ମର୍ସିଡିଜ୍‌ ଚଲାଇ ହଠାତ୍‌ ମନ୍ଦିରରେ ପହଞ୍ଚିଲେ ଧୋନୀ

ରାଞ୍ଚି,୨୧।୧:ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ନିଜ ସହ ସହର ରାଞ୍ଚିରେ ପରିବାର ସହ ସମୟ ବିତାଉଛନ୍ତି। ଆଇପିଏଲ ପୂର୍ବରୁ ସେ କ୍ରିକେଟ…

ଏସ୍‌ସିବି ପ୍ରସୂତି ରୋଗ ବିଭାଗ ହେବ ସେଣ୍ଟର ଅଫ ଏକ୍ସିଲେନ୍ସ

କଟକ ଅଫିସ, ୨୧। ୧: ଏସ୍‌ସିବି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗ ଉତ୍କର୍ଷ ପ୍ରତିଷ୍ଠାନ ବା ସେଣ୍ଟର ଅଫ ଏକ୍ସିଲେନ୍ସ ମାନ୍ୟତା ପାଇବ। ୨୧୦…

ପାଣି, ପବନ ଓ ବିଦ୍ୟୁତ୍‌ ଶକ୍ତିରୁ ତିଆରି ହେଲା ବିକଳ୍ପ ଖାଦ୍ୟ: ରହିବେନି କେହି ଭୋକିଲା

ହେଲସିଙ୍କି,୨୧।୧: ଆଗାମୀ ଦିନରେ ପୃଥିବୀର ଖାଦ୍ୟ ସମସ୍ୟା କିଭଳି ଦୂର କରାଯିବ ସେ ନେଇ ବୈଜ୍ଞାନିକମାନେ ଗବେଷଣା ଜାରି ରଖିଛନ୍ତି। ଏହି ମର୍ମରେ ଫିନ୍‌ଲାଣ୍ଡର ବୈଜ୍ଞାନିକ ପାଣି,…

ଏସୀୟ ରାଷ୍ଟ୍ରରେ ହେବ ଓଡ଼ିଶା ପର୍ଯ୍ୟଟନର ପ୍ରଚାର

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ୨୦୨୨ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି…

ଭୁଲ ତଥ୍ୟ ଦେଇ ବିବାଦରେ ତ୍ରୀନଗର ବିଧାୟକ: ଏଏପି କାଟିଲା ପ୍ରାର୍ଥୀ ଟିକେଟ

ନୂଆଦିଲ୍ଲୀ,୨୧।୧: ପୂର୍ବତନ ମନ୍ତ୍ରୀ ତଥା ଦିଲ୍ଲୀ ତ୍ରୀନଗରରୁ ବିଧାୟକ ଜିତେନ୍ଦ୍ର ସିଂହ ତୋମାରଙ୍କ ଟିକେଟକୁ ଆମ ଆଦମୀ ପାର୍ଟି (ଏଏପି) କାଟିଦେଇଛି। ଜିତେନ୍ଦ୍ରଙ୍କ ଟିକେଟ କାଟି ତାଙ୍କ…

ହାତୀ ଆକ୍ରମଣରେ ଚାଷୀ ମୃତ

ଦିଗପହଣ୍ଡି,୨୧।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ସାନାଦାଣ୍ଡ ସାହିର ଆଲୁ.ଲାଚ୍ଛେୟା। ସୂଚନାଯୋଗ୍ୟ, ମଙ୍ଗଳବାର ଦିଗପହଣ୍ଡି-ନିମପଲ୍ଲୀ…

ସଚିନ୍‌ ତେନ୍ଦୁଲକର ରିକି ପଣ୍ଟିଂଙ୍କ ଦଳକୁ ଦେବେ କୋଚିଂ

ସିଡ୍‌ନୀ,୨୧।୧: ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ୍‌ ତେନ୍ଦୁଲକରଙ୍କୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସଚିନ୍‌ ଖୁବ୍‌ ଶୀଘ୍ର କୋଚ୍‌ ଭୂମିକାରେ ଦେଖାଦେବେ। ମଙ୍ଗଳବାର ଅଷ୍ଟ୍ରେଲିଆ…

ପୁରୀ ସମୁଦ୍ରରୁ ବିରଳ ସାର୍କ ଶିକାର

ପୁରୀ ଅଫିସ,୨୧।୧:ପୁରୀ ସମୁଦ୍ରରୁ ବିରଳ ପ୍ରଜାତିର ସାର୍କ ମାଛ ଶିକାର କରାଯାଉଛି। ମୁନାଫାଖୋର ମତ୍ସ୍ୟ ବ୍ୟବସାୟୀ ମତ୍ସ୍ୟଜୀବୀଙ୍କୁ ହାତ କରି ଏହି ମାଛକୁ ବିଦେଶ ରପ୍ତାନି କରୁଛନ୍ତି।…

ମାଲେସିଆ ଭାରତ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅକ୍ଷମ: ମୋହାତିର୍‌ ମହମ୍ମଦ୍‌

କୁଆଲାଲମ୍ପୁର,୨୧।୧: ଭାରତ ମାଲେସିଆରୁ ପାମ୍‌ ଅଏଲ୍‌ ଆମଦାନୀ କରିବା ଉପରେ କଡ଼ା କଟକଣା ଜାରି କରିଛି। ତେବେ ଏହାକୁ ନେଇ ମାଲେସିଆ ପ୍ରଧାନମନ୍ତ୍ରୀ ମୋହାତିର୍‌ ମହମ୍ମଦ୍‌ ଏକ…

କେଜରିଓ୍ବାଲଙ୍କ ବିପକ୍ଷରେ ଲଢିବାକୁ ଭାଜପା ଘୋଷଣା କଲା ପ୍ରାର୍ଥୀଙ୍କ ନାମ

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୦ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଜନତା ଦଳ ୟୁନାଇଟେଡ(ଜେଡିୟୁ) ଓ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ସହ ମେଣ୍ଟ କରିବା ପରେ…