ଅଧ୍ୟକ୍ଷ ପଦବୀକୁ ନେଇ ଥମୁନି ଅଶାନ୍ତି: ବ୍ଲକରେ ଜନପ୍ରତିନିଧିଙ୍କ ହୋହଲ୍ଲା

ପୁରୁଷୋତ୍ତମପୁର, ୨୦ା୧୨ (ଡି.ଏନ.ଏ.)- ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷ ପଦବୀକୁ ନେଇ ଲାଗି ରହିଥିବା ଅଶାନ୍ତି ଥମିବାର ନାଁ ନେଉନାହିଁ। ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ…

ବେଆଇନ କ୍ଲିନିକ ଉପରେ ଚଢ଼ାଉ

ଦିଗପହଣ୍ଡି,୨୦ା୧୨(ଡି.ଏନ.ଏ.)-ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳ ମାନଙ୍କରେ ବେନିୟମ ଭାବେ ବହୁ ସଂଖ୍ୟାରେ ପାଥୋଲୋଜି କ୍ଲିନିକ ଖୋଲାଯାଇଛି। ଅଭିଯୋଗ ପାଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ…

ମହିଳା ଖେଳାଳିଙ୍କୁ ପୋଲିସ ବିଭାଗରେ ଅବହେଳା ଅଭିଯୋଗ

ଭୁବନେଶ୍ୱର,  ୨୦।୧୨(ବ୍ୟୁରୋ):ଓ୍ବେଟ୍‌ ଲିଫ୍ଟିଂ ବା ଶକ୍ତି ଉତ୍ତୋଳନରେ ଦକ୍ଷିଣ ଆଫ୍ରିକାରେ ୨୦୧୦-୧୧ରେ ସ୍ବର୍ଣ୍ଣ ବିଜୟିନୀ ଶୁଭସ୍ମିତା ମହାନ୍ତି ରାଜ୍ୟ ପୋଲିସ ବିଭାଗରେ କନ୍‌ଷ୍ଟେବଳ ଭାବେ କାର୍ଯ୍ୟରତ ଅଛନ୍ତି।…

ଯୁକ୍ତ ୨ ପ୍ରଥମବର୍ଷ ପରୀକ୍ଷା ବାତିଲ

ବ୍ରହ୍ମପୁର ଅଫିସ,୨୦ା୧୨- ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଙ୍କ ପାଇଁ ଅନୁଷ୍ଠିତ ଅର୍ଦ୍ଧବାର୍ଷିକ ପରୀକ୍ଷା କେବଳ ନାମକୁ ମାତ୍ର। କଲେଜ…

‘ଛାତ୍ରୀଛାତ୍ରଙ୍କୁ ହସିବାର ସୁଯୋଗ ଦେବା ଆମ କର୍ତ୍ତବ୍ୟ’

ବେଗୁନିଆପଡ଼ା,୨୦ା୧୨(ଡି.ଏନ.ଏ.)- ବେଗୁନିଆପଡା ବ୍ଲକ ସାଙ୍କୁଡା ସ୍ଥିତ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶତବାର୍ଷିକୀ ସମାରୋହ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ…

ଉପଜିଲାପାଳଙ୍କ ହସ୍ତକ୍ଷେପ ପରେ ବ୍ଲକ କର୍ମଚାରୀଙ୍କ ଧାରଣା ପ୍ରତ୍ୟାହୃତ

ଗୋପାଳପୁର/କନିଷି,୨୦ା୧୨(ଡି.ଏନ.ଏ.)- ରଙ୍ଗେଇଲୁଣ୍ଡା ବିଡିଓଙ୍କୁ ମଙ୍ଗଳବାର ଅପରାହ୍ନରେ ଇନ୍ଦ୍ରାକ୍ଷୀ ସରପଞ୍ଚ ଗାଳିଗୁଲଜ ଓ ଠେଲାପେଲା କରିଥିବା ପ୍ରତିବାଦରେ ବୁଧବାର ବ୍ଲକ କର୍ମଚାରୀ, ସମନ୍ବିତ ଶିଶୁ ବିକାଶ କର୍ମଚାରୀ, କୃଷି…

ଚିଲିକାରେ ହେବ ଫ୍ଲୋଟିଂ ରେସ୍ତୋରାଁ, ହାଉସ୍‌ବୋଟ୍‌

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ): ଖୁବ୍‌ଶୀଘ୍ର ଏସିଆ ମହାଦେଶର ସର୍ବବୃହତ୍‌ ଲୁଣାହ୍ରଦ ଚିଲିକାରେ ଆରମ୍ଭ ହେବ ‘ଫ୍ଲୋଟିଂ ରେସ୍ତୋରାଁ’ ବା ‘ଭାସମାନ ଭୋଜନାଳୟ’। ଚିଲିକାର ରମ୍ଭା ଏବଂ ବଡ଼କୂଳରେ ରାଜ୍ୟ ପର୍ଯ୍ୟଟନ…

ଗ୍ୟାରେଜରେ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିିଗଲା

ବ୍ରହ୍ମପୁର ଅଫିସ,୨୦ା୧୨: ଟାଉନ ଥାନା ଅନ୍ତର୍ଗତ ଗେଟବଜାର ନିକଟ ରେଡ଼ିଓ ଷ୍ଟେଶନ କଡରେ ଥିବା ଏକ ବାଇକ୍‌ ଗ୍ୟାରେଜରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ…

ଆସିଲା ଦୁଇ ପ୍ରଜାତିର ୨୬ ପକ୍ଷୀ

ବାରଙ୍ଗ, ୨୦।୧୨(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଥିବା ପଶୁପକ୍ଷୀଙ୍କ ପ୍ରଜାତି ସଂଖ୍ୟା ବୃଦ୍ଧି ପାଇଛି। ଗୁରୁବାର ଏଠାକୁ ୨ଟି ପ୍ରଜାତିର ୨୬ଟି ପକ୍ଷୀ କଟକର ଏକ ଘରୋଇ ସଂସ୍ଥାରୁ…

ବନ୍ଧୁକଧାରୀଙ୍କ ଉନ୍ମତ୍ତକାଣ୍ଡ : ଅଭିଯୁକ୍ତ ଅଧ୍ୟାପକ କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୨୦ା୧୨- ଟାଉନ ଥାନା ଅନ୍ତର୍ଗତ ଧର୍ମନଗର ବଜାଜ ଫାଇନାନ୍ସ କମ୍ପାନୀ ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଜଣେ ଅଧ୍ୟାପକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଥିଲା। ବନ୍ଧୁକ ଧରି ସେଠାରେ…