ଉତ୍ସର୍ଗୀକୃତ ସ୍ବାସ୍ଥ୍ୟସେବା ପାଇଁ କେନ୍ଦ୍ରାପଡ଼ାର ୪ଜଣ ପୁରୁସ୍କୃତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ହେଲ୍‌ଥ ଆଣ୍ଡ ଓ୍ବେଲ୍‌ନେସ୍‌ ସେଣ୍ଟରରେ ଉତ୍ସର୍ଗୀକୃତ ସେବା ପ୍ରଦାନ ଲାଗି କେନ୍ଦ୍ରାପଡ଼ାର ୪ଜଣଙ୍କୁ ପୁରସ୍କୃତ କରାଯାଇଛି। ସେମାନେ ହେଲେ ଜିଲାର ଓଳାଭର ହେଲ୍ଥ ଆଣ୍ଡ ଓ୍ବେଲ୍‌ନେସ୍‌…

୧ଲକ୍ଷ ବ୍ୟାଙ୍କରୁ ଉଠାଇ ଫେରୁଥିଲେ ଚାଷୀ: ଝାମ୍ପିନେଲେ ଦୁର୍ବୃତ୍ତ

ଭବାନୀପାଟଣା,୧୩।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉକେତ୍ଲା ଏନ୍‌ଏଚ୍‌ ୨୬ରେ ଦୁର୍ବୃତ୍ତମାନେ ଜଣେ ଚାଷୀଙ୍କଠାରୁ ଲକ୍ଷେ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଉକେତ୍ଲାର ରୁପଚନ୍ଦ ଜୈନ…

ବଧୂହତ୍ୟା ଅଭିଯୋଗ: ସ୍ବାମୀ ସହିତ ଭାଉଜ ଗିରଫ

ଯାଜପୁର,୧୩।୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଧୀନ ରତଳାଙ୍ଗ ଗ୍ରାମରେ ବଧୂହତ୍ୟା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ ଗ୍ରାମର ଲକ୍ଷ୍ମୀଧର ସାମଲଙ୍କ ସ୍ତ୍ରୀ କବିତା…

ସଡ଼କ ସୁରକ୍ଷା, ପ୍ରଦୂଷଣ ପ୍ରତିକାର ଦାବିରେ ଜିଲାପାଳଙ୍କୁ ଭେଟିଲେ ବରିଷ୍ଠ ନାଗରିକ

ବରଗଡ଼ ଅଫିସ,୧୩।୧୨: ବରଗଡ଼ ସହରସ୍ଥିତ ଭଟଲି ଛକ ତଥା ସଂଲଗ୍ନ ରାସ୍ତାର ବିକାଶ, ସହରକୁ ଆସୁଥିବା ଯାତ୍ରୀଙ୍କ ସୁରକ୍ଷା ଏବଂ ପ୍ରଦୂଷଣର ପ୍ରତିକାର ଦାବିରେ ଶୁକ୍ରବାର ସ୍ଥାନୀୟ…

ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଟଙ୍କା, ସୁନା ନେଇଗଲେ ଦୁର୍ବୃତ୍ତ

ଭବାନୀପାଟଣା,୧୩।୧୨(ଡି.ଏନ୍‌ଏ.): କଳାହାଣ୍ଡି ଜିଲା ଥୁ.ରାମପୁର ଥାନା ଅନ୍ତର୍ଗତ ଫଟକିମହୁଲ ଗ୍ରାମରେ ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କୁ ମାରଣାସ୍ତ୍ର ଦେଖାଇ ଆକ୍ରମଣ କରିବା ସହ ଟଙ୍କା, ସୁନା ଓ…

ଘଟଗାଁ ଥାନା ଅଞ୍ଚଳରେ ମହିଳାଙ୍କୁ ଗଣବଳାତ୍କାର, ୨ ଗିରଫ

କେନ୍ଦୁଝର, ୧୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣ ବିବାହିତ ବ୍ୟକ୍ତିଙ୍କୁ…

ନକଲି ବନ୍ଧୁକ ଦେଖାଇ ପ୍ରେମ ନିବେଦନ: ଯୁବକଙ୍କୁ କାବୁକରି ନିସ୍ତୁକ ମାଡ଼ ପରେ ପୋଲିସ ଜିମା

ସମ୍ବଲପୁର,୧୩।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଟାଉନ ଥାନା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଛକଠାରେ ଶୁକ୍ରବାର ଏକ ରୋମାଞ୍ଚକର ଘଟଣା ଦେଖିବାକୁ ମିଳିଛି । ଜଣେ ଯୁବକ କଲେଜ ଛାତ୍ରୀଙ୍କୁ…

ରାଶିଫଳ: ଶନିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ପ୍ରିୟ କଥା କହିବା କାରଣରୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ନିଜ ପରିବେଶରେ ସହମତି ଭିତ୍ତିରେ କାର୍ଯ୍ୟକଲେ ସଫଳତା ପାଇବେ…

ହରିଦ୍ୱାର-ଋଷିକେଶକୁ ଗଲେ ୯୭୦ଜଣ ବରିଷ୍ଠ ତୀର୍ଥଯାତ୍ରୀ, କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ବାଲେଶ୍ୱର ଷ୍ଟେଶନରୁ ହରିଦ୍ୱାର-ଋଷିକେଶକୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଷ୍ଟେଶନରୁ…

ଏସବୁ ଅଭିନେତ୍ରୀ ଡିଭର୍ସିଙ୍କୁ କରିଛନ୍ତି ବିବାହ

ଏସବୁ ଅଭିନେତ୍ରୀ ଡିଭର୍ସିଙ୍କୁ କରିଛନ୍ତି ବିବାହ ବଲିଉଡ୍‌ର କିଛି ନାମୀଦାମୀ ଅଭିନେତ୍ରୀ ଡିଭର୍ସିଙ୍କ ହାତ ଧରିଛନ୍ତି। ଜାଣନ୍ତୁ ସେମାନଙ୍କ ସମ୍ପର୍କରେ... କରୀନା କପୁର: କରୀନା କପୁର ସୈଫ…