ମୁଶରଫ୍‌ଙ୍କୁ ଆଶ୍ୱସ୍ତି: ଦେଶଦ୍ରୋହ ମାମଲା ଉପରେ ରୋକ ଲଗାଇଲେ ଲାହୋର ହାଇକୋର୍ଟ

ଇସଲାମାବାଦ୍‌,୧୬।୧୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍‌ ମୁଶରଫ୍‌ଙ୍କୁ ଲାହୋର ହାଇକୋର୍ଟ ପକ୍ଷରୁ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ହୋଇଥିବା ଦେଶଦ୍ରୋହ ମାମଲା ଉପରେ କୋର୍ଟ ରୋକ ଲଗାଇଛନ୍ତି।…

ଉନ୍ନାଓ ପୀଡିତାଙ୍କୁ ମିଳିଲା ନ୍ୟାୟ: ଦୋଷୀ ସାବ୍ୟସ୍ତ ହେଲେ ସେନ୍‌ଗାର

ନୂଆଦିଲ୍ଲୀ,୧୬।୧୨: ଉନ୍ନାଓ ବଳାତ୍କାର ମାମଲାରେ ଦିଲ୍ଲୀର ତିସ୍‌ ହଜାରୀ କୋର୍ଟ ସୋମବାର ମୁଖ୍ୟ ଅଭିଯୁକ୍ତ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବହିସ୍କୃତ ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କୁ…

ଗୁଳିକାଣ୍ଡରେ ଓଷଧ ଦୋକାନୀଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କ ଗିରଫ ଦାବିରେ ଖୋର୍ଦ୍ଧାରେ ସବୁ ମେଡିସିନ୍‌ ଷ୍ଟୋର ବନ୍ଦ

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ବିରୋଧ କରି ସୋମବାର…

ଏଥର ଆଇପିଏଲରେ ବିକ୍ରି ହେବେ ୧୪ରୁ ୪୮ ବର୍ଷ ବୟସ୍କ ପର୍ଯ୍ୟନ୍ତ ଖେଳାଳି: ଜାଣନ୍ତୁ କିଏ ବରିଷ୍ଠ, କିଏ ସର୍ବକନିଷ୍ଠ

ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)ର ୧୨ତମ ସଂସ୍କରଣ ଲାଗି ହେବାକୁ ଥିବା ନିଲାମୀରେ ୩୩୨ ଖେଳାଳିଙ୍କ ଚୂଡ଼ାନ୍ତ ତାଲିକା ପ୍ରସ୍ତୁତ କରାଯାଇଛି। ଆଇପିଏଲ ୨୦୨୦ ଲାଗି ଏଥର କୋଲକାତାରେ…

୮ ଦିନ ପୋଲିସ ରିମାଣ୍ଡରେ ରହିବେ ବଲିଉଡ୍‌ ଅଭିନେତ୍ରୀ ପାୟଲ

ନୂଆଦିଲ୍ଲୀ,୧୬।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏବଂ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ ମନ୍ତବ୍ୟ ଦେଇଥିବା ବଲିଉଡ୍‌ ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଗିରଫ କରାଯାଇ କୋର୍ଟରେ ସୋମବାର ହାଜର…

ନୂଆ ରୂପ ନେବ ରାଉରକେଲା

ଭୁବନେଶ୍ୱର,୧୬।୧୨- ହକି ବିଶ୍ୱକପ୍‌  ପୁଣି ଥରେ ଓଡ଼ିଶାରେ ଅନୁଷ୍ଠିତ ହେବ। ଭୁବନେଶ୍ୱର ସହ ରାଉରକେଲାରେ କେତେକ ବିଶ୍ୱକପ୍‌ ମ୍ୟାଚ୍‌ ଖେଳାଯିବ। ଏଥିନେଇ ନୂଆ ରୂପରେ ସଜେଇ ହେବାକୁ…

ଦିଲ୍ଲୀର ଆଇନ ବ୍ୟବସ୍ଥାକୁ ନେଇ କଥା ହେବାକୁ ଶାହାଙ୍କୁ ସମୟ ମାଗିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ରାଜଧାନୀ ଦିଲ୍ଲୀର ଆଇନ ବ୍ୟବସ୍ଥାକୁ ନେଇ ଚିନ୍ତାରେ ପଡି ଯାଇଛନ୍ତି। ଏ ସମ୍ପର୍କରେ ସେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ…

ଅଯୋଧ୍ୟାରେ ୪ ମାସ ମଧ୍ୟରେ ନିର୍ମାଣ କରାଯିବ ରାମମନ୍ଦିର: ଶାହ

ରାଞ୍ଚି,୧୬।୧୨: ଅଯୋଧ୍ୟାରେ ୪ ମାସ ମଧ୍ୟରେ ରାମମନ୍ଦିର ନିର୍ମାଣ କରାଯିବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଝାଡ଼ଖଣ୍ଡର ପାକୁଡ଼ଠାରେ ଏକ ନିର୍ବାଚନ ସଭାରେ କହିଛନ୍ତି। ନେଇ…

କୁନ୍ଦୁଲି ଗଣବଳାତ୍କାର ମାମଲା: ହାଇକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କଲା ଏସ୍‌ଆଇଟି

କଟକ ଅଫିସ,୧୬।୧୨: କୁନ୍ଦୁଲି ଗଣବଳାତ୍କାର ଘଟଣାର ତଦନ୍ତ ପାଇଁ ଗଠିତ ଏସ୍‌ଆଇଟି ସୋମବାର ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ସିଲ୍‌ କଭର ମଧ୍ୟରେ ଏହି ରିପୋର୍ଟ…

ଲୋକତନ୍ତ୍ରରେ ହିଂସା ଦୁର୍ଭାଗ୍ୟପୂର୍ଣ୍ଣ: ମୋଦି

ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ ନେଇ ଦେଶରେ ହିଂସା ଦେଖାଦେଇଛି। ଲୋକତନ୍ତ୍ରରେ ଏଭଳି ହିଂସା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଟୁଇଟ୍‌ କରି କହିଛନ୍ତି।…