ଦିଲ୍ଲୀରେ କୋଠା ଭୁଶୁଡ଼ି ୫ ମୃତ

ନୂଆଦିଲ୍ଲୀ,୨୬ା୧: ଦିଲ୍ଲୀର ଭଜନପୁରା ଅଞ୍ଚଳରେ ଶନିବାର ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ୪ ଛାତ୍ରଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ଛାତ୍ରମାନଙ୍କ ବୟସ ୧୦ରୁ ୧୫…

ମଇଦାନରେ ୧୬୪ କୋଟିପତି

ନୂଆଦିଲ୍ଲୀ,୨୬ା୧: ଫେବୃୟାରୀ ୮ରେ ଦିଲ୍ଲୀ ବିଧାନସଭା ନିର୍ବାଚନ । ମଇଦାନରେ ଅଛନ୍ତି ୧୬୪ କୋଟିପତି ପ୍ରାର୍ଥୀ। ୧୩ ପ୍ରାର୍ଥୀ ସେମାନଙ୍କ ସମ୍ପତ୍ତିର ମୂଲ୍ୟ ୫୦ କୋଟିରୁ ଊର୍ଦ୍ଧ୍ୱ…

ଖଣ୍ଡଗିରି ଉଦୟଗିରି ପାହାଡ଼ରେ ଐତିହ୍ୟ ପଦଯାତ୍ରା: ଯୋଗଦେଲେ ପ୍ରଗତିସାଥୀ, ସ୍ଥାପତ୍ୟ ଛାତ୍ରୀଛାତ୍ର, ବିଦେଶୀ ପର୍ଯ୍ୟଟକ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ଖଣ୍ଡଗିରି-ଉଦୟଗିରି ପାଦଦେଶରେ ୧୦୨ତମ ଐତିହ୍ୟ ପଦଯାତ୍ରା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଭୁବନେଶ୍ୱରର ୬୦ ଜଣ ପ୍ରଗତିସାଥୀଙ୍କ ସହ ୩୦ଜଣ…

ଚାଇନାରେ ମୃତ୍ୟୁସଂଖ୍ୟା ୪୧

ବ୍ରାଜିଲ,୨୬ା୧: ଚାଇନାରେ କରୋନା ଭୂତାଣୁ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ଶନିବାର ୪୧ରେ ପହଞ୍ଚତ୍ଛି। ୧୩୦୦ରୁ ଊର୍ଦ୍ଧ୍ୱ ଲୋକ ଏଥିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ୨୩୭…

୫ ଜିଲାରେ ଶୀତ ଲହରି: ଅନୁଗୋଳରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ଗତ କିଛିଦିନ ରାଜ୍ୟରେ ଥଣ୍ଡା କମିଯାଇଥିବା ବେଳେ ଶନିବାର ପୁଣି ଶୀତ ଆରମ୍ଭ ହୋଇଛି। ପାରଦ ୩ରୁ ୪ଡିଗ୍ରୀ ସେଲସିୟସ ତଳକୁ ଖସିଯାଇଛି।…

ଭାରତ-ବ୍ରାଜିଲ ମଧ୍ୟରେ ୧୫ ଚୁକ୍ତି ସ୍ବାକ୍ଷର

ନୂଆଦିଲ୍ଲୀ,୨୬ା୧(ପି.ଟି.): ଭାରତ ଓ ବ୍ରାଜିଲ ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଲାଗି ଶନିବାର ଦୁଇଦେଶ ମଧ୍ୟରେ ୧୫ଟି ଚୁକ୍ତିନାମା ସ୍ବାକ୍ଷର ହୋଇଛି। ନୂଆଦିଲ୍ଲୀ ଗସ୍ତରେ ଆସିଥିବା ବ୍ରାଜିଲ…

ରାଜସ୍ଥାନ ବିଧାନସଭାରେ ସିଏଏ ବିରୋଧୀ ପ୍ରସ୍ତାବ ଗୃହୀତ

ଜୟପୁର,୨୬ା୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ରାଜସ୍ଥାନ ବିଧାନସଭାରେ ଶନିବାର ଧ୍ୱନିମତରେ ପ୍ରସ୍ତାବ ଗୃହୀତ ହୋଇଛି। ଭାଜପା ପକ୍ଷରୁ ଏଭଳି ପ୍ରକ୍ରିୟାକୁ ବିରୋଧ କରାଯାଇ କଂଗ୍ରେସ…

‘କରୋନା’ ଭାଇରସ୍‌ ପାଇଁ ଆଡ୍‌ଭାଇଜରି: ୪ ମେଡିକାଲରେ ଖୋଲିବ ସ୍ବତନ୍ତ୍ର ଓ୍ବାର୍ଡ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ)/ କଟକ ଅଫିସ : ‘କରୋନା’ ଭାଇରସ୍‌ ପାଇଁ ଶନିବାର ରାଜ୍ୟ ସରକାର ଆଡ୍‌ଭାଇଜରି ଜାରି କରିଛନ୍ତି। ରାଜ୍ୟର ବିଭିନ୍ନ ପ୍ରମୁଖ ହସ୍ପିଟାଲକୁ ସ୍ବାସ୍ଥ୍ୟ…

୬ ସେନା ଅଧିକାରୀଙ୍କୁ ଶୌର୍ଯ୍ୟଚକ୍ର ୧୯ ଜଣଙ୍କୁ ପିଭିଏସ୍‌ଏମ୍‌

ନୂଆଦିଲ୍ଲୀ,୨୬ା୧(ପି.ଟି.): ଉତ୍ତରାଞ୍ଚଳ ସେନା କମାଣ୍ଡର ଲ୍ୟୁଟ୍‌ନାଣ୍ଟ ଜେନେରାଲ ରଣବୀର ସିଂଙ୍କ ସମେତ ୧୯ ଜଣ ସେନା ଅଧିକାରୀଙ୍କୁ ପରମ ବିଶିଷ୍ଟ ସେବା ମେଡାଲ (ପିଭିଏସ୍‌ଏମ୍‌) ଏବଂ ବୀରତା…

ମୟୂରଭଞ୍ଜ ଜିଲା ଚିଠି: ପର୍ଯ୍ୟଟନ ଶିଳ୍ପ

ମୟୂରଭଞ୍ଜ ଜିଲାରେ ରହିଛି ବହୁ ପର୍ଯ୍ୟଟନ ସ୍ଥଳ। ପ୍ରସ୍ତାବିତ ଜାତୀୟ ଉଦ୍ୟାନ ଶିମିଳିପାଳ ସହିତ ବହୁ ଜଳପ୍ରପାତ, ମନ୍ଦିର, ଐତିହାସିକ ସ୍ଥାନ ରହିଛି। ହେଲେ ଏହି ସବୁର…