ଅକ୍ଷୟଙ୍କୁ ଧନ୍ୟବାଦ ଦେଲେ ଆମିର

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କୁ ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ ଧନ୍ୟବାଦ ଦେଇଥିବା ଜଣାପଡିଛି। ଏହା ପଛରେ କିଛି କାରଣ ନିଶ୍ଚିତ ଭାବେ…

କରୋନା ଆତଙ୍କ: ଦଲାଇ ଲାମାଙ୍କ ‘ପୋଟାଲା ପ୍ୟାଲେସ’କୁ ବନ୍ଦ କଲେ ଚାଇନା ସରକାର

ବେଜିଂ,୨୭।୧: କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ଚାଇନା ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ଗ୍ରହଣ କରୁଛନ୍ତି। ସରକାର ତିବ୍ଦତରେ ଥିବା ଧର୍ମଗୁରୁ ଦଲାଇ ଲାମାଙ୍କ…

ସୁସ୍ମିତାଙ୍କ ସହ ବ୍ରେକ୍‌ଅପ୍‌ ପରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ ବିକ୍ରମ

ମୁମ୍ବାଇ: ବଲିଉଡ୍‌ ପ୍ରେମ କାହାଣୀ ସବୁଠାରୁ ନିଆରା। ଏଠାରେ ନାୟିକାମାନଙ୍କର ନାଁ ସହ କେତେବେଳେ କାହା ନାଁକୁ ଯୋଡି ଦିଆଯାଇଥାଏ ତାହା ଅନୁମାନ କରିବା ମୁସ୍କିଲ। ଏମିତି…

ବଞ୍ଚିବା ପାଇଁ ମଣିଷ ମାଂସ ଖାଇଥିଲେ ଖେଳାଳି

କିମ୍ବଦନ୍ତୀ ବାସ୍କେଟ୍‌ବଲ ଖେଳାଳି କୋବେ ବ୍ରାଏଣ୍ଟ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବାରେ ସେ ପ୍ରଥମ ଖେଳାଳି ନୁହନ୍ତି। ତାଙ୍କ ପୂର୍ବରୁ ବହୁ…

କରୋନା ଲାଗି ଭୁବନେଶ୍ୱର ବିମାନ ବନ୍ଦରରେ ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୨୭।୧(ବ୍ୟୁରୋ): କରୋନା ଭୂତାଣୁ ପାଇଁ ଭୁବନେଶ୍ୱର  ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରେ ସୋମବାର ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ବିଦେଶରୁ ମୁଖ୍ୟତଃ ଚାଇନାରୁ ଆସୁଥିବା ଯାତ୍ରୀଙ୍କଠାରେ ଥଣ୍ଡା,…

କରୋନା ଭୂତାଣୁ ଆତଙ୍କ; ଭୟଭୀତ ହୁଅନ୍ତୁ ନାହିଁ : ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୭।୧(ବ୍ୟୁରୋ): କରୋନା ଭୂତାଣୁ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପ୍ରସ୍ତୁତ ଥିବାବେଳେ କେହି ଭୟଭୀତ ନ ହେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ସୋମବାର…

ଆଫଗାନିସ୍ତାନରେ ଯାତ୍ରୀ ବିମାନ ଦୁର୍ଘଟଣାଗ୍ରସ୍ତ

କାବୁଲ,୨୭।୧: ଆଫଗାନିସ୍ତାନରେ ଏକ ଯାତ୍ରୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ପୂର୍ବ ଗଜନି ଅଞ୍ଚଳର ଦେହ ୟାକ ଜିଲାରେ ସୋମବାର ଅପରାହ୍ନରେ ଏରିୟାନା ଆଫଗାନ ଏୟାରଲାଇନ୍ସର ବିମାନ ଦୁର୍ଘଟଣାଗ୍ରସ୍ତ…

ଫଳ ବିକ୍ରେତା କହିଲେ: ମୋତେ ମିଳିବ ପଦ୍ମଶ୍ରୀ, ସ୍ବପ୍ନରେ ବି ଭାବି ନ ଥିଲି

କେନ୍ଦ୍ର ସରକାର ସାଧାରଣତନ୍ତ୍ର ଦିବସ ପୂର୍ବରୁ ୨୦୨୦ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଚଳିତବର୍ଷ ୭ଜଣଙ୍କୁ ପଦ୍ମ ବିଭୂଷଣ, ୧୬ଜଣଙ୍କୁ ପଦ୍ମଭୂଷଣ ଏବଂ ୧୧୮ ଜଣଙ୍କୁ ପଦ୍ମଶ୍ରୀ…

ଓଲଟିଲା ବସ୍‌, ୪୦ ଯାତ୍ରୀ ଆହତ

ବଡ଼ସାହି,୨୭।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ମାଣତ୍ରୀରୁ ବାରିପଦା ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଆରପଟ୍ଟା ନିକଟରେ ସୋମବାର ଅପରାହ୍ନରେ ଭାରସାମ୍ୟ ହରାଇ ରାସ୍ତାପାର୍ଶକୁ ଓଲଟି ପଡ଼ିଛି । ଫଳରେ…

ସିଏଏ ବିରୋଧୀ ହିଂସା ପାଇଁ ବାହାରୁ ଆସୁଥିଲା ଅର୍ଥ !

ନୂଆଦିଲ୍ଲୀ,୨୭।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରିବା ପଛରେ ଦେଶ ବିରୋଧୀ ଶକ୍ତି ଅଛି ବୋଲି କୁହାଯାଉଛି। ପ୍ରବର୍ତ୍ତନ ନିର୍ଦ୍ଦଶାଳୟ(ଇଡି)ର ଏକ ରିପୋର୍ଟରେ କୁହାଯାଇଛି କି ସିଏଏକୁ…