ଜାତୀୟ ସାହସିକତା ପୁରସ୍କାର: ୨୨ଜଣ ବାଳିକାବାଳକଙ୍କୁ ସମ୍ମାନୀତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୧: ଚଳିତ ବର୍ଷ ୨୨ ଜଣ ବାଳିକାବାଳକଙ୍କୁ ଜାତୀୟ ସାହସିକତା ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ…

ସିଏଏ: ସାମ୍ବିଧାନିକ ପୀଠରେ ହେବ ବିଚାର; ୪ ସପ୍ତାହ ମଧ୍ୟରେ କେନ୍ଦ୍ରର ମତାମତ ଲୋଡ଼ିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୨।୧: ସିଏଏ ନେଇ ସୁପ୍ରିମ୍‌କୋର୍ଟ ବୁଧବାର ୪ ସପ୍ତାହ ମଧ୍ୟରେ କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଛନ୍ତି। ଏହାର ବିରୋଧରେ ଦାଖଲ କରାଯାଇଥିବା ଆବେଦନ ସପକ୍ଷରେ ଆଇନଜୀବୀ କପିଲ…

ପୋଲିସକୁ ଚାପୁଡ଼ା ମାରିବାରୁ ଦଫା ୩୦୭

ଭୁବନେଶ୍ୱର,୨୨।୧(ବ୍ୟୁରୋ):ପଣ୍ଡିତ ପୁଅ ମାଙ୍କଡ଼ ମାରିଲେ ଦୋଷ ନାହିଁ। ଏହାର ଉଦାହରଣ କମିଶନରେଟ ପୋଲିସରେ ଦେଖିବାକୁ ମିଳିଛି। ପୋଲିସ ଚାକିରି କରିଥିବା ଜଣେ ଯୁବତୀଙ୍କୁ ଭଲପାଇ ପ୍ରତାରଣାର ଶିକାର…

କନ୍ୟାଶକ୍ତିକୁ ଚିତ୍ରଣ କଲେ ୨୫ ଚିତ୍ରଶିଳ୍ପୀ

ପୁରୁଣା ଭୁବନେଶ୍ୱର, ୨୨।୧ (ଡି.ଏନ.ଏ.):ଶାନ୍ତିସ୍ତୂପ ଧଉଳି ପାଦଦେଶରେ ଅବସ୍ଥିତ ଧଉଳି ଚାରୁକଳା ମହାବିଦ୍ୟାଳୟଠାରେ ଜାତୀୟ କନ୍ୟା ସନ୍ତାନ ଦିବସ-୨୦୨୦ ଉପଲକ୍ଷେ ରାଜ୍ୟ ସ୍ବାସ୍ଥ୍ୟ ଓ ପବିବାର କଲ୍ୟାଣ…

ଧରାପଡ଼ିଲା ବାଂଲାଦେଶୀ ସେକ୍ସ ର଼୍ୟାକେଟ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ):ଓଡ଼ିଶାରେ କାୟା ମେଲିଛି ବାଂଲାଦେଶୀ ସେକ୍ସ ର଼୍ୟାକେଟ। କିଛିଦିନ ତଳେ ଧରାପଡ଼ିଥିବା ଜଣେ ବାଂଲାଦେଶୀ ରୂପଜୀବୀଙ୍କଠାରୁ ସୁରାକ ମିଳିଥିଲା। ତାଙ୍କୁ କୋର୍ଟଚାଲାଣ କରିବା ପରେ ଚୁପ୍‌ ବସିଥିଲା…

ଜିନ୍ନା ଥିଲେ ଧର୍ମନିରପେକ୍ଷ ନେତା; କଂଗ୍ରେସ ଯୋଗୁ ହୋଇଥିଲା ଦେଶ ବିଭାଜନ

କୋଲକାତା,୨୨।୧: ଭାରତ ବିଭାଜନ ନେଇ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ତଥା ପଶ୍ଚିମବଙ୍ଗ ଭାଜପା ଉପାଧ୍ୟକ୍ଷ ଚନ୍ଦ୍ର କୁମାର ବୋଷ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି…

ପିପିଲିରେ ଜାଗା କିଣି ରହୁଥିଲେ

ଅଞ୍ଜଳିଙ୍କୁ ଯୁବତୀ ପଠାଇବାରେ ବାଂଲାଦେଶରେ ଥିବା ତା’ର ଭଉଣୀ ସହଯୋଗ କରୁଥିଲେ। ବାଂଲାଦେଶରେ ଅଞ୍ଜଳି ଓ ଭଉଣୀଙ୍କ ନାଁରେ ହତ୍ୟା ମାମଲା ରହିଛି। ସେମାନେ ମଧ୍ୟ ଜେଲ୍‌…

ସାଙ୍ଗ ହେବ ତ ଏମିତି: ଦିବ୍ୟାଙ୍ଗ ସାଙ୍ଗକୁ କାନ୍ଧରେ ବସାଇ ୟୁରୋପ ବୁଲାଇବାକୁ ନେଲେ କେଭାନ

ବନ୍ଧୁତା କେବଳ ଏକ ଶବ୍ଦ ନୁହେଁ, ଏହା ଦୁଇଟି ହୃଦୟ ମଧ୍ୟରେ ଥିବା ସମ୍ପର୍କର ସେତୁ। କୋମଳ ହେଲେ ବି ବହୁତ୍ ଶକ୍ତିଶାଳୀ। ପ୍ରକୃତ ବନ୍ଧୁଟିଏ ସାଥିରେ…

ବିନୋଦ କାମ୍ବଲୀଙ୍କୁ ଚ୍ୟାଲେଞ୍ଜ ଦେଲେ ସଚିନ ତେନ୍ଦୁଲକର: ୨୮ ଜାନୁୟାରୀ ମଧ୍ୟରେ ପୂରଣ କର ଏହି କାମ

ମୁମ୍ବାଇ, ୨୨।୧: କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ନିଜ ବନ୍ଧୁ ତଥା ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲୀଙ୍କୁ ଏକ ଚ୍ୟାଲେଞ୍ଜ ଦେଇଛନ୍ତି। ଏହାକୁ ପୂରଣ ପାଇଁ…

୮୨ ବିଦେଶୀ ଛାତ୍ରୀଛାତ୍ରଙ୍କ ଜାତୀୟତା ପ୍ରମାଣ ରେକର୍ଡ ଜେଏନ୍‌ୟୁ ପ୍ରଶାସନ ପାଖରେ ନାହିଁ

ନୂଆଦିଲ୍ଲୀ,୨୨।୧: ଜେଏନ୍‌ୟୁରେ ପଢୁଥିବା ୮୨ ବିଦେଶୀ ଛାତ୍ରୀଛାତ୍ରଙ୍କ ଜାତୀୟତା ପ୍ରମାଣ ରେକର୍ଡ ବିଶ୍ୱବିଦ୍ୟାଳୟ ପ୍ରଶାସନ ପାଖରେ ନାହିଁ। ଏନେଇ ସୂଚନା ଅଧିକାର ଆଇନ ଅନ୍ତର୍ଗତ କରାଯାଇଥିବା ଏକ…