ଆତଙ୍କ ଖେଳାଉଛି କିଡ୍‌ନୀ ରୋଗ: ୪ବର୍ଷରେ ଗଲାଣି ୩୦ରୁ ଊର୍ଦ୍ଧ୍ୱ ଜୀବନ

ଖଣ୍ଡପଡ଼ା,୨୪ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ଭାପୁର ବ୍ଲକ ଲକ୍ଷ୍ମୀପ୍ରସାଦ ଗ୍ରାମରେ କିଡ୍‌ନୀ ରୋଗ ଆତଙ୍କ ଖେଳାଉଛି। ଗତ ୩/୪ ବର୍ଷ ମଧ୍ୟରେ ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ଏହି ରୋଗରେ…

ଲୁଟ୍‌ ଘଟଣାରେ ଜଣେ ଗିରଫ

ବିରିଡ଼ି, ୨୪।୧ (ଡି.ଏନ୍‌.ଏ.): ବିରିଡ଼ି ଥାନା ଅଧୀନ ଦଳେଇଘାଇଠାରେ ଏକ ଧାନ ବୋଝେଇ ଟ୍ରକ (ନଂ.-ଓଆର୍‌-ଏଭି-୧୮୩୯) ଡ୍ରାଇଭରଙ୍କଠାରୁ ହୋଇଥିବା ଲୁଟ୍‌ ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରି…

ବ୍ୟାଙ୍କରୁ ଚୋରି ଉଦ୍ୟମ ପଣ୍ଢ, ଅଭିଯୁକ୍ତ ଗିରଫ

ଜଗତ୍‌ସିଂହପୁର ଅଫିସ୍‌, ୨୪।୧:ଜଗତ୍‌ସିଂପୁର ବ୍ଲକ ଶାଳଜଙ୍ଗ ସିଣ୍ଡିକେଟ୍‌ ବ୍ୟାଙ୍କରୁ ବୁଧବାର ରାତିରେ ହୋଇଥିବା ଚୋରି ଉଦ୍ୟମ ପଣ୍ଡ ହୋଇଛି। ଖବରପାଇ ବ୍ୟାଙ୍କ ଶାଖା ପରିଚାଳକଙ୍କ ସମେତ ଗ୍ରାମବାସୀ…

ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତ ଇମା ଉଦ୍ଦିନ କୋର୍ଟଚାଲାଣ

ପାରାଦୀପ, ୨୪।୧ (ସ୍ବ.ପ୍ର.):ତ୍ରିକୋଣୀୟ ପ୍ରେମ ସମ୍ପର୍କ ଯୋଗୁ ପାରାଦୀପ ମଡେଲ ଥାନା ଅଧୀନ ନୂଆବଜାର ମଣିମନ୍ଦିର ପାଖ ବସ୍ତିର ଶରତ ଜେନାଙ୍କୁ ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ଇମା…

ଭାଇଚାରା ସୃଷ୍ଟି କରେ ଝୋଡ଼ିଆ ପରଜାଙ୍କ ପୁଷ୍‌ ପରବ

ଟିକିରି,୨୪ ।୧(ଡି.ଏନ୍‌.ଏ.) ରାୟଗଡା ଜିଲା କାଶୀପୁର ବ୍ଲକ ଝୋଡ଼ିଆ ପରଜାଙ୍କ ନିଆରା ପରବ ପୁଷ୍‌ ପରବ ଶେଷ ହୋଇଛି। ଏହା ସେମାନେ ପରମ୍ପରା ଅନୁଯାୟୀ ବିଶ୍ୱାସର ସହ…

୭୫ ବର୍ଷରେ ସୁଭାଷ ଘାଇ: ଅଭିନେତା ହେବାକୁ ଆସି ପାଲଟି ଗଲେ ନିର୍ଦ୍ଦେଶକ

ମୁମ୍ବାଇ: ବଲିଉଡ୍‌କୁ ଅଭିନେତା ହେବା ପାଇଁ ଆସି ଶେଷରେ ସୁଭାଷ ଘାଇ ପାଲଟି ଥିଲେ ନିର୍ଦ୍ଦେଶକ। ଶୁକ୍ରବାର ସେ ୭୫ତମ ଜନ୍ମ ଦିନ ପାଳନ କରୁଛନ୍ତି। ୧୯୪୫…

ପଠନ ଅଭ୍ୟାସ ମଣିଷକୁ ସାକାରାତ୍ମକ କରେ

ସୋନପୁର,୨୪।୧(ନି.ପ୍ର.) ସୋନପୁର ରୟାଲ ପଡିଆଠାରେ ଗତ ୧୭ ତାରିଖରୁ ଆରମ୍ଭ ହୋଇଥିବା ଚତୁର୍ଥ ସୁବର୍ଣ୍ଣପୁର ଜିଲା ପୁସ୍ତକ ଓ ସାହିତ୍ୟ ଉତ୍ସବ ଇଙ୍କ୍‌ଫେଷ୍ଟ-୨୦୨୦ ଗୁରୁବାର ରାତିରେ ଉଦ୍‌ଯାପିତ…

୩୯ରେ ରିୟା ସେନ : ବିବାହ ପୂର୍ବରୁ ଗର୍ଭବତୀ ଥିବା ନେଇ ହୋଇଥିଲା ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ର ଚୁଲ୍‌ବୁଲି ଅଭିନେତ୍ରୀ ସୁନ୍ଦରୀ ରିୟା ସେନ୍‌ ଶୁକ୍ରବାର ୩୯ ବର୍ଷରେ ପଦାର୍ପଣ କରିଛନ୍ତି । ସେ ୧୯୮୧ ଜାନୁୟାରୀ ୨୪ରେ କୋଲକତାଠାରେ ଜନ୍ମଗ୍ରହଣ କରିଥିଲେ।…

ରୋଗୀ ନେଇ ଯାଉଥିବା ଗାଡ଼ିି ଦୁର୍ଘଟଣାଗ୍ରସ୍ତ

ଠାକୁରମୁଣ୍ଡା,୨୪ା୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ଝରାଡ଼ିର ବଡ଼କଦମ ଗ୍ରାମରୁ ଜଣେ ରୋଗୀଙ୍କୁ ଚିକିତ୍ସା ପାଇଁ କଟକ ନେବା ବାଟରେ କରଞ୍ଜିଆଠାରୁ ୪ କିମି ଦୂର…

ଶିକ୍ଷକଙ୍କୁ ଛାତ୍ର ମସାଜ୍‌ କରୁଥିବା ଭିଡିଓ ଭାଇରାଲ୍‌

ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌…