ଘରଭଙ୍ଗା ତଦନ୍ତରେ ଅନିୟମିତତା: ସତ୍ୟବାଦୀ ତହସିଲ ଅଫିସ ଘେରାଉ କଲେ ଫନୀ କ୍ଷତିଗ୍ରସ୍ତ

ସାକ୍ଷୀଗୋପାଳ, ୨୧।୧(ଡି.ଏନ୍‌.ଏ)-ଫନୀ ପ୍ରଭାବରେ କ୍ଷତିଗ୍ରସ୍ତ ପରିବାର ନ୍ୟାୟ ପ୍ରଦାନ ଦାବିରେ ମଙ୍ଗଳବାର ସତ୍ୟବାଦୀ ତହସିଲଦାରଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଘରଭଙ୍ଗା ତଦନ୍ତରେ ଅନିୟମିତତା ଅଭିଯୋଗ କରି ସେମାନେ…

ଉପରାଜ୍ୟପାଳଙ୍କୁ ଭେଟିଲେ ବିକ୍ଷୋଭକାରୀ ମହିଳା ପ୍ରତିନିଧି ଦଳ

ନୂଆଦିଲ୍ଲୀ,୨୧।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ଦିଲ୍ଲୀର ଶାହିନ ବାଗ୍‌ରେ ବିଶେଷ କରି ମହିଳାଙ୍କ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଦୀର୍ଘ ୩୬ ଦିନ ଧରି ବିକ୍ଷୋଭକାରୀମାନେ…

ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବଡ଼ଚଣା ଗସ୍ତ: ଅନୁପସ୍ଥିତ ଥିବାରୁ ୧୦ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ଚଣ୍ଡିଖୋଲ,୨୧।୧(ଡି.ଏନ୍‌.ଏ.): ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଅଚାନକ ବଡ଼ଚଣା ଗସ୍ତରେ ଆସି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଓ ବଡ଼ଚଣା ବାଳିକା ଉଚ୍ଚ ବିଦ୍ୟାଳୟକୁ ତନଖି…

କଥା ବଦଳାଇଲେ ସୁର: କହିଲେ ‘ବିରୋଧୀ ଦଳ କଂଗ୍ରେସ ଭବନକୁ ବାଉନ୍ସର ପଠାଇଥାଇପାରନ୍ତି’

ଭୁବନେଶ୍ୱର,୨୧।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣାକୁ ପ୍ରଥମେ ବିଧାୟକ ସୁର ରାଉତରାୟ ତୀବ୍ର ବିରୋଧ କରିଥିବା ବେଳେ ମଙ୍ଗଳବାର ନିଜ କଥାକୁ ବଦଳାଇଛନ୍ତି। ପ୍ରସଙ୍ଗରେ ପୁଣି…

ଏଏପି ଛାଡିଲେ ଦିଲ୍ଲୀ କାଣ୍ଟର ବିଧାୟକ

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନର ନାମାଙ୍କନ ପତ୍ର ଦାଖଲର ଶେଷ ଦିନରେ ଆମ ଆଦମୀ ପାର୍ଟି(ଏଏପି)କୁ ବଡ଼ ଝଟ୍‌କା ଲାଗିଛି। କାଣ୍ଟର ବିଧାୟକ କମାଣ୍ଡୋ ସୁରେନ୍ଦ୍ର ସିଂହ…

କୂଅକୁ ଠେଲି ଦାଦାଙ୍କୁ ହତ୍ୟା ଅଭିଯୋଗ, ପୁତୁରା ଅଟକ

ବଲାଙ୍ଗୀର ଅଫିସ, ୨୧।୧- ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଚୁଲିଫୁଙ୍କା ଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ସମ୍ପର୍କୀୟ କାକାଙ୍କୁ କୂଅ ଭିତରକୁ ଠେଲି ପୁତୁରା ହତ୍ୟା…

ଫେବୃୟାରୀ ୧୮ରେ ଆଗତ ହେବ ରାଜ୍ୟ ବଜେଟ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୪ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ୨ଟି ପର୍ଯ୍ୟାୟରେ ଚାଲିବ। ଫେବୃୟାରୀ ୧୪ରୁ ଫେବୃୟାରୀ ୨୯ ଯାଏ ପ୍ରଥମ ପର୍ଯ୍ୟାୟ…

କ୍ଷମା ମାଗିବେ ନାହିଁ ରଜନୀକାନ୍ତ

ନୂଆଦିଲ୍ଲୀ,୨୧।୧: ତାମିଲ ସୁପରଷ୍ଟାର ତଥା ରାଜନେତା ରଜନୀକାନ୍ତ ଇଭି ରାମସାମୀ ପେରିୟରଙ୍କୁ ନେଇ ଏକ ବିବାଦୀୟ ବୟାନ ଦେଇଥିଲେ। ଏହାକୁ ନେଇ ତାଙ୍କ ନାଁରେ ଅଭିଯୋଗ ମଧ୍ୟ…

କାନାଡା ପହଞ୍ଚିଲେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୧: ରାଜପଦ ଛାଡିବା ପରେ ପ୍ରିନ୍ସ ହ୍ୟାରୀ ନିଜ ପତ୍ନୀ ଓ ପୁଅଙ୍କ ସହ ଆମେରିକା ପହଞ୍ଚିଥିବା ଖବର ମିଳିଛି। ସ୍ବାଧୀନ ଭାବେ ଜୀବନ ବିତାଇବାକୁ ନିଷ୍ପତ୍ତି…

ଦିଲ୍ଲୀ ଆସିବାକୁ ଭୀମ ଆର୍ମି ମୁଖ୍ୟଙ୍କୁ ମିଳିଲା ସର୍ତ୍ତମୂଳକ ଅନୁମତି

ନୂଆଦିଲ୍ଲୀ,୨୧।୧: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କୁ ରାଜଧାନୀକୁ ଆସିବା ପାଇଁ ଅନୁମତି ମିଳିଛି। କିନ୍ତୁ ଏହି ଅନୁମତି ତାଙ୍କୁ ସର୍ତ୍ତମୂଳକ ଦିଆଯାଇଥିବା ଜଣାପଡ଼ିଛି। ମଙ୍ଗଳବାର ତିସ…