ଅଟୋ-କାର ଧକ୍କା: ଜଣେ ମୃତ, ୧୫ ଆହତ

ଢେଙ୍କିକୋଟ,୨୭ା୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥ ବରବେଡ଼ା ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଗୋଟିଏ କାର…

ଆଇପିଏଲ୍‌: ରାତି ମ୍ୟାଚ୍‌ ଟାଇମିଂ ଅପରିବର୍ତ୍ତିତ

ନୂଆଦିଲ୍ଲୀ, ୨୭।୧ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ରାତିରେ ଖେଳାଯିବାକୁ ଥିବା ମ୍ୟାଚ୍‌ର ଆରମ୍ଭ ଟାଇମିଂରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ପୂର୍ବଭଳି ରାତି ମ୍ୟାଚ୍‌ ୮ଟାରେ…

ଭାରତ-ଅଷ୍ଟ୍ରେଲିଆ କ୍ୱାର୍ଟର ଫାଇନାଲ

ପୋଚେଫ୍‌ଷ୍ଟ୍ରମ (ଦକ୍ଷିଣ ଆଫ୍ରିକା), ୨୭।୧ (ପି.ଟି.)- ଆଇସିସି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଗ୍ରୁପ୍‌ ପର୍ଯ୍ୟାୟ ଶେଷ ହୋଇଯାଇଥିବାବେଳେ ମଙ୍ଗଳବାରଠାରୁ ସୁପର୍‌ ଲିଗ୍‌ କ୍ୱାର୍ଟର ଫାଇନାଲ ଆରମ୍ଭ…

Hockey better than politics: Dilip | ରାଜନୀତି ଠାରୁ ହକି ଖେଳ ଭଲ

Former national hockey team captain turned BJD politician Dilip Tirkey has said that hockey is far better than politics. He…

ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଆନନ୍ଦପୁର,୨୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥ କଡ଼ରେ ଥିବା ନାହାଗୁଣା ଗ୍ରାମ ନିକଟରେ ସୋମବାର ଜଣେ ଘରୋଇ ଫାଇନାନ୍ସ କର୍ମଚାରୀଙ୍କୁ…

ଧାନକିଣାରେ ଅନିୟମିତତା: ସେବା ସମବାୟ ସମିତିରେ ତାଲା ପକାଇଲେ ଚାଷୀ

ଆନନ୍ଦପୁର,୨୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଯୋଗାଣ ବିଭାଗ ଅଧୀନ ଖାଳିଆମେଣ୍ଟା ସେବା ସମବାୟ ସମିତିରେ ଧାନକିଣାରେ ହୋଇଥିବା ଅନିୟମିତତା ଘଟଣା ବିରୋଧରେ ସୋମବାର ଚାଷୀମାନେ ସମବାୟ…

ମାଓବାଦୀ-ଗ୍ରାମବାସୀ ଲଢ଼େଇ: ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ସହାୟତା ଘୋଷଣା

ମାଲକାନଗିରି,୨୭।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଜନ୍ତୁରାଇରେ ମାଓବାଦୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଗତ ୨୫ ତାରିଖରେ ଖଣ୍ଡଯୁଦ୍ଧ ହୋଇଥିଲା। ଏଥିରେ ମାଓବାଦୀମାନେ ପ୍ରତିଶୋଧ ପରାୟଣ ହୋଇ…

ମହିଳା ହକି ସିରିଜ: ଦ୍ୱିତୀୟ ମ୍ୟାଚ୍‌ରେ ହାରିଲା ଭାରତ

ଅକ୍‌ଲାଣ୍ଡ,୨୭।୧(ପି.ଟି.)- ଭାରତୀୟ ମହିଳା ହକି ଦଳ ୧-୨ ଗୋଲରେ ନ୍ୟୁଜିଲାଣ୍ଡଠାରୁ ଦ୍ୱିତୀୟ ମ୍ୟାଚ୍‌ରେ ପରାସ୍ତ ହୋଇଛି। ଭାରତ ପକ୍ଷରୁ ଓଡ଼ିଆ ଖେଳାଳି ସାଲିମା ଟେଟେ ଏକମାତ୍ର ସ୍କୋର…

‘ଭାରତୀୟ ଦଳକୁ ଶୀଘ୍ର ଫେରିବେ ପନ୍ତ’

ମେଲବୋର୍ନ,୨୭।୧(ପି.ଟି.)- ଭାରତୀୟ ଦଳରୁ ବାଦ୍‌ ପଡ଼ିଥିବା ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଉପରେ ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ତଥା ଆଇପିଏଲ ଫ୍ରାଞ୍ଚାଇଜ ଦିଲ୍ଲୀ କ୍ୟାପିଟାଲ୍ସ କୋଚ୍‌ ରିକି…

ରଣଜୀ ମ୍ୟାଚ୍‌ ଦେଖିଲେ ଓ୍ବ’

କୋଲକାତା,୨୭।୧(ପି.ଟି.)- ସ୍ଥାନୀୟ ଇଡେନ ଗାର୍ଡେନଠାରେ ସୋମବାରଠାରୁ ବେଙ୍ଗଲ ଓ ଦିଲ୍ଲୀ ମଧ୍ୟରେ ରଣଜୀ ମ୍ୟାଚ୍‌ ଆରମ୍ଭ ହୋଇଛି। ମ୍ୟାଚ୍‌ବେଳେ ସ୍ବତନ୍ତ୍ର ଅତିଥି ଭାବେ ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ…