ନେତାନ୍ୟାହୁଙ୍କ ଗାଜା ଦଖଲ ଯୋଜନା: ଅଭୂତପୂର୍ବ ଉତ୍ତେଜନା

ତେଲ୍‌ଆଭିଭ/ଗାଜା ସିଟି,୧୧ା୮:ଇସ୍ରାଏଲୀ ଡିଫେନ୍ସ ଫୋର୍ସେସ୍‌ (ଆଇଡିଏଫ୍‌) ଗତ ୨୨ ମାସ ମଧ୍ୟରେ ଗାଜା ଷ୍ଟ୍ରିପ୍‌ର ପ୍ରାୟ ୭୫ ଭାଗ ଦଖଲ କରିସାରିଲାଣି। ଅବଶିଷ୍ଟ ୨୫% ଅଞ୍ଚଳ ଅକ୍ତିଆର…

ପାନୀୟ ଜଳ ଓ ଦୀର୍ଘାୟୁ ଜୀବନ

ପୃଥିବୀ ପୃଷ୍ଠରେ ରହିଥିବା ସମସ୍ତ ବୃକ୍ଷଲତା ଓ ସମସ୍ତ ପ୍ରାଣୀଜଗତ ଜଳ ବିନା ବଞ୍ଚତ୍ରହିବା ଅସମ୍ଭବ। ଜଳ ହିଁ ଜୀବନ। ବୃକ୍ଷଲତା ଆଦି ପାଇଁ ଜଳର ପ୍ରକାରଭେଦ…

ବରଗଡ଼ରେ ପୁଣି ମାଡ଼ିଲା ବୁଲଡୋଜର

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପ୍ରଶାସନ ସହର ରାସ୍ତାପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାକୁ ଜୋରଦାର୍‌ କରିଛି। ସ୍ଥାନୀୟ ଲମ୍ବା ବିଲଡ଼ିଂରୁ ଭଟଲି ଛକ ରାସ୍ତାପାର୍ଶ୍ୱରେ ଉଚ୍ଛେଦ ପ୍ରକ୍ରିୟା…

ଆସୁଛି ୨ ଲଘୁଚାପ: ୧୨ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୧ା୮(ଅନୁରାଧା ମହାରଣା):ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବାବେଳେ ଦିନରେ ଖରା, ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ଆଗକୁ ୨ଟି ଲଘୁଚାପ ହେବାର ଥିବାରୁ ବର୍ଷା ପରିମାଣ ବୃଦ୍ଧି…

କୁଆଡ଼େ ଗଲେ ଜଗଦୀପ ଧନକର: ମିଳୁନି ଖୋଜଖବର, ହୋଇପାରୁନି ସମ୍ପର୍କ

ନୂଆଦିଲ୍ଲୀ,୧୧।୮: ଦେଶର ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନକର ୨୧ ଜୁଲାଇରେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ। ସେ ଏହି ଇସ୍ତଫା ପଛରେ ସ୍ବାସ୍ଥ୍ୟ କାରଣ ଦର୍ଶାଇଥିଲେ। ତଥାପି,…

ଦ୍ୱାଦଶ ଆଦିତ୍ୟଙ୍କ ଅନୁଷ୍ଠାନ ବେଳେ ପଡ଼ିଥିଲା ବାର ହରିବୋଲ

ଗଜପତିଙ୍କର ସାମ୍ରାଜ୍ୟ ବିଜୟ ସ୍ମାରକୀ ଥିଲା ଅ୧୮ଙ୍କ କାର୍ତ୍ତିକ ଶୁକ୍ଳ ଦଶମୀ। ପଞ୍ଚୁକ ଦିନ। ସେହିଦିନ ଭୁବନେଶ୍ୱର ରାଜଗୁରୁ, ନରସିଂହପୁରର ଆନନ୍ଦ ରଥ ପହଞ୍ଚତ୍ଥିଲେ କୋଣାର୍କରେ। ଗଜପତିଙ୍କ…

ଟ୍ରମ୍ପ-ପୁଟିନଙ୍କ ସାକ୍ଷାତ ପୂର୍ବରୁ ଚାରିଆଡ଼େ ହଲଚଲ: ସାରା ବିଶ୍ୱର ବଦଳିଯିବ ନକ୍ସା

ଓ୍ବାଶିଂଟନ୍‌,୧୧।୮: ଆଲାସ୍କାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାକ୍ଷାତ ପୂର୍ବରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ…

ଯୋଗ କରିବା ସମୟରେ ଏହି କଥା ପ୍ରତି ଦିଅନ୍ତୁ ଧ୍ୟାନ…

ବର୍ତ୍ତମାନ ଆମ ଜୀବନରେ ଯେଉଁ ପ୍ରମୁଖ ଜିନିଷର ଆବଶ୍ୟକତା ରହିଛି ତାହା ହେଲା ଯୋଗ। ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ଯୋଗ କରନ୍ତି ତେବେ…

ବରଗଡ଼ରେ ଆଉ ଏକ ବଳଙ୍ଗା କାଣ୍ଡ: ପେଟ୍ରୋଲ ଢାଳି ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ, ଖେଳପଡ଼ିଆରୁ ମିଳିଲା…

ବରଗଡ଼,୧୧ା୮(ପ୍ରେମାନନ୍ଦ ଖମାରୀ): ବାଲେଶ୍ୱର, ବଳଙ୍ଗା, କେନ୍ଦ୍ରାପଡ଼ା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲଟ ଥାନା ଅନ୍ତର୍ଗତ ଫିରିଙ୍ଗିମାଲ ଗ୍ରାମରୁ ସୋମବାର ସକାଳେ ଏକ ଲୋମ ଟାଙ୍କୁରା…

ପୁଣି ମୁହାଁମୁହିଁ ଭାରତ-ପାକିସ୍ତାନ: ଆଜିଠାରୁ ଯୁଦ୍ଧାଭ୍ୟାସ

ନୂଆଦିଲ୍ଲୀ,୧୧ା୮:ଭାରତୀୟ ନୌସେନାର ଯୁଦ୍ଧଜାହାଜଗୁଡ଼ିକ ମଙ୍ଗଳବାର ଓ ବୁଧବାର ଆରବ ସାଗରରେ ସମରାଭ୍ୟାସ ପାଇଁ କାର୍ଯ୍ୟକ୍ରମ ସ୍ଥିର କରିଥିବାବେଳେ ପାକ୍‌ ନୌସେନା ମଧ୍ୟ ସେହି ସମୟରେ ଯୁଦ୍ଧାଭ୍ୟାସ କରିବାକୁ…