ଲୋପପାଉଛି ତାଳଗଛ, ବଢୁଛି ବଜ୍ରପାତ ଦୁର୍ଘଟଣା

ରସୁଲପୁର,୨୫ା୧(ଡିଏନଏ) ଗ୍ରୀଷ୍ମ ଋତୁରେ ବଜ୍ରପାତର ଆଶଙ୍କା ଅଧିକ ରହୁଛି। ବଜ୍ରାଘାତ ଯୋଗୁ ବହୁ ଧନଜୀବନ ହାନୀ ଘଟୁଛି। ୧ ଏପ୍ରିଲ,୨୦୧୫ରୁ ବଜ୍ରପାତଜନିତ ଦୁର୍ଘଟଣାକୁ ପ୍ରାକୃତିକ ବିପର୍ଯ୍ୟୟଭାବେ ଧରାଯାଉଛି।…

ମାନସିକଧାରୀ ଭୋଗ ଲଗାଇଲେ ଆରିସା ପିଠା, ଖିର ଗଇଁଠା

ଚଣ୍ଡିଖୋଲ,୨୪।୧(ଡି.ଏନ.ଏ) ଓଡ଼ିଶା ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା ଶୁକ୍ରବାର ୫ମ ଦିନରେ ପହଞ୍ଚିଛି। ଅପରାହ୍ନରେ ମେଳାରେ ପଡ଼ିଥିବା ତିନିକଡ଼ ରାସ୍ତାରେ ବ୍ୟାପକ ଜନଗହଳି ସହିତ ପାହାଡ଼ ପାଦଦେଶରୁ…

ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ଆନ୍ଦୋଳନ

ଜଗତ୍‌ସିଂହପୁର ଅଫିସ୍‌, ୨୫।୧ ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍‌ଭିଏମ୍‌) ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପ୍ରଥମ ବର୍ଷ ୨ୟ ସେମିଷ୍ଟର ପରୀକ୍ଷା ଆସନ୍ତା ଏପ୍ରିଲରେ ହେବା କାର୍ଯ୍ୟକ୍ରମ…

ମାଲେସିଆରେ ପୁଷ୍ପାଞ୍ଜଳିଙ୍କ କମାଲ୍‌

ବାଲିକୁଦା, ୨୫।୧ (ସ୍ବ.ପ୍ର.) ମାଲେସିଆର କୁଆଲାଲାମ୍ପୁରଠାରେ ଆୟୋଜିତ ଆନ୍ତର୍ଜାତୀୟ ଶାସ୍ତ୍ରୀୟ ନୃତ୍ୟ ପ୍ରତିଯୋଗିତାରେ ଭାଗନେଇ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ୬ବର୍ଷୀୟା ପୁଞ୍ଜାଞ୍ଜଳି। ସେ ହେଉଛନ୍ତି ବାଲିକୁଦା…

୧୭ ବର୍ଷ ପରେ ବେଆଇନ ଚକ ମଡ଼ାଣ ଷଡ଼ଯନ୍ତ୍ର

ଜଗତ୍‌ସିଂହପୁର ଅଫିସ୍‌, ୨୫।୧ ଜଗତ୍‌ସିଂହପୁର ଜିଲାରେ ଚକ ପ୍ରସ୍ତୁତିରେ ବ୍ୟାପକ ତ୍ରୁଟି ହୋଇଛି। କେତେଜଣ ମୁଷ୍ଟିମେୟ ଜମି ମାଲିକ, ରାଜନେତା ଚଞ୍ଚକତା କରି ମୂଲ୍ୟବାନ ଜମି ହାତେଇ…

ସ୍ତ୍ରୀଙ୍କୁ ପିଟି ହତ୍ୟା କଲେ ସ୍ବାମୀ

ଟାଙ୍ଗୀ(ଖୋର୍ଦ୍ଧା),୨୫ା୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ସୋରଣର ମାନସିଂହପୁର ଗ୍ରାମ ଗୋପବନ୍ଧୁ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାଗ୍ରସ୍ତ ସ୍ବାମୀ ପିଟି…

କାମରେ ଲାଗୁନି ଏନଏସିର ଭେଣ୍ଡିଂ ଜୋନ୍‌

ଚମ୍ପୁଆ,୨୫ା୧(ଡି.ଏନ.ଏ)- ଚମ୍ପୁଆ ଏନଏସି ପକ୍ଷରୁ ସହର ସୌନ୍ଦର୍ଯ୍ୟକରଣ ଓ ଉଠା ବ୍ୟବସାୟୀଙ୍କୁ ଥଇଥାନ କରିବା ନିମନ୍ତେ ବର୍ଷେ ତଳେ ନିର୍ମାଣ କରାଯାଇଥିବା ଭେଣ୍ଡିଂ ଜୋନ୍‌ ଅଦ୍ୟାବଧି ଖୋଲି…

ଦୁର୍ଘଟଣା: ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ

ଯୋଡ଼ା,୨୫ା୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କରଣସାହିଠାରେ ଗୁରୁବାର ରାତିରେ ଏକ ବୋଲେରୋ ଦୁର୍ଘଟଣାରେ ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ ହୋଇଛନ୍ତି।…

ଘସିପୁରା ଥାନା ମହିଳା ଏସ୍‌ଆଇଙ୍କୁ ଆକ୍ରମଣ

ଆନନ୍ଦପୁର,୨୫।୧(ଡି.ଏନ.ଏ): କେନ୍ଦୁଝର ଜିଲା ଘସିପୁରା ଥାନାର ଜଣେ ମହିଳା ଏସ୍‌ଆଇଙ୍କୁ ପଦନପୁର ଗ୍ରାମରେ ଆକ୍ରମଣ ହୋଇଛି। ଗୁରୁବାର ସନ୍ଧ୍ୟାରେ ପଦନପୁର ଗ୍ରାମକୁ ଏକ ପାରିବାରିକ ବିବାଦ ମାମଲାର…

ହନୁମତିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ: ତଳମୁଣ୍ଡକୁ ପାଣି ଆସୁନି, ଚାଷୀ ହନ୍ତସନ୍ତ

ତେଲକୋଇ, ୨୫ା୧(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ହନୁମତିଆ କ୍ଷୁଦ୍ର ଜଳ ସେଚନ (ଡିମିରିଆ)ପ୍ରକଳ୍ପରୁ ତଳ ମୁଣ୍ଡକୁ ଜଳ ଯୋଗାଣ ହୋଇପାରୁନାହିଁ । ଏଥିଯୋଗୁ ସୂର୍ଯ୍ୟମୁଖି, ଆକୁଳ ମକା, ଶୋରିସ…