ଜମ୍ମୁ-କଶ୍ମୀରରେ କାର୍ଯ୍ୟକ୍ଷମ ହେଲା ୨ଜି ମୋବାଇଲ ଇଣ୍ଟରନେଟ ସେବା

ଶ୍ରୀନଗର,୨୫।୧: ଦୀର୍ଘ ୫ ମାସ ପରେ ଜମ୍ମୁ-କଶ୍ମୀରରେ ୨ଜି ମୋବାଇଲ ଇଣ୍ଟରନେଟ ସେବା କାର୍ଯ୍ୟକ୍ଷମ ହୋଇଛି। ଶନିବାରଠାରୁ କଶ୍ମୀର ଭ୍ୟାଲିରେ ଏହି ମୋବାଇଲ ସେବା କାର୍ଯ୍ୟକ୍ଷମ ହେବା…

ଶ୍ରେୟାସଙ୍କ ସ୍ଥାନ ପକ୍କା

ମୁମ୍ବାଇ,୨୫।୧- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ରେ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ଖେଳି ଚର୍ଚ୍ଚାକୁ ଆସିଛନ୍ତି ଶ୍ରେୟାସ ଆୟାର। ଏବେ ତାଙ୍କ ସମ୍ପର୍କରେ କିଛି ତଥ୍ୟ…

ବୁର୍ଖା ପିନ୍ଧି କଲେଜ ଆସିବା ଉପରେ କଟକଣା: ଉଲ୍ଲଂଘନ କଲେ ୨୫୦ ଟଙ୍କା ଜରିମାନା

ପାଟନା,୨୫।୧: ବିହାରରେ ଏକ ମହିଳା କଲେଜରେ ଛାତ୍ରୀଙ୍କ ବୁର୍ଖା ପିନ୍ଧି ଆସିବା ଉପରେ କଟକଣା ଲଗାଯାଇଛି। ଛାତ୍ରୀମାନେ ଶନିବାରକୁ ଛାଡ଼ି ଅନ୍ୟ ଦିନ କଲେଜର ଡ୍ରେସ୍‌ କୋଡ୍‌ରେ…

ବୃଦ୍ଧାଶ୍ରମରୁ ଉଦ୍ଧାର ହେଲେ ୭୩ ବରିଷ୍ଠ ନାଗରିକ

ହାଇଦ୍ରାବାଦ,୨୫।୧: ତେଲେଙ୍ଗାନା ହାଇଦ୍ରାବାଦର ନଗରାମ ଗାଁରେ ଥିବା ଏକ ବୃଦ୍ଧାଶ୍ରମରୁ ୭୩ ଜଣଙ୍କୁ ଉଦ୍ଧାର କରାଯାଇଛି। ଏମାନେ ସମସ୍ତେ ଗୋଟିଏ ଘରେ ବନ୍ଦଥିବା ସୂଚନା ମିଳିବା ପରେ…

୮ମ ଶ୍ରେଣୀ ଛାତ୍ର ୪୫ କିମି ସାଇକେଲ ଚଳାଇ କଲେ ରେକର୍ଡ

ଶିମଲା,୨୫।୧: ହିମାଚଳପ୍ରଦେଶର ଜଣେ ୮ମ ଶ୍ରେଣୀ ଛାତ୍ର ୨ ଘଣ୍ଟା ୪୩ ମିନିଟ ସାଇକେଲ ଚଳାଇ ୪୫ କିମି ଦୂରତା ଅତିକ୍ରମ କରି ଏକ ରେକର୍ଡ କରିଛନ୍ତି।…

ବଳରାମପ୍ରସାଦ ପୂର୍ବପାଟଣା ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ଝିଅ ବାହାଘର ପାଇଁ ଥିବା ସୁନାଗହଣା

ବଅଁରପାଳ,୨୫।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବଳରାମପ୍ରସାଦ ପୂର୍ବପାଟଣା ଗ୍ରାମରେ ଶନିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଜାନକୀ ବେହେରା, ଚିନ୍ତାମଣି ବେହେରା,…

ସମ୍ବିଧାନ ଛପା ହୋଇଥିବା ମେଶିନ୍‌ ଦେଢ଼ ଲକ୍ଷରେ ହେଲା ବିକ୍ରି

ଡେରାଡୁନ୍‌,୨୫।୧: ଦେଶର ସମ୍ବିଧାନ ଛପା ହୋଇଥିବା ୨ଟି ଲିଥୋଗ୍ରାଫ୍‌ ମେଶିନ୍‌କୁ ଦେଢ଼ ଲକ୍ଷ ଟଙ୍କାରେ ବିକ୍ରି କରାଯାଇଛି। ଏହି ମେଶିନ୍‌ ଦ୍ୱାରା ସମ୍ବିଧାନର ହଜାରେ କପି ଛପା…

ସିଏଏକୁ ସମର୍ଥନ କରିପାରେ ଶିବସେନା: ‘ସାମନା’ ଦେଲା ସଙ୍କେତ

ମୁମ୍ବାଇ,୨୫।୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଶିବସେନା ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ହୋଇଥିବା ବିବାଦ ସମସ୍ତଙ୍କୁ ଜଣା। କାହିଁକିନା ଭାଜପା ସହ ମତଭେଦ ହେବାରୁ…

ନିଆଁ ଲିଭାଇବ ରୋବୋ: ଖର୍ଚ୍ଚ ହେବ କମ୍‌ ପାଣି

ଅହମ୍ମଦାବାଦ୍‌, ୨୫।୧: ନିଆଁ ଲିଭା କାର୍ଯ୍ୟରେ ଦମକଳ ବାହିନୀଙ୍କୁ ନିୟୋଜିତ କରାଯାଇଥାଏ। ତେବେ ଅହମ୍ମଦାବାଦ୍‌ ଦମକଳ ବିଭାଗ ପକ୍ଷରୁ ଏବେ ଏହି କାର୍ଯ୍ୟରେ ରୋବୋକୁ ନିୟୋଜିତ କରାଯିବ।…

ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୫।୧: ପୁରୀରେ ରଥଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଆରମ୍ଭ ହୋଇଛି। ଶନିବାର ପ୍ରଥମ ପର୍ଯ୍ୟାୟ ରଥକାଠ ନୟାଗଡ଼ ବନଖଣ୍ଡରୁ ଆସି ପୁରୀରେ ପହଞ୍ଚିଛି। ଦୁଇଟି ଟ୍ରକ୍‌ରେ…