ପଛୁଆ ଚାଲି ବିରୋଧ ପ୍ରଦର୍ଶନ କଲେ ଚନ୍ଦ୍ରାବାବୁ

ଅମରାବତୀ,୧୬।୧୨: ତେଲ୍‌ଗୁ ଦେଶମ ପାର୍ଟି(ଟିଡିପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ସୋମବାର ଅମରାବତୀରେ ନିଆରା ଢଙ୍ଗରେ ବିରୋଧ ପ୍ରଦର୍ଶନ…

ଭାରତରେ ଅବୈଧ ଭାବେ ରହୁଥିବା ବାଂଲାଦେଶୀଙ୍କ ତାଲିକା ମାଗିଲେ ସରକାର

ଢାକା,୧୬।୧୨: ଭାରତରେ ଅବୈଧ ଭାବେ ରହୁଥିବା ବାଂଲାଦେଶୀଙ୍କ ତାଲିକା ମାଗିଛନ୍ତି ବାଂଲାଦେଶ ସରକାର। ଯଦି କେହି ବାଂଲାଦେଶୀ ନାଗରିକ ଅବୈଧଭାବେ ଭାରତରେ ରହୁଥିବେ ତେବେ ଦେଶ ତାଙ୍କୁ…

ଷ୍ଟୋକ୍ସ ବିବିସି ସ୍ପୋଟର୍‌ସ ପର୍ସନାଲିଟି ଅଫ୍‌ ଦ ଇୟର

ଲଣ୍ଡନ,୧୬।୧୨- ବିବିସି ସ୍ପୋଟର୍‌ସ ପର୍ସନାଲିଟି ଅଫ୍‌ ଦ ଇୟର ପୁରସ୍କାରରେ ଇଂଲଣ୍ଡ କ୍ରିକେଟ ହ୍ୟାଟ୍ରିକ କରିଛି। ବିଶ୍ୱକପ୍‌ ଚାମ୍ପିୟନ ଇଂଲଣ୍ଡକୁ ବର୍ଷର ଶ୍ରେଷ୍ଠ ଦଳ ଓ ମ୍ୟାନ୍‌…

ଅଚାନକ ସେବାଶ୍ରମରେ ପହଞ୍ଚିଲେ ମନ୍ତ୍ରୀ: ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଲେ

ଦାରିଙ୍ଗବାଡ଼ି,୧୬।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ସ୍ଥାନୀୟ କନ୍ୟାଶ୍ରମରେ ପହଞ୍ଚି ବିଭିନ୍ନ ସମସ୍ୟା ସମ୍ପର୍କରେ…

ଆଜମ୍‌ ଖାଁଙ୍କୁ ଝଟ୍‌କା: ରଦ୍ଦ ହେଲା ଅବଦୁଲାଙ୍କ ବିଧାୟକ ପଦ

ଲକ୍ଷ୍ନୌ,୧୬।୧୨: ସମାଜବାଦୀ ପାର୍ଟି ଏମ୍‌ପି ଆଜମ୍‌ ଖାଁଙ୍କୁ ବଡ଼ ଝଟ୍‌କା ଲାଗିଛି। ସୋମବାର ଆହ୍ଲାବାଦ୍‌ ହାଇକୋର୍ଟ ତାଙ୍କ ପୁଅ ଅବଦୁଲା ଆଜମ୍‌ଙ୍କ ବିଧାୟକ ପଦକୁ ରଦ୍ଦ କରିଛନ୍ତି।…

ଡାକ୍ତର ନିଲମ୍ବନ ପ୍ରତ୍ୟାହାର ଦାବିରେ କାଲିମେଳା ବନ୍ଦ ପାଳନ

କାଲିମେଳା,୧୬।୧୨(ଡି.ଏନ.ଏ): ମାଲକାନଗିରି ଜିଲା କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ମୁକ୍ତିକାନ୍ତ ମଲ୍ଲିକଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶ ତୁରନ୍ତ ପ୍ରତ୍ୟାହାର କରି ପୁନଃନିଯୁକ୍ତି ଦାବି କରି…

ସେକ୍ସ ସ୍କାଣ୍ଡାଲରେ ଧରାପଡ଼ିଥିଲେ ମହାନ୍‌ ଖେଳାଳି

ଖେଳିବା ବେଳେ ବହୁ ଅନ୍‌ ଫିଲ୍ଡ ଓ ଅଫ୍‌ ଫିଲ୍ଡ ବିବାଦରେ ଛନ୍ଦିହୋଇ ରହିଥିବା ଅଷ୍ଟ୍ରେଲିଆନ ସ୍ପିନ୍‌ କିମ୍ବଦନ୍ତୀ ଶେନ୍‌ ଓ୍ବାର୍ନ ଏକଦା ସେକ୍ସ ସ୍କାଣ୍ଡାଲରେ ଧରାପଡ଼ିଥିଲେ।…

ଦୁଇ ଶିଶୁଙ୍କ ଉପରେ ମାଡ଼ିଗଲା ଟ୍ରାକ୍ଟର: ଜଣେ ମୃତ, ଜଣେ ଗୁରୁତର

ବାସୁଦେବପୁର/ପଦ୍ମପୁର,୧୬।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୋମବାର କରଞ୍ଜ ଆଡ଼ିିଆ ଗ୍ରାମରେ ଏକ ଟ୍ରାକ୍ଟର ଦୁଇ ଶିଶୁଙ୍କ ଉପରେ ମାଡ଼ିଯିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା…

ସିଏଏ ଏବଂ ଏନ୍‌ଆର୍‌ସି ବିଭାଜନ ଅସ୍ତ୍ର ଭାବେ କାର୍ଯ୍ୟ କରିବ: ରାହୁଲ

ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ) ଏବଂ ରାଷ୍ଟ୍ରୀୟ ନାଗରିକ ରେଜିଷ୍ଟାର (ଏନ୍‌ଆର୍‌ସି) ଦେଶରେ ବିଭାଜନର ଅସ୍ତ୍ର ଭାବେ କାର୍ଯ୍ୟ କରିବ ବୋଲି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ…

ଏଲ୍‌ଓସିରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୧୬।୧୨: ପାକିସ୍ତାନ ପକ୍ଷରୁ ସୋମବାର ପୁଣିଥରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଜମ୍ମୁ-କଶ୍ମୀର ପୁଞ୍ଚ ଜିଲା କ୍ରିଷ୍ଣା ଘାଟି ସେକ୍ଟରର ସୀମା ନିକଟରେ ପାକିସ୍ତାନ ସକାଳ ପ୍ରାୟ ୯ଟା…