ଫେବୃୟାରୀରେ ଭାରତ ଗସ୍ତରେ ଆସିପାରନ୍ତି ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୯।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବା ସମ୍ଭାବନା ରହିଛି। ଫେବୃୟାରୀ ୨୪ରୁ ୨୬ ମଧ୍ୟରେ ସେ ଗସ୍ତ କରିବାର…

୨୪ ସପ୍ତାହରେ ବି ଗର୍ଭପାତ କରିପାରିବେ ମହିଳା: କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୨୯।୧: ଏଣିକି ମହିଳାମାନେ ୨୪ ସପ୍ତାହରେ ମଧ୍ୟ ଗର୍ଭପାତ କରିପାରିବେ। ଏସମ୍ପର୍କିତ ଏକ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ୧୯୭୧ ମେଡିକାଲ ଟର୍ମିନେଶନ…

ରୋହିତଙ୍କ ୧୦ ହଜାର ରନ୍‌

ହାମିଲଟନ,୨୯।୧- ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତୀୟ ଓପନର ରୋହିତ ଶର୍ମା ୬୫ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି। ଏହି ଅବସରରେ ଏକ ସ୍ବତନ୍ତ୍ର…

ପାଣ୍ଠିର ଅଭାବ: ୯୦ ହଜାର ଯବାନଙ୍କୁ ମିଳିବନି ୨ ମାସ ଦରମା

ନୂଆଦିଲ୍ଲୀ,୨୯।୧: ସଶସ୍ତ୍ର ସୀମା ବଳ(ଏସ୍‌ଏସ୍‌ବି)ରେ ଏବେ ପାଣ୍ଠିର ଅଭାବ ଦେଖାଦେଇଛି। ତେଣୁ ଜାନୁୟାରୀ ଓ ଫେବୃୟାରୀ ୨ ମାସ ଧରି ଏସ୍‌ଏସ୍‌ବି ଯବାନଙ୍କୁ ଦରମା ମିଳିବ ନାହିଁ।…

ନ୍ୟୁଜିଲାଣ୍ଡ ଆଗରେ ୧୮୦ ରନ୍‌ର ବିଜୟଲକ୍ଷ୍ୟ

ହାମିଲଟନ,୨୯।୧- ଏଠାରେ ଚାଲିଥିବା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳ ଘରୋଇ ନ୍ୟୁଜିଲାଣ୍ଡ ଆଗରେ ୧୮୦ ରନ୍‌ର ବିଜୟଲକ୍ଷ୍ୟ ଧାର୍ଯ୍ୟ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌…

ଡିଜେ ସାଉଣ୍ଡ ଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ, ବରଗଡ଼ ଏସ୍‌ପିଙ୍କୁ ଗୁହାରି କଲେ ଅଭିଭାବକ

ବରଗଡ଼ ଅଫିସ, ୨୯।୧- ବରଗଡ଼ ସହର ୱାର୍ଡ ନଂ-୧ ଅଧୀନ ଭଟଲି ରୋଡ୍‌ ଛକ ପାର୍ଶ୍ୱରେ ରହିଥିବା ଏକ ବିବାହ ମଣ୍ଡପରେ ପ୍ରାୟ ପ୍ରତିଦିନ ରାତି ୧୦ଟାରୁ…

ତପ୍ତପାଣି ଘାଟିରେ ବସ ଦୁର୍ଘଟଣାଗ୍ରସ୍ତ: ମୃତକଙ୍କ ମଧ୍ୟରେ ରାୟଗଡ଼ାର ୩

ରାୟଗଡ଼ା ଅଫିସ,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବୁଧବାର ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୭ରୁ ଊର୍ଦ୍ଧ୍ୱ ଗୁରୁତର…

ଭାରତରେ ସକ୍ରିୟ ହେବା ଲାଗି ଅଲ୍‌-କାଏଦାର ଉଦ୍ୟମ: ଅଡ଼ିଓ-ଭିଡ଼ିଓ ଟେପ୍‌ ଜାରି

ନୂଆଦିଲ୍ଲୀ,୨୯।୧: ଭାରତରେ ସକ୍ରିୟ ହେବା ଲାଗି ଆତଙ୍କବାଦୀ ସଂଗଠନ ଅଲ୍‌-କାଏଦା ଉଦ୍ୟମ ଜାରି ରଖିଛି। ଏନେଇ ଯୁବବର୍ଗଙ୍କ ବ୍ରେନ୍‌ ଓ୍ବାଶ୍‌ କରିବା ପାଇଁ ଏହାର ସଦସ୍ୟ ଓସାମା…

ମାଙ୍କଡ଼ ଆକ୍ରମଣ: ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରୁ ବାଦ୍‌ପଡ଼ିଲେ ଖେଳାଳି

ପୋଚେଫ୍ସଟ୍ରୁମ,୨୯।୧- ଅଷ୍ଟ୍ରେଲିଆନ ଓପନର ଜ୍ୟାକ ଫ୍ରାସର ମ୍ୟାକଗର୍କ ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ମୁହଁକୁ ମାଙ୍କଡ଼ ରାମ୍ପୁଡି ଦେଇଛି। ନେଚର ରିଜର୍ଭଠାରେ…

୩ ହଜାର ବର୍ଷ ପରେ ମମିରୁ ଆସୁଛି ଅଜବ ଶବ୍ଦ, ଏହା ଶୁଣି ବୈଜ୍ଞାନିକ ଆଶ୍ଚର୍ଯ୍ୟ

ଲଣ୍ଡନ: ଆପଣ ଫିଲ୍ମରେ ଦେଖିଥିବେ ୧୦୦୦ ବର୍ଷର ମମି ପୁଣି ଜିଇଁଉଠି କଥା କହିଥାଏ। ଥରେ ଚିନ୍ତା କଲେ ବାସ୍ତବରେ ଯଦି ଏମିତି ଘଟେ ତେବେ ଅବସ୍ଥା…