ଡିସେମ୍ବର ୩୧ ସୁଦ୍ଧା ପାନ୍‌-ଆଧାର ସଂଯୋଗ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୧୬-୧୨: ଚଳିତ ବର୍ଷ ଶେଷ ସୁଦ୍ଧା ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର(ପାନ୍‌)ର ଆଧାର ସହ ସଂଯୋଗ ବାଧ୍ୟତାମୂଳକ କରାଯାଇଛି। ରବିବାର ଆୟକର ବିଭାଗ ପକ୍ଷରୁ ଏ ନେଇ ଏକ…

ଖୋର୍ଦ୍ଧା ଗୁଳିକାଣ୍ଡ: ଔଷଧ ଦୋକାନୀଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏହି ଗୁଳିମାଡ ଗୁରୁତର ହୋଇଥିବା…

ଡିସେମ୍ବର ଶେଷସୁଦ୍ଧା ଭାଜପାର ସଭାପତି ଚୟନ: ଅରୁଣ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଭାଜପା ରାଜ୍ୟ ପ୍ରଭାରୀ ଅରୁଣ ସିଂ ରାଜ୍ୟ ସଭା ସଦସ୍ୟଭାବେ ନିର୍ବାଚିତ ହେବାପରେ ପ୍ରଥମ ଥର ଲାଗି ରବିବାର ଓଡିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ…

କ୍ରୀଡ଼ାମନ୍ତ୍ରୀଙ୍କ ୨ ଦିନିଆ କନ୍ଧମାଳ ଗସ୍ତ

ଫୁଲବାଣୀ ଅଫିସ,୧୬ା୧୨-ଆଇଟି ଏବଂ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାର କାନ୍ତି ବେହେରା ରବିବାର ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସିଛନ୍ତି। ମନ୍ତ୍ରୀ ପ୍ରଥମ ଦିନ…

ମୟୂର, ହରିଣ, ବାର୍‌ହା ପାଇଁ ଟ୍ରାଫିକ ଜାମ୍‌

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ମୟୂର ଓ ହରିଣ ପାଇଁ ରାଜଧାନୀରେ ସୃଷ୍ଟି ହେଉଛି ଟ୍ରାଫିକ ଜାମ୍‌। ଭରତପୁର-ଡମପଡ଼ା ଅଭୟାରଣ୍ୟକୁ ଲାଗି ରହିଥିବା ରେଣ୍ଟାଲ ଛକରୁ କଳିଙ୍ଗ ଷ୍ଟୁଡିଓ ଛକ ମଧ୍ୟରେ…

୨୪ ଘଣ୍ଟିଆ ହେବ ଏନ୍‌ଇଏଫ୍‌ଟି ନେଣଦେଣ

ନୂଆଦିଲ୍ଲୀ,୧୬-୧୨: ଯଦି ଆପଣ ଅନଲାଇନ ନେଣଦେଣ ନ୍ୟାଶନାଲ ଇଲେକଟ୍ରୋନିକ୍ସ ଫଣ୍ଡ ଟ୍ରାନ୍ସଫର(ଏନ୍‌ଇଏଫ୍‌ଟି) ଦ୍ୱାରା କରୁଥାନ୍ତି ତେବେ ଏହା ଆହୁରି ସୁବିଧା ଜନକ ହୋଇଛି। ୧୬ ଡିସେମ୍ବରଠାରୁ ଏନ୍‌ଇଏଫ୍‌ଟି…

ଟିକସ ଫାଙ୍କିବା ଲାଗି ନୂଆ ଠିକଣା ଖୋଜୁଛନ୍ତି କୋଟିପତି

ନୂଆଦିଲ୍ଲୀ,୧୬-୧୨: ଋଣ ଶୁଝିବାକୁ ସକ୍ଷମ ନ ହେଉଥିବା, ସରକାରୀ ଏଜେନ୍ସିଠାରୁ ବଞ୍ଚିବା ଏବଂ ନିଲାମଠାରୁ ନିଜ ସମ୍ପତ୍ତିକୁ ରକ୍ଷା କରିବା ଲାଗି ଭାରତୀୟ କୋଟିପତିମାନେ ନୂଆ ତରିକା…

ଆଇବିସି ପ୍ରକ୍ରିୟା ପୂର୍ବରୁ ୯ ହଜାରରୁ ଉର୍ଦ୍ଧ୍ୱ ମାମଲା ଫଇସଲା

ନୂଆଦିଲ୍ଲୀ,୧୬-୧୨: ଇନସଲଭେନ୍ସି ଆଇନରେ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ପ୍ରି ଆଡମିଶନ ଷ୍ଟେଜରେ ୯ ହଜାରରୁ ଉର୍ଦ୍ଧ୍ୱ ମାମଲା ଫଇସଲା କରାଯାଇଛି। ଏହି ମାମଲାଗୁଡିକ ସହ…

ପ୍ରାକ ବଜେଟ ପରାମର୍ଶ ପ୍ରକ୍ରିୟା;ଆଜି ଅଂଶୀଦାରଙ୍କୁ ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୧୬-୧୨: ଆର୍ଥତ୍କ ବର୍ଷ ୨୦୨୦-୨୧ର ସାଧାରଣ ବଜେଟ ଲାଗି ପ୍ରାକ୍‌ ବଜେଟ ପରାମର୍ଶ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହେଉଛି। ଏଥିଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଅଂଶୀଦାରଙ୍କୁ ଭେଟିବେ।…

ଅସହାୟଙ୍କୁ ସହାୟ ହେଲେ ସାମାଜିକ କର୍ମୀ: ଠିକଣା ଖୋଜିଲେ, ପରିବାର ସହ ଭେଟକଲେ

ଅନୁଗୋଳ ଅଫିସ, ୧୬।୧୨: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପୋଡ଼ି ଯାଇ ୬ ମାସ ହେଲା ଅସହାୟ ଅବସ୍ଥାରେ ମେଡିକାଲରେ ପଡିରହିଥିବା ଜଣେ ଅସହାୟଙ୍କ ପାଇଁ ଦେବଦୂତ ପାଲଟିଛନ୍ତି ଅନୁଗୋଳର…