ରାତାରାତି ନିର୍ମାଣ ହେଉଛି ବେଆଇନ ହମ୍ପ୍‌ସ: ପ୍ରଶାସନର ଅସହାୟତା କାରଣରୁ ଲୋକେ ହିନସ୍ତା

ଓଡ଼ଗାଁ,୨୨ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଓ ଶରଣକୁଳ ଥାନା ଅଞ୍ଚଳରେ ଦିନକୁ ବେଆଇନ ହମ୍ପ୍‌ସ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦୁର୍ଘଟଣାର ଦ୍ୱାହି ଦେଇ ଲୋକେ ପ୍ରଶାସନର…

ନୂଆଗାଁ ପଞ୍ଚାୟତ ସମିତି ସାଧାରଣ ଅଧିବେଶନ: ବିଭାଗୀୟ ଅଧିକାରୀଙ୍କୁ ବିଧାୟକଙ୍କ ତାଗିଦ

ନୂଆଗାଁ,୨୨ା୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ପଞ୍ଚାୟତ ସମିତିର ନବମ ସାଧାରଣ ଅଧିବେଶନ ମଙ୍ଗଳବାର ରାଜୀବ ଗାନ୍ଧୀ ସଭାଗୃହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଚେୟାରମ୍ୟାନ ଅନ୍ତର୍ଯାମୀ…

କେନ୍ଦୁଘାଟି ଗାଁକୁ ହୁଲି ଡଙ୍ଗା ଭରସା: ପୋଲ ନିର୍ମାଣ ଦାବିରେ ଗ୍ରାମବାସୀ ଜିଲାପାଳଙ୍କୁ ଭେଟିଲେ

ଝୁମ୍ପୁରା, ୨୨।୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁଘାଟି ଗ୍ରାମବାସୀ ବୈତରଣୀ ନଦୀରେ ପୋଲ ନିର୍ମାଣ ଦାବି କରି ପୁଣି ଥରେ ଜିଲାପାଳଙ୍କ…

ବାଦ୍‌ ପଡିଥିବା ତାଲିକାଭୁକ୍ତ ଉପଭୋକ୍ତାଙ୍କୁ ମିଳିବ ସଂଯୋଗ

ତିହିଡ଼ି, ୨୨ା୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବିଦ୍ୟୁତ୍‌ ଉପଖଣ୍ଡ ଅଧୀନରେ ତିହିଡ଼ି ଓ ଚାନ୍ଦବାଲି ବ୍ଲକର ୧୩ ହଜାର ପରିବାରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ରାଜୀବ ଜ୍ୟୋତି ଓ…

ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା

ଏରସମା, ୨୨।୧ (ସ୍ବ.ପ୍ର.):ଏରସମା ବ୍ଲକ ଅଧୀନ ଜିରାଇଲୋ ପଞ୍ଚାୟତର ଶରବା ଗ୍ରାମ ନିକଟରେ ପ୍ରସ୍ତାବିତ ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ କରି ମଙ୍ଗଳବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ…

୨୦ବର୍ଷ ହେଲା ମରାମତି ହୋଇନି ନାଳ: ୪ଶହ ଏକର ଚାଷଜମିରେ ପାଣି ପଶୁଛି

ବନ୍ତ, ୨୨।୧(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ବଡବର୍ଚ୍ଚିକୟାଁ ଉତ୍ତର ପାର୍ଶ୍ୱସ୍ଥ ବିଶଲକଣା, କୁସୁନନଗର ଆଦି ଅଞ୍ଚଳରୁ ଜଳ ନିଷ୍କାସନ ହେବାକୁ ଥିବା ମୁଖ୍ୟ ନାଳକୁ ମରାମତି…

ଶାରଳା ମନ୍ଦିର ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଅଭିଯୁକ୍ତଙ୍କୁ ଗିରଫ କରିପାରୁନି ପୋଲିସ

ଜଗତ୍‌ସିଂହପୁର ଅଫିସ୍‌,୨୨ା୧:କନକପୁରସ୍ଥିତ ମା’ଶାରଳା ମନ୍ଦିରର ସେବାୟତ ତଥା କନକପୁର ଦେଉଳୀ ଗ୍ରାମର ତ୍ରିଲୋଚନ ରାଉଳ(ଗୁଲା)ଙ୍କୁ ରବିବାର ୩ଜଣ ମରଣାନ୍ତକ ଆକ୍ରମଣ କରିଥିଲେ। ସେମାନେ ହେଲେ ତିର୍ତ୍ତୋଲ ଥାନା…

ନଦୀରେ ବୁଡ଼ି ଶିଶୁ ମୃତ

କୁଆମରା ,୨୨ା୧(ଡ଼ି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ଅଧୀନ ବରଡିହି ପଞ୍ଚାୟତର ପରିଛିପୁର ଗ୍ରାମର ଏକ ୪ ବର୍ଷର ଶିଶୁ ପୁତ୍ର ସୋନ ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି।…

ନିଲମ୍ବିତ ହେଲେ ହଳଦୀପାଳ ସରପଞ୍ଚ

ଚିତ୍ରଡା,୨୨ା୧(ଡ଼ି.ଏନ୍‌.ଏ)- କାର୍ଯ୍ୟରେ ଅବହେଳା ଏବଂ କ୍ଷମତାର ଦୁରୂପଯୋଗ ଅଭିଯୋଗରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ହଲଦୀପାଳ ପଞ୍ଚାୟତର ସରପଞ୍ଚ ମଙ୍ଗଲ ହାଁସଦାଙ୍କୁ ଜିଲାପାଳ ବିନୀତ ଭରଦ୍ୱାଜ…

ମିଳୁନି ବସ୍ତା, ଲୋଡିଂ ବାବଦ ଟଙ୍କା

ତିର୍ତ୍ତୋଲ, ୨୨।୧ (ଡି.ଏନ୍‌.ଏ.):ମଣ୍ଡିରେ ଧାନ ବିକ୍ରି କରୁଥିବା ଚାଷୀଙ୍କୁ ବସ୍ତା ଯୋଗାଇ ଦିଆଯିବ ବୋଲି ଚଳିତବର୍ଷ ରାଜ୍ୟ ସରକାର ଘୋଷଣା କରିଥିଲେ। ମିଲରମାନେ ଏ ନେଇ ଖାଉଟି…