ପାକିସ୍ତାନ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ:ମୁଶରଫଙ୍କ ମୃତଦେହ ଆଣି ୩ ଦିନ ଝୁଲାଅ

ଇସ୍‌ଲାମାବାଦ, ୨୦।୧୨:ପାକିସ୍ତାନର ପୂର୍ବତନ ସାମରିକ ଶାସକ ପର୍‌ଭେଜ ମୁଶରଫଙ୍କୁ ଦେଶଦ୍ରୋହ ମାମଲାରେ ସ୍ବତନ୍ତ୍ର ଅଦାଲତ ମୃତ୍ୟୁଦଣ୍ଡାଦେଶ ଦେଇଥିଲେ। ଫାଶୀ ପାଇବା ପୂର୍ବରୁ ଯଦି ତାଙ୍କର ମୃତ୍ୟୁ ଘଟେ ତେବେ…

ସୋରେନ୍‌ଙ୍କ ବିବାଦୀୟ ମନ୍ତବ୍ୟ:ଇସିଙ୍କୁ ଫେରାଦ ହେଲା ଭାଜପା

ରାଞ୍ଚତ୍, ୨୦।୧୨(ପି.ଟି.):ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ୍‌ ଏକ ନିର୍ବାଚନୀ ରାଲିରେ ଭାଜପା ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଅଡୁଆରେ ପଡିଯାଇଛନ୍ତି। ପାକୁର ନିର୍ବାଚନ…

ସିଏଏ ବିରୋଧୀ ହିଂସା:୧୦୦ କୋଟି କ୍ଷତି ସହିଲାଣି ରେଲଓ୍ବେ

ନୂଆଦିଲ୍ଲୀ,  ୨୦।୧୨:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଜାରି ରହିଥିବାବେଳେ ରେଲଓ୍ବେର ବହୁ କ୍ଷତି ଘଟିଛି। ବିକ୍ଷୋଭକାରୀମାନେ ରେଳଷ୍ଟେଶନରେ ଭଙ୍ଗାରୁଜା…

କାଟୁ କଲାନି ପ୍ରଶାସନର କଟକଣା: ଏନ୍‌ଏଚ୍‌ରେ ପୁଣି ଖୋଲିଲା ଗ୍ୟାରେଜ

ଘସିପୁରା,୨୦।୧୨(ଡି.ଏନ.ଏ.)-୨୦ନମ୍ବର ଜାତୀୟ ରାଜପଥ ଶାଳପଡ଼ା ଘସିପୁରା ଓ ଶୈଲଙ୍ଗ ରାସ୍ତା ଉପରେ ପୁଣିଥରେ ଗ୍ୟାରେଜ ଖୋଲିବାକୁ କେନ୍ଦ୍ରକରି ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଜାତୀୟ ରାଜପଥରେ…

ହାତୀ ଖାଇଗଲେ ପରିବା ଫସଲ

ପାଟଣା,୨୦।୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ରେଞ୍ଜ କେନ୍ଦେଇପଶି ବିଟ୍‌ ଅନ୍ତର୍ଗତ ସାନ ଗମ୍ଭାରିଆ ଗ୍ରାମରେ ବୁଧବାର ରାତିରେ ୧୩ଟିକିଆ ବଣୁଆ ହାତୀ ଚାଷୀଙ୍କ ବାଡ଼ିରେ ପଶି ବ୍ୟାପକ ପନିପରିବା…

ବଢ଼ି ଚାଲିଛି ରାସ୍ତାପାର୍ଶ୍ୱ ଜବରଦଖଲ ସମସ୍ୟା: ଅଭିଯୋଗ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନ

ଝୁମ୍ପୁରା, ୨୦।୧୨ (ଡି.ଏନ.ଏ.)-ଝୁମ୍ପୁରା ତହସିଲ ଅନ୍ତର୍ଗତ ସମସ୍ତ ୬ଟି ଯାକ ରାଜସ୍ବ ସର୍କଲରେ ଜବରଦଖଲ ସମସ୍ୟା ବଢିଚାଲିଛି। ସରକାରୀ ଜାଗା ଜବରଦଖଲ, ରାସ୍ତାପାର୍ଶ୍ୱ ଜବରଦଖଲ, କେନାଲ ହୁଡ଼ା…

ସହରବାସୀଙ୍କୁ ଘାରିଛି ସୁରକ୍ଷା ଚିନ୍ତା

ଭଦ୍ରକ ଅଫିସ, ୨୦।୧୨- ଭଦ୍ରକ ସହର ଏକ ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳୀ। ବିଭିନ୍ନ ଜିଲା ଓ ରାଜ୍ୟ ବାହାରୁ ବ୍ୟବସାୟୀମାନେ ଏଠାକୁ ଆସି ବ୍ୟବସାୟ କରିବାକୁ ପସନ୍ଦ…

ପଥପ୍ରାନ୍ତ ସୁବିଧା କେନ୍ଦ୍ର କର୍ମଚାରୀଙ୍କ ଧାରଣା

କପ୍ତିପଦା,୨୦ା୧୨(ଡ଼ି.ଏନ୍‌.ଏ)- କପ୍ତିପଦା-ଉଦଳା ପୂର୍ତ୍ତ ବିଭାଗର ମୁଖ୍ୟରାସ୍ତାର ଝିଙ୍କପଦାଠାରେ ଥିବା ପଥପ୍ରାନ୍ତ ସୁବିଧା କେନ୍ଦ୍ରର କର୍ମଚାରୀମାନେ ଦରମା ଦାବିରେ ଧାରଣା ଦେଇଛନ୍ତି। ଗୁରୁବାର ଏହି କର୍ମଚାରୀମାନେ ସୁବିଧା କେନ୍ଦ୍ରରେ…

ବାଲି ଉତ୍ତୋଳନକୁ ବିରୋଧ

ବଡ଼ସାହି,୨୦ା୧୨(ସ୍ବ.ପ୍ର)- ବଡ଼ସାହି ତହସିଲ ଅଧୀନ ଉଠାଣୀନୂଆଗଁା ଗ୍ରାମରେ ଥିବା ଲିଜ୍‌ ବାଲିଖାଦାନରୁ ବାଲି ଉତ୍ତୋଳନ ପାଇଁ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ଗ୍ରାମବାସୀ ବିରୋଧ କରିଛନ୍ତିି। ଫଳରେ…

ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ଗୃହୀତ

ଓ୍ବାଶିଂଟନ, ୨୦।୧୨(ପି.ଟି.):ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ବୁଧବାର ପ୍ରତିନିଧି ସଭାରେ ଗୃହୀତ ହୋଇଛି। ଫଳରେ ତାଙ୍କୁ ସିନେଟରେ ବିଚାରର ସମ୍ମୁଖୀନ ହେବାକୁ ପଡିବ। ସେ…