ଅଓ୍ବନ୍ତିପୋରା ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀ ନିହତ

ଶ୍ରୀନଗର,୨୧।୧: ଜମ୍ମୁ-କଶ୍ମୀର ଅଓ୍ବନ୍ତିପୋରାରେ ମଙ୍ଗଳବାର ଏନ୍‌କାଉଣ୍ଟର ହୋଇଛି। ଏହି ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଶହୀଦ ଓ ୨ଯବାନ ଆହତ ହୋଇଛନ୍ତି।…

ଲାଞ୍ଚ ନ ମିଳିବାରୁ ୪ ବର୍ଷ ଶିଶୁଙ୍କ ବୟସ ଜନ୍ମ ପ୍ରମାଣ ପତ୍ରରେ ହେଲା ୧୦୪ ବର୍ଷ

ବରେଲୀ,୨୧।୧: ଲାଞ୍ଚ ନ ମିଳିବାରୁ ଜଣେ ୪ ବର୍ଷ ଶିଶୁଙ୍କ ବୟସ ଜନ୍ମ ପ୍ରମାଣ ପତ୍ରରେ ୧୦୪ ବର୍ଷ କରାଯାଇଛି। ଉତ୍ତରପ୍ରଦେଶ ବରେଲୀର ଏକ ଅଦାଲତ ଏହି…

ଜଙ୍ଗଲ ରାଜାକୁ ମିଳୁନି ଖାଦ୍ୟ: ବ୍ୟଥିତ କରୁଛି ଭାଇରାଲ ଫଟୋ

ଖାର୍ତୁମ,୨୧।୧: ନର୍ଥ ଆଫିକ୍ରାର ସୁଦାନରେ ଥିବା ଏକ ଚିଡିଆଘରର ଦୃଶ୍ୟ ଏବେ ସମସ୍ତଙ୍କୁ ବ୍ୟଥିତ କରିଛି। ସିଂହ ଜଙ୍ଗଲର ରାଜା ହୋଇଥିବା ବେଳେ ସୁଦାନର ଖାର୍ତୁମରେ ଥିବା…

ଯିଏ ଯେତେ ବିରୋଧ କଲେ ବି ସିଏଏ ହେବନି ପ୍ରତ୍ୟାହାର: ଶାହ

ନୂଆଦିଲ୍ଲୀ,୨୧।୧: ଦେଶର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଲାଗୁ ହୋଇଛି। ଏହାକୁ କେତେକ ବିରୋଧ କରୁଛନ୍ତି। ତେବେ ଯିଏ ଯେତେ ବିରୋଧ କଲେ ବି ସିଏଏ ପ୍ରତ୍ୟାହାର…

ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ: ଅଧ୍ୟାପକଙ୍କୁ କୋର୍ଟଚାଲାଣ

କଣ୍ଟାପଡା,୨୧।୧(ଡି.ଏନ୍‌.ଏ.): ଟ୍ୟୁଶନ ଲାଗି କୋଚିଂ ସେଣ୍ଟରକୁ ଯାଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଓଲଟପୁର ପୋଲିସ ଜଣେ ଅଧ୍ୟାପକଙ୍କୁ ଗିରଫକରି ମଙ୍ଗଳବାର କୋର୍ଟଚାଲାଣ କରିଛି।…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବରଗଡ଼ରେ ହେବ କ୍ୟାନ୍‌ସର ହସ୍ପିଟାଲ

ବରଗଡ ଅଫିସ,୨୧।୧- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବରଗଡ ଗସ୍ତରେ ଆସି ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା(ଖେଦାପାଲି) ନିକଟରେ ନିର୍ମିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା, ବିଜ୍ଞାନ…

ସାଧାରଣତନ୍ତ୍ର ଦିବସ ମୁଖ୍ୟ ଅତିଥି: ବ୍ରାଜିଲ୍‌ ରାଷ୍ଟ୍ରପତି ବୋଲସୋନାରୋ; ପ୍ରଥମ ଥର ପାଇଁ ଆସୁଛନ୍ତି ୪ ଦିନିଆ ଭାରତ ଗସ୍ତରେ

ନୂଆଦିଲ୍ଲୀ,୨୧।୧: ପ୍ରଥମ ଥର ପାଇଁ ୪ ଦିନିଆ ଭାରତ ଗସ୍ତରେ ବ୍ରାଜିଲ୍‌ ରାଷ୍ଟ୍ରପତି ଜୈର୍‌ ବୋଲସୋନାରୋ ଆସୁଛନ୍ତି। ସେ ସାଧାରଣତନ୍ତ୍ର ଦିବସ ମୁଖ୍ୟ ଅତିଥି ଭାବେ ଯୋଗଦେବାର…

ବିଦ୍ୟୁତ୍‌ ବିଲ୍‌ ଦେଇଥିବା ଭିକ୍ଷୁକଙ୍କୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ୍‌,୨୧।୧: ବକେୟା ବିଦ୍ୟୁତ୍‌ ବିଲ୍‌ ପଇଠ କରି ନ ଥିବା ଉପଭୋକ୍ତା ଉପରେ ସେସୁ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ବିଦ୍ୟୁତ ବିଲ୍‌ ପଇଠ ଲାଗି…

୩ ଜିଲାର ସହରାଞ୍ଚଳ ଉନ୍ନୟନ ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

ଛତ୍ରପୁର, ୨୧।୧(ଡି.ଏନ୍‌.ଏ.): ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଜିଲାରେ ଥିବା ସହରାଞ୍ଚଳଗୁଡ଼ିକରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ଏକ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁର ସ୍ଥିତ ଜିଲାପରିଷଦ ଭବନର ଋଷିକୁଲ୍ୟା…

୧୦ କେଜି ହରିଣ ମାଂସ ଜବତ: ଜଣେ ଗିରଫ

ମହାକାଳପଡ଼ା,୨୧।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତଘର ପଞ୍ଚାୟତର ସ୍ଥାନୀୟ କଂସାରିଡ଼ିହ ପ୍ରସ୍ଥାବିତ ସଂରକ୍ଷିତ ଜଙ୍ଗଲ ମଧ୍ୟରୁ ମଙ୍ଗଳବାର ୧୦ କେଜି ହରିଣ ମାଂସ ଜବତ ହୋଇଛି।…