ଜୟପୁର,୨୯।୧(ନି.ପ୍ର./ଡି.ଏନ୍.ଏ.) - ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ମୁଖ୍ୟରାସ୍ତାରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହାକୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛି ଟାଉନଥାନା…
ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଘରୋଇ ବସ୍ ଓ ମୋ ବସ୍ରେ ମହିଳା ଯାତ୍ରୀ ଅନେକ ସମୟରେ ଦୁର୍ବ୍ୟବହାରର ଶିକାର ହେଉଛନ୍ତି। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ନିଯୁକ୍ତ ଏସ୍ପିଓମାନେ ପୋଲିସ…
ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଆଜି ବି ମାନବିକତା ବଞ୍ଚିରହିଛି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆଦିବାସୀ ଅଧ୍ୟୁଷିତ ମାଲ୍କାନଗିରି ଜିଲାରେ। ଜଣେ ଗର୍ଭବତୀ ମହିଳାଙ୍କୁ ରକ୍ତ ଦେଇ ତାଙ୍କ…
ପୁରୁଣା ଭୁବନେଶ୍ୱର,୨୯।୧ (ଡି.ଏନ.ଏ.):ପୁଡୁଚେରିର ଆରୋଧନ ଗ୍ୟାଲେରୀ ଦ୍ୱାରା ବିଶ୍ୱର କେତେଜଣ ବିଶିଷ୍ଟ ଚିତ୍ରକର, ମୂର୍ତ୍ତିିକାର, ନୃତ୍ୟଶିଳ୍ପୀ, ଲେଖକ, ଅଭିନେତା, ଫଟୋ ଗ୍ରାଫର ଓ ସଙ୍ଗୀତ ଶିଳ୍ପୀଙ୍କ କୃତୀକୁ…
ଭୁବନେଶ୍ୱର,୨୯।୧ (ବ୍ୟୁରୋ):ପଞ୍ଜାବୀ ଯୁବକ ପରବିନ୍ଦର ପାଲ୍ ସିଂଙ୍କୁ ପୋଲିସ ସମ୍ମୁଖରେ ସଂଘବଦ୍ଧ ଆକ୍ରମଣ ଓ ତାଙ୍କ ପଗଡ଼ିକୁ ଗୋଇଠାମାଡ଼ ଘଟଣାରେ ପୋଲିସର ପଦକ୍ଷେପକୁ ନେଇ ନାନା ଚର୍ଚ୍ଚା…
ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାକତ୍ାର ଘଟଣାକୁ ନେଇ ରାଜ୍ୟ କଂଗ୍ରେସର ଏକ ପ୍ରତିନିଧି ଦଳ ମଙ୍ଗଳବାର ରାଜ୍ୟ ମାନବିକ ଅଧିକାର…
ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଶାସ୍ତ୍ରୀୟ ସଙ୍ଗୀତ ଜଗତର ମହାନ୍ କିମ୍ବଦନ୍ତୀ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ବୁଧବାର ସାରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଏକ ରାଜ୍ୟସ୍ତରୀୟ ଶୋକସଭା ଅନୁଷ୍ଠିତ…
ଭୁବନେଶ୍ୱର,୨୯।୧ (ବ୍ୟୁରୋ):ସରକାର ପଲିଥିନ ଓ ପ୍ଲାଷ୍ଟିକ୍ ବ୍ୟବହାର ଉପରେ କଟକଣା ଲଗାଇବା ସହ ଏହାର ଉପତ୍ାଦନକୁ ନିୟନ୍ତ୍ରିତ କରିବାରେ ପଦକ୍ଷେପ ନେଉଛନ୍ତି। ହେଲେ କେତେକ ପଲିଥିନ୍ ଫ୍ୟାକ୍ଟ୍ରି ବା…
ସୁନ୍ଦରଗଡ଼,୨୯।୧ (ଡି.ଏନ୍.ଏ) -ସ୍ଥାନୀୟ ଭବାନୀ ଭବନ ପଡିଆରେ ଚାଲିଥିବା ଜିଲା ସାଂସ୍କୃତିକ ମହୋତ୍ସବ ଯତରା -୨୦୨୦ର ଦ୍ୱିତୀୟ ସନ୍ଧ୍ୟାରେ ମୁକ୍ତାକାଶ ରଙ୍ଗମଞ୍ଚରେ ରାଜ୍ୟ ତଥା ରାଜ୍ୟ ବାହାରର…
ଖୋର୍ଦ୍ଧା ଅଫିସ,୨୯।୧ :ଖୋର୍ଦ୍ଧାର ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୧ତମ ସାମ୍ବତ୍ସରିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟିର ଅଧ୍ୟକ୍ଷ ତଥା ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ରଙ୍କ ଅଧ୍ୟକ୍ଷତାରେ…