ବ୍ରାଜିଲ ଟେନିସ ଖେଳାଳି ଆଜୀବନ ବାସନ୍ଦ

ମେଲବୋର୍ନ,୨୫।୧(ଏଏଫ୍‌ପି)- ପୂର୍ବତନ ଟପ୍‌ ୧୦୦ ପୁରୁଷ ସିଙ୍ଗଲ୍ସ ଟେନିସ ଖେଳାଳି ଜୋଆଓ ସୋଉଜାଙ୍କୁ ଆଜୀବନ ବାସନ୍ଦାଦେଶରେ ଦଣ୍ଡିତ କରାଯାଇଛି। ଏଥିସହିତ ମ୍ୟାଚ୍‌ ଫିକ୍ସିଂ ଓ ଅନ୍ୟ ଦୁର୍ନୀତି…

ନିର୍ଭୟା ମାମଲା: ପ୍ରଶାସନର ଦୋଷ ଦେଇ ଆଉ ଫାଶୀ ତାରିଖ ଘୁଞ୍ଚାଇ ପାରିବେନି ଦୋଷୀ

ନୂଆଦିଲ୍ଲୀ,୨୫।୧: ନିର୍ଭୟା ଗଣବଳାତ୍କାର ମାମଲାରେ ଶୁକ୍ରବାର ୩ ଦୋଷୀ ବିନୟ, ପବନ ଓ ଅକ୍ଷୟଙ୍କ ପକ୍ଷରୁ ଲଢୁଥିବା ଓକିଲ ଏପି ସିଂ ପଟିଆଲା ହାଉସ କୋର୍ଟରେ ଏକ…

ଜାତୀୟ ଭୋଟର ଦିବସ ପାଳନ

ଅନୁଗୋଳ ଅଫିସ,୨୫।୧: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜାତୀୟ ଭୋଟର ଦିବସ ପାଳନ କରାଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ଚିନ୍ତାକରି ଭୋଟ ଦେଲେ ଗଣତନ୍ତ୍ର ସୁଦୃଢ଼ ହୋଇପାରିବ: ଜିଲାପାଳ

ଛତ୍ରପୁର,୨୫।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାସ୍ତରୀୟ ଜାତୀୟ ଭୋଟର ଦିବସ ଶନିବାର ପାଳିତ ହୋଇଯାଇଛି। ପୂର୍ବାହ୍ନରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଭୋଟର ସଚେତନତା ରାଲିକୁ ପତାକା ଦେଖାଇ ଶୁଭାରମ୍ଭ…

ଭାଜପା ଭଳି ବିଜେଡି ରାଜନୀତିକରଣ କରିବାରେ ବିଶ୍ୱାସ କରେ ନାହିଁ: ସସ୍ମିତ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣା ଦୁର୍ଭାଗ୍ୟଜନକ। ଏହାକୁ ଏଡ଼ାଯାଇ ପାରିଥାନ୍ତା। ଅଘଟଣ ଯୋଗୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ…

ନିର୍ଭୟା ମାମଲା: ଦୋଷୀ ବିନୟଙ୍କୁ ଦିଆ ଯାଇଛି ସ୍ଲୋ ପଏଜନ୍‌; କୋର୍ଟ ନୀରବ

ନୂଆଦିଲ୍ଲୀ,୨୫।୧: ନିର୍ଭୟା ମାମଲାରେ ଦୋଷୀ ଫାଶୀରୁ ବଞ୍ଚିବା ପାଇଁ ନୂଆ ନୂଆ ଯୋଜନା କରୁଥିବା କୁହାଯାଉଛି। ଇତିମଧ୍ୟରେ ଦୋଷୀ ବିନୟ ଶର୍ମାଙ୍କ ଆଇନଜୀବୀ ଦ୍ୱାରା ଦିଆଯାଇଥିବା ମନ୍ତବ୍ୟ…

ବିମାନବନ୍ଦର ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣାର ସିବିଆଇ ତଦନ୍ତ କରାଯାଉ: କଂଗ୍ରେସ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି କରିଛି କଂଗ୍ରେସ। ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ ଘଟଣାରେ ପ୍ରତିକ୍ରିୟା ରଖି…

ସାଧାରଣତନ୍ତ୍ର ଦିବସ: ଦିଲ୍ଲୀ ସୁରକ୍ଷା ଛାଉଣିରେ ପରିଣତ; ୨୨ ହଜାର ପୋଲିସ ମୁତୟନ

ନୂଆଦିଲ୍ଲୀ, ୨୫।୧: ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହରର ଗଳିକନ୍ଦିରେ ସୁରକ୍ଷାକର୍ମୀଙ୍କୁ ସଜାଗ ରଖାଯାଇଛି। ସୁରକ୍ଷା କାର୍ଯ୍ୟରେ ୨୨ ହଜାର ପୋଲିସଙ୍କୁ…

ବିମାନବନ୍ଦରରେ ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣା: ଠିକାଦାର ଅଟକ, କାଗଜପତ୍ର ଯାଞ୍ଚ କରୁଛି କମିଶନରେଟ ପୋଲିସ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାରେ ଶନିବାର ଠିକାଦାରୀ ସଂସ୍ଥା ମୁଖ୍ୟ ଦିଲୀପ ଖଟୋଇଙ୍କୁ ଅଟକ ରଖାଯାଇଛି। ଡିସିପିଙ୍କ ନେତୃତ୍ୱରେ କମିଶନରେଟ ପୋଲିସ…

ଦ୍ରୁତ ଗତିରେ ବ୍ୟାପୁଛି କରୋନାଭାଇରସ

ପ୍ୟାରିସ,୨୫।୧: ଚାଇନାରେ ଆତଙ୍କ ସୃଷ୍ଟି କରିଥିବା କରୋନାଭାଇରସ ଏବେ ୟୁରୋପ ପହଞ୍ଚିଯାଇଥିବା ଜଣାପଡିଛି। ଶୁକ୍ରବାର ଫ୍ରାନ୍ସ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଏବେ ୨ଜଣ କରୋନାଭାଇରସରେ ଆକ୍ରାନ୍ତ…