୧୭ ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ୍‌: ସ୍ବିଡେନଠାରୁ ହାରିଲା ଭାରତ

ମୁମ୍ବାଇ, ୧୪ା୧୨ (ପି.ଟି.)- ଏଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ୧୭ ବର୍ଷରୁ କମ୍‌ ମହିଳା ତ୍ରିରାଷ୍ଟ୍ରୀୟ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ଏହାର ପ୍ରଥମ ମ୍ୟାଚରେ ପରାସ୍ତ ହୋଇଛି।…

ବାରବାଟୀ ଦିନିକିଆ: ଆଉ ୮ ଦିନ: ପ୍ରସ୍ତୁତି ଅନୁଧ୍ୟାନ କଲେ ମନ୍ତ୍ରୀ

କଟକ ଅଫିସ,୧୪ା୧୨- ଡିସେମ୍ବର ୨୨ରେ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ମ୍ୟାଚ୍‌ ଏବେ ରାଜ୍ୟରେ ସବୁଠାରୁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମେତ…

ବାରବାଟୀରେ ହୋଇପାରେ ଭାରତ-ଦକ୍ଷିଣ ଆଫ୍ରିକା ଟେଷ୍ଟ

କଟକ ଅଫିସ,୧୪ା୧୨- ବାରବାଟୀ ଷ୍ଟାଡିୟମରେ ଏକ ଟେଷ୍ଟ ମ୍ୟାଚ୍‌ ଆୟୋଜନ ହେବାର ସମ୍ଭାବନା ଦୃଢ଼ୀଭୂତ ହୋଇଛି। ଆସନ୍ତା ମାର୍ଚ୍ଚରେ ଏଠାରେ ଭାରତ-ଦକ୍ଷିଣଆଫ୍ରିକା ଟେଷ୍ଟ ମ୍ୟାଚ୍‌ ଆୟୋଜନ କରିବା…

ଆଇପିଏଲ ନିଲାମୀରେ ଶୁଭ୍ରାଂଶୁ

କଟକ ଅଫିସ,୧୪ା୧୨- ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ଆଗାମୀ ସଂସ୍କରଣ ପାଇଁ ହେବାକୁ ଥିବା ନିଲାମ ପ୍ରକ୍ରିୟାରେ ସାମିଲ ହେବେ ଜଣେ ଓଡ଼ିଆ ପ୍ରତିଭାବାନ ଖେଳାଳି। ଏହି ଖେଳାଳି…

ସାହାଣୀ କପ୍‌ ଫୁଟବଲ: ସୁନ୍ଦରଗଡ଼ ଚାମ୍ପିୟନ

ବରଗଡ଼ ଅଫିସ୍‌,୧୪।୧୨ ବରଗଡ଼ ଲେଙ୍ଗୁ ମିଶ୍ର ଷ୍ଟାଡ଼ିୟମରେ ଶୁକ୍ରବାର ଆନ୍ତଃ ଜିଲା ସାହାଣୀ କପ୍‌ ଫୁଟବଲ ପ୍ରତିଯୋଗିତାର ଫାଇନାଲ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁନ୍ଦରଗଡ଼ ୨-୦ ଗୋଲରେ…

ପର୍ଥ ଟେଷ୍ଟ: ଦୃଢ଼ ସ୍ଥିତିରେ ଅଷ୍ଟ୍ରେଲିଆ

ପର୍ଥ, ୧୪।୧୨- ସ୍ଥାନୀୟ ପର୍ଥ କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟରେ ଅଷ୍ଟ୍ରେଲିଆ ମଜଭୁତ ସ୍ଥିତିରେ ରହିଛି। ମାର୍ନୁସ ଲାବୁସେନଙ୍କ ଶତକପରେ…

ଇଷ୍ଟ୍‌ ଇଣ୍ଡିଆ ଓପନ୍‌ ସ୍ନୁକର: ପ୍ରି-କ୍ୱାର୍ଟରରେ ସୁବ୍ରତ

ଭୁବନେଶ୍ୱର,୧୪।୧୨(ସ୍ପୋଟର୍‌ସ ବ୍ୟୁରୋ)- ପାଟଣାରେ ଚାଲିଥିବା ଇଷ୍ଟ ଇଣ୍ଡିଆ ସ୍ନୁକର ଚାମ୍ପିୟନଶିପ୍‌ରେ ଓଡ଼ିଶାର ସୁବ୍ରତ ଦାସ ରାଉଣ୍ଡ ଅଫ୍‌ ୧୬ ବା ପ୍ରି- କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।…

୨୦୨୦ରେ ଏଫ୍‌ଆଇଏଚ୍‌ ନୂଆ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ ସିଷ୍ଟମ୍‌ ଆରମ୍ଭ କରିବ

ଲଉସେନ,୧୪।୧୨(ପି.ଟି.)- ୨୦୨୦ ବର୍ଷ ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ଶୁକ୍ରବାର ନୂଆ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ ପ୍ରଣାଳୀ ଆରମ୍ଭ କରିବ। ତେବେ ଏହି ର଼୍ୟାଙ୍କିଙ୍ଗ୍‌ ମ୍ୟାଚ୍‌ ଉପରେ…

ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ: ଦୁଇଦିନିଆ କର୍ମଶାଳା, ପ୍ରଶିକ୍ଷଣ ଉଦ୍‌ଘାଟିତ

ପୁରୀ ଅଫିସ, ୧୩ା୧୨: ସ୍ଥାନୀୟ ଆୟୁର୍ବେଦ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନର ଦ୍ୱିଦିବସୀୟ କାର୍ଯ୍ୟକର୍ତ୍ତା କର୍ମଶାଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁକ୍ରବାର ଉଦ୍‌ଘାଟିତ…

ଶେଷ ପର୍ଯ୍ୟାୟରେ ସାନଛତା ମଠ ଉଚ୍ଛେଦ: ଶନିବାର ଭଙ୍ଗାଯିବ ଘରୋଇ କୋଠା

ପୁରୀ ଅଫିସ, ୧୩ା୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛିି। ମଙ୍ଗୁ ମଠର ବ୍ୟବସାୟିକ କୋଠା ଭାଙ୍ଗିବା ପରେ ତିନିଦିନ ଧରି…