…

ସିଏଏକୁ ଛାତ୍ର କଂଗ୍ରେସର ବିରୋଧ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଶୁକ୍ରବାର ଭୁବନେଶ୍ୱରରେ ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ…

ଏକ୍‌ଜିଟ୍‌ ପୋଲ୍‌ ଭବିଷ୍ୟବାଣୀ: ଝାଡ଼ଖଣ୍ଡରେ ଝୁଲା ବିଧାନସଭା

ନୂଆଦିଲ୍ଲୀ/ରାଞ୍ଚତ୍,୨୧ା୧୨ : ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ପୁନଃ କ୍ଷମତାସୀନ ହେବା ଆଶା ଧୂଳିସାତ୍‌ ହୋଇଛି। କାରଣ ଶୁକ୍ରବାର ଚୂଡ଼ାନ୍ତ ପର୍ଯ୍ୟାୟ ନିର୍ବାଚନ ଶେଷ ହେବା ପରେ…

ମହାପ୍ରଭୁ ୧୪ ଘଣ୍ଟା ଉପାସରେ ରହିବା ଘଟଣା: ୩ଜଣଙ୍କୁ ନୋଟିସ, ଜାନୁୟାରୀ ୪ରୁ ଶୁଣାଣି

ପୁରୀ ଅଫିସ, ୨୧ା୧୨: ଗତବର୍ଷ ଡିସେମ୍ବର ୨୮ ତାରିଖରେ ଶ୍ରୀମନ୍ଦିରରେ ଘଟିଥିଲା ଚରମ ବିଭ୍ରାଟ। ମହାପ୍ରଭୁ ୧୪ ଘଣ୍ଟା ଭୋକ ଉପାସରେ ରହିଥିଲେ। ତେବେ ଏଥିପାଇଁ ଯେଉଁମାନେ…

୬ ସହର ପାରଦ ୧୦ ଡିଗ୍ରୀ ତଳକୁ ଖସିଲା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ରାଜ୍ୟରେ ଶୀତ ବୃଦ୍ଧି ପାଇଛି । ଗତ ଦୁଇଦିନ ହେବ ସହରଠାରୁ ଆରମ୍ଭ କରି ଗଁ। ଗଣ୍ଡାରେ ଶୀତ ବିରାଜମାନ କରିଛି। ପାରଦ ୪ରୁ…

ସଙ୍କଟାପନ୍ନ ଅବସ୍ଥାରେ ୪୮ କିଡ୍‌ନୀ ରୋଗୀ

କଟକ ଅଫିସ,୨୧ା୧୨: କଟକ ଏସ୍‌ସିବି ମେଡିକାଲରେ ୪୮ ଜଣ କିଡ୍‌ନୀ ରୋଗୀଙ୍କ ଡାୟାଲିସିସ କରାଯାଉଛି। ମାତ୍ର ଡାୟାଲିସିସ୍‌ ପାଇଁ ଆବଶ୍ୟକ ଫ୍ଲୁଇଡ୍‌ ଏବେ ଏସ୍‌ସିବି ମେଡିକାଲରେ ମାଗଣାରେ…

ଲୁଣର ଉପକାରୀ ଗୁଣ

ଲୁଣ ରୋଷେଇ ଘରର ସବୁଠାରୁ ବଡ଼ ମସଲା ବୋଲି କେହି କେହି କହିଥାଆନ୍ତି। କାରଣ ଲୁଣ ବିନା କୌଣସି ରନ୍ଧା ଖାଦ୍ୟ ସ୍ବାଦିଷ୍ଟ ହୋଇ ନ ଥାଏ।…

ଅଧିକ ରାଜସ୍ବ, ତଥାପି ସରୁନି ସରକାରୀ ଅବହେଳା: ପଙ୍ଗୁ ଅବସ୍ଥାରେ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟ

ତାଳଚେର,୨୧ା୧୨(ନି.ପ୍ର.) - ତାଳଚେରସ୍ଥିତ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟରେ ଦୀର୍ଘଦିନ ହେଲା ଅଚଳାବସ୍ଥା ଲାଗି ରହିଛି। ୧୮ ମାସ ହେଲା ଏଠାରେ କୌଣସି ଅଧିକାରୀ ନାହାନ୍ତି କି ଅଫିସ…