୫୩ ଲକ୍ଷର ବକେୟା ବିଲ୍‌ ଆଦାୟ,୩୪୯ ଜଣ ଖିଲାପିଙ୍କ ବିଦ୍ୟୁତ୍‌ ବିଚ୍ଛିନ୍ନ

ବଇଣ୍ଡା,୨୧ା୧(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ଓ କିଶୋରନଗର ବ୍ଲକର ବିଭିନ୍ନ ବିଦ୍ୟୁତ୍‌ ଉପଭୋକ୍ତାଙ୍କଠାରୁ ବକେୟା ସହ ଚଳିତ ମାସର ବିଲ୍‌ ବାବଦକୁ ମୋଟ୍‌ ୫୩ ଲକ୍ଷ ୨୦…

କଣିହାଁ କୋଇଲା ଖଣିରେ ଗଣ୍ଡଗୋଳ, ମାମଲା ରୁଜୁ

କଣିହାଁ,୨୧ା୧(ଡି.ଏନ.ଏ.)- ଏମ୍‌ସିଏଲ୍‌ର ଅନୁଗୋଳ ଜିଲା କଣିହାଁ କୋଇଲା ଖଣିରେ ପରିବହନ ବ୍ୟବସ୍ଥାକୁ ନେଇ ସୋମବାର ଉତ୍ତେଜନା ସୃଷ୍ଟି ଦେଖାଦେଇଥିଲା। ବାରମ୍ବାର ପ୍ରତିଶ୍ରୁତି ସତ୍ତ୍ୱେ ଖଣି କର୍ତ୍ତୃପକ୍ଷ ସମାଧାନ…

ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ୍‌, ନାଡାଲଙ୍କ ସହ ସିଡେଡଙ୍କ ଖେଳାଳିଙ୍କ ବିଜୟ ଅଭିଯାନ

ମେଲବୋର୍ନ,୨୧।୨(ଏଏଫ୍‌ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ ମଙ୍ଗଳବାର ଦ୍ୱିତୀୟ ଦିବସରେ ପହଞ୍ଚିଛି। ବିଶ୍ୱର ୧ ନମ୍ବର ପୁରୁଷ ଖେଳାଳି ସ୍ପେନର ରାଫାଲ ନାଡାଲଙ୍କ…

ଇଷ୍ଟବେଙ୍ଗଲ ମୁଖ୍ୟ କୋଚ୍‌ ପଦବୀରୁ ଓହରିଲେ ମେଣ୍ଡେଜ୍‌

କୋଲକାତା, ୨୧ା୧ (ପି.ଟି.)-ଇଷ୍ଟବେଙ୍ଗଲ ମୁଖ୍ୟ କୋଚ୍‌ ଆଲେଜାଣ୍ଡ୍ରୋ ମେଣ୍ଡେଜ୍‌ ବ୍ୟକ୍ତିଗତ କାରଣ ଦର୍ଶାଇ ତାଙ୍କ ପଦବୀରୁ ଓହରିଯାଇଛନ୍ତି। ଏକ ଆଇ-ଲିଗ୍‌ ମ୍ୟାଚରେ ତାଙ୍କ ଦଳ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ…

ମୋବାଇଲ ଚୋରଙ୍କୁ ପୋଲିସ ଜିମା

ବନ୍ତ, ୨୧।୧(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ସାପ୍ତାହିକ ହାଟଠାରେ ଜଣେ ମୋବାଇଲ ଚୋରଙ୍କୁ ଧରି ସ୍ଥାନୀୟ ଲୋକେ ପୋଲିସ ଜିମା ଦେଇଛନ୍ତି। ରବିବାର ସାନବର୍ଚ୍ଚିକୟାଁ ଗ୍ରାମର ଯୁଧିଷ୍ଠିର ଦାସ…

ଗଜଡିହୀ ଗ୍ରାମରେ ନିଆଁ ଲାଗି ଜଳିଗଲା ୩ ବଖରା

ବଡ଼ସାହି,୨୧ା୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ସୁହାଗପୁର ପଞ୍ଚାୟତ ଗଜଡିହୀ ଗ୍ରାମର ଖଗେଶ୍ୱର ବିନ୍ଧାଣୀଙ୍କ ଘରେ ନିଆଁ ଲାଗି ୩ ବଖରା ପୋଡି ପାଉଁଶ ହୋଇଯାଇଛି…

ଫାର୍ମ ହାଉସ୍‌ରେ ନିଆଁ ଲଗାଇଲେ ଦୁର୍ବୃତ୍ତ,ଶହେରୁ ଊର୍ଦ୍ଧ୍ୱ ଛେଳି ଜୀବନ୍ତ ଦଗ୍ଧ

ସଜନାଗଡ଼, ୨୧।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ଏକ ଫାର୍ମ ହାଉସ୍‌ରେ ନିଆଁ ଲାଗି ଶହେରୁ ଊର୍ଦ୍ଧ୍ୱ ଛେଳି ଜୀବନ୍ତ ଦଗ୍ଧ ହୋଇଥିବାର ଦେଖିବାକୁ ମିଳିଛି। ଆକ୍ରୋଶମୂଳକ…

ଡାକ୍ତର ନିଯୁକ୍ତି ଦାବିରେ ଗଣଧାରଣା

ଜଳେଶ୍ୱର,୨୧।୧(ଡି.ଏନ.ଏ./ସ୍ବ.ପ୍ର.)-ଜଳେଶ୍ୱର ବ୍ଲକର ରାଇବଣିଆ ଏକ ଆଦିବାସୀ ଅଧ୍ୟୁୁଷିତ ଅଞ୍ଚଳ। ଏହି ଅଞ୍ଚଳରେ ଥିବା ବିଭିନ୍ନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଆନୁଷଙ୍ଗିକ ବ୍ୟବସ୍ଥା ନ ଥିବାରୁ ସ୍ବାସ୍ଥ୍ୟସେବା…

ଅଣ୍ଡର ବ୍ରିଜ୍‌ ନିର୍ମାଣକୁ ନେଇ ଡିଆର୍‌ଏମ୍‌ଙ୍କୁ ଦାବିପତ୍ର ପ୍ରଦାନ, ବୁଧବାର କେସିଙ୍ଗା ସହର ବନ୍ଦ ଡାକରା

କେସିଙ୍ଗା,୨୧ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହର ରେଲଓ୍ବେ ଫାଟକ ନିକଟରେ ଅଣ୍ଡର ବ୍ରିଜ ନିର୍ମାଣକୁ ନେଇ କେସିଙ୍ଗା ସହର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ସମ୍ବଲପୁର ରେଳ…

ଚାଲାଣ ବେଳେ ଓରକେଲ ପୋଲିସର ଚଢ଼ାଉ: ୮୪ ବସ୍ତା ଗଞ୍ଜେଇ ଜବତ, ୧୧ ଗିରଫ

କୋରୁକୋଣ୍ଡା,୨୧ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ସୋରଲୁକୋଣ୍ଡାଠାରୁ ଏମ୍‌ଭି ୫୧ ମୁଖ୍ୟ ରାସ୍ତାରୁ ସୋମବାର ରାତିରେ ପୋଲିସ ୮୪ଟି ବସ୍ତାରେ ଥିବା ୧,୬୯୨ କିଲୋ ୬୦୦ ଗ୍ରାମ…