ପୁଣି ଥରାଇବ ଶୀତ, ଦୁଇଦିନ ମଧ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୭।୧(ବ୍ୟୁରୋ): ଆସନ୍ତା ଦୁଇଦିନ ମଧ୍ୟରେ ପୁଣି ଶୀତ ବଢ଼ିବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ୨୮ ଓ ୨୯ ତାରିଖରେ ରାଜ୍ୟର କେତେକ ସ୍ଥାନରେ…

ଅମିର ଖାଁଙ୍କୁ ମହିଳା ହକି ଅଧିନାୟିକାଙ୍କ ଅନୁରୋଧ

ନୂଆଦିଲ୍ଲୀ,୨୬।୧- ଭାରତୀୟ ମହିଳା ହକି ଦଳର ଅଧିନାୟିକା ରାଣୀ ରାମପାଲ ରବିବାର ଦେଶର ଚତୁର୍ଥ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମଶ୍ରୀରେ ସମ୍ମାନିତ ହୋଇଛନ୍ତି। ସେ ବଲିଉଡ ଷ୍ଟାର…

ଦେଶର ସମସ୍ତ ମହିଳାଙ୍କୁ କଙ୍ଗନା ସମର୍ପଣ କଲେ ପଦ୍ମଶ୍ରୀ

ଭାରତ ସରକାର ଗଣତନ୍ତ୍ର ଦିବସ ପୂର୍ବରୁ ପଦ୍ମଶ୍ରୀ ପୁରସ୍କାର ଘୋଷଣା କରିଥିଲେ। ଯେଉଁଥିରେ ବଲିଉଡ୍‌ ଇଣ୍ଡଷ୍ଟ୍ରିର ୪ ଜଣଙ୍କ ନାମ ଥିଲା। କଙ୍ଗନା ରାଣାଓ୍ବତ୍‌, କରନ୍‌ ଜୋହର,…

ବୀରେନ୍ଦ୍ର ସେହ୍ବାଗଙ୍କ ଟୁଇଟ ଦେଖି ହସି ହସି ଗଡିଲେ ୟୁଜର୍ସ

ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ବେଳେବେଳେ ସେ ଏମିତି ମଜାଳିଆ ଟୁଇଟ୍‌ କରନ୍ତି ଯାହା ଭାଇରାଲ ହୋଇଥାଏ।…

କ୍ୟାରିୟରର ଅନ୍ତିମ ଟେଷ୍ଟ ଜାଣି ନିୟମ ଭାଙ୍ଗିଲେ ଫିଲାଣ୍ଡର

ଜୋହାନ୍ସବର୍ଗ,୨୬।୧- ଓ୍ବାଣ୍ଡର୍ସରେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଦକ୍ଷିଣ ଆଫ୍ରିକା ପେସର ଭର୍ନନ ଫିଲାଣ୍ଡରଙ୍କ କ୍ୟାରିୟରର ଅନ୍ତିମ ଅନ୍ତର୍ଜାତୀୟ ମ୍ୟାଚ୍‌। ଟେଷ୍ଟର ଦ୍ୱିତୀୟ…

ଭାରତରେ ଥିଲେ ନୋବେଲ ପାଇପାରି ନ ଥାନ୍ତି:ଅଭିଜିତ ବାନାର୍ଜୀ

ଜୟପୁର,୨୬।୧: ଭାରତରେ ଥିଲେ ନୋବେଲ ପୁରସ୍କାର ମୋତେ ମିଳି ନ ଥାନ୍ତା ବୋଲି କହିଛନ୍ତି ଭାରତ ଜନ୍ମିତ ତଥା ଆମେରିକୀୟ ଅର୍ଥନୀତିଜ୍ଞ ଅଭିଜିତ ବାନାର୍ଜୀ। ଜୟପୁର ସାହିତ୍ୟ…

ବର୍ଷର ପ୍ରଥମ ’ମନ୍‌ କୀ ବାତ୍‌’: ଜଳ ସଂରକ୍ଷଣ ଉପରେ ଗୁରୁତ୍ୱ ଦେଲେ ମୋଦି

ନୂଆଦିଲ୍ଲୀ, ୨୬।୧: ୬୧ତମ ‘ମନ୍‌ କୀ ବାତ୍‌’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ୍ତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଦେଶ ତଥା ବିଦେଶରେ ରହୁଥିବା ଭାରତୀୟଙ୍କୁ…

ସାଧାରଣତନ୍ତ୍ର ଦିବସରେ ସାମିଲ ହେଲା ୨୩ ପରେଡ୍‌ ଦଳ

ବିଜେପୁର,୨୬।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ହାଇସ୍କୁଲ ପଡ଼ିଆରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ଏଥିରେ ବିଭିନ୍ନ ସ୍କୁଲର ୨୩ଟି ପରେଡ୍‌ ଦଳ ସାମିଲ ହୋଇଥିଲେ।…

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନୈରାଶ୍ୟଜନକ: ଲକ୍ଷ୍ୟଧାର୍ଯ୍ୟର ମାତ୍ର ୪୨ ପ୍ରତିଶତ ସମ୍ପୂର୍ଣ୍ଣ

ନୟାଗଡ଼ ଅଫିସ,୨୬।୧: ନୟାଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅଗ୍ରଗତି ନୈରାଶ୍ୟଜନକ ହୋଇଥିବା ଦେଖିବାକୁ ମିଳିଛି। ଧାର୍ଯ୍ୟ ଲକ୍ଷ୍ୟଠାରୁ ମାତ୍ର ୪୨ ପ୍ରତିଶତ ଘର ସମ୍ପୂର୍ଣ୍ଣ ହୋଇଛି।…

ପରୀକ୍ଷାଗାରରେ ତିଆରି ହେବ ସାପ ବିଷ

ଭବିଷ୍ୟତରେ ସାପ ବିଷରୁ ତିଆରି ହେବାକୁ ଥିବା ଆଣ୍ଟି ଭେନମର ପ୍ରସ୍ତୁତିରେ ବଡ ସଫଳତା ମିଳିପାରେ ବୋଲି ଆଶା କରାଯାଉଛି। ବୈଜ୍ଞାନିକମାନେ ପରୀକ୍ଷାଗାରରେ ପ୍ରକୃତ ସାପର ବିଷ…