ହାତୀ ଉପଦ୍ରବରୁ ବଢୁଛି କ୍ଷୟକ୍ଷତି

ଚମ୍ପୁଆ,୨୩ା୧(ଡି.ଏନ.ଏ)- ଚମ୍ପୁଆ ରେଞ୍ଜ ଅଧୀନରେ ରହିଥିବା ବାଲିବନ୍ଧ, ବାମେବାରି, ଚମ୍ପୁଆ, ଉଖୁଣ୍ଡା ଓ ଯୋଡା ଅଞ୍ଚଳରେ ବର୍ଷ ସାରା ହାତୀ ଉପଦ୍ରବ ଲାଗି ରହିଥିବା ବେଳେ ବନ…

ବନ୍ଧୁକ ଲଗାଇ ୪. ୭୦ ଲକ୍ଷ ଟଙ୍କା ଲୁଟ୍‌

ଗୋପ,୨୩ା୧(ଡିଏନ୍‌ଏ): ଗୋପ-ଚାରିଛକ ରାସ୍ତାର ଚମ୍ପାଳ କାଦୁଆ ନଦୀ ପୋଲ ପାଖରେ ବୁଧବାର ରାତି ପ୍ରାୟ ୯ଟାବେଳେ ଏକ ଟ୍ରକ୍‌ରୁ ୫ଜଣ ଦୁର୍ବୃତ୍ତ ୪ଲକ୍ଷ ୭୦ହଜାର ଟଙ୍କା ଲୁଟିନେଇଥିବା…

ମଠରୁ ପୁଅବେଶଧାରୀ ନାବାଳିକା ଉଦ୍ଧାର

ପୁରୀ ଅଫିସ, ୨୩ା୧: ଘରୁ ବିମୁଖ ହୋଇ ଭୁବନେଶ୍ୱରର ଉଚ୍ଚଶିକ୍ଷିତ ଯୁବକ ଗିରିଜା ଶଙ୍କର ମିଶ୍ର ଗତ କିଛି ବର୍ଷ ଧରି ଶ୍ରୀକ୍ଷେତ୍ରକୁ ଚାଲିଆସି ଭିକ୍ଷାବୃତ୍ତି କରିବା…

ଅଷ୍ଟ୍ରେଲିଆନ୍‌ ଓପନ୍‌: ତୃତୀୟ ରାଉଣ୍ଡରେ ସେରେନା, ଓଜନିଆକି

ମେଲବୋର୍ନ, ୨୩।୧(ଏଏଫ୍‌ପି)- ଅଷ୍ଟ୍ରେଲିଆ ଓପନ୍‌ ମହିଳା ସିଙ୍ଗଲ୍ସରେ ବୁଧବାର ଖେଳାଯାଇଥିବା ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ରେ ମଧ୍ୟ ବିଜୟୀ ହୋଇ ସିଡେଡ ଖେଳାଳିମାନେ ଅଗ୍ରଗତି କରିଛନ୍ତି। ସେମାନଙ୍କ ମଧ୍ୟରେ…

‘କୃଷି କ୍ଷେତ୍ରକୁ ବ୍ୟାଙ୍କଗୁଡ଼ିକ ଅଧିକ ଋଣ ଯୋଗାନ୍ତୁ’

ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ଓଡ଼ିଶାରେ ୮୦ ପ୍ରତିଶତରୁ ଉର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ହୋଇଥିବାରୁ ଚାଷକାର୍ଯ୍ୟ ନିମନ୍ତେ ଋଣର ଜରୁରୀ ଆବଶ୍ୟକତା ରହିଛି। ସମ୍ପ୍ରତି ଚାଷ କାର୍ଯ୍ୟରେ…

ଅଷ୍ଟ୍ରେଲିଆନ୍‌ ଓପନ୍‌: ଶରନଙ୍କ ଅଗ୍ରଗତି, ବୋପାନ୍ନା ଆଉଟ୍‌

ମେଲବୋର୍ନ,୨୩।୧(ପିଟି)- ଅଷ୍ଟ୍ରେଲିଆନ ଓପନରେ ଭାରତୀୟ ଖେଳାଳିମାନେ ପୁରୁଷ ଡବଲ୍ସରେ ମିଶ୍ର ପ୍ରଦର୍ଶନ କରିଛନ୍ତି। ଦିଭିଜ ଶରନ ତାଙ୍କ ନ୍ୟୁଜିଲାଣ୍ଡ ପାର୍ଟନର ଆର୍ଟିମ ସିଟାକଙ୍କ ସହ ଦ୍ୱିତୀୟ ରାଉଣ୍ଡରେ…

ବାଲିଯାତ୍ରା ପଡ଼ିଆରେ ସମାଜର ସାଂସ୍କୃତିକ ସମାରୋହ

କଟକ ଅଫିସ, ୨୩ା୧: ‘ସମାଜ’ର ସାଂସ୍କୃତିକ ସମାରୋହ ଦ୍ୱିତୀୟ ସନ୍ଧ୍ୟା ବୁଧବାର ଉପର ବାଲିଯାତ୍ରା ପଡ଼ିିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସଂସ୍କୃତି ମନ୍ତ୍ରୀ…

ନେସ୍କୋ ଡେପୁଟି ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ

ରାଇରଙ୍ଗପୁର,୨୩ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ନେସ୍କୋ ବିଦ୍ୟୁତ୍‌ ଡିଭିଜନର ଡେପୁଟି ମ୍ୟାନେଜର ଇଂ.ସୁର କୁମାର ଟୁଡୁଙ୍କ ବୁଧବାର ପୂର୍ବାହ୍ନରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାଇରଙ୍ଗପୁର ସ୍ଥିତ ଭଡ଼ା…

ରାସ୍ତାରୁ ପାଇଥିବା ପର୍ସ ଫେରାଇଲେ ଜୋତା ଦୋକାନୀ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ବୃତ୍ତିରେ ଜୋତା ଦୋକାନୀ। ଅଭାବ କେବେ ପିଛା ଛାଡ଼େନା। ସୀମିତ ରୋଜଗାରରେ ଘର ଚଳେ। ଅଭାବ ସତ୍ତ୍ୱେ ଟଙ୍କା ଲୋଭ ତାଙ୍କୁ କବଳିତ କରିପାରି ନାହିଁ।…

ସରିଲା କୁନ୍ଦୁଳିଆ ମହୋତ୍ସବ

ବିଶୋଇ,୨୩ା୧(ଡ଼ି.ଏନ୍‌.ଏ.)- ବିଶୋଇ ଅଞ୍ଚଳର କୁନ୍ଦୁଳିଆଠାରେ ଦିଗବିଜୟ ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୩୧ ତମ ବାର୍ଷିକ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ‘କୁନ୍ଦୁଳିଆ ମହୋତ୍ସବ- ୨୦୨୦’ ଉଦ୍‌ଯାପିତ…