ବାରାପୁର-ଗରସଙ୍ଗ ରାସ୍ତା କାମ ଅସମ୍ପୂର୍ଣ୍ଣ: ଧାରଣାରେ ବସିଲେ ୨ କଲେଜର ଛାତ୍ରୀଛାତ୍ର

ଖଇରା,୨୧।୧(ଡି.ଏନ.ଏ.)- ବାଲେଶ୍ୱର-ଭଦ୍ରକ ୨ ଜିଲାକୁ ସଂଯୋଗ କରୁଥିବା ବାରାପୁର-ଅନ୍ତରା ଆର୍‌ଡି ରାସ୍ତା ୧ବର୍ଷରୁ ଊର୍ଦ୍ଧ୍ୱ ହେଲା ଅସମ୍ପୂର୍ଣ୍ଣ ହୋଇ ରହିଛି। ଠିକାଦାର ରାସ୍ତାକୁ ମେଟାଲିଂ କରି ବିଲ୍‌…

ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟନୀ ମ୍ୟାଚରେ କଟକ ବିଡ଼ାନାସୀ ବିଜୟୀ

ଗଣିଆ,୨୧ା୧(ଡି.ଏନ.ଏ.): ଗଣିଆ ମହାବୀର ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ଗଣିଆ ମିନି ଷ୍ଟାଡିୟମରେ ସୋମବାର ରାଜ୍ୟସ୍ତରୀୟ ଗଣିଆ କପ ଫୁଟବଲ ଟୁର୍ନାମେଣ୍ଟ ୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ କୃଷିମନ୍ତ୍ରୀ…

ପୁଅ ବାହାଘର ଶୋଭାଯାତ୍ରାରେ ବାପାର ଅକାଳ ମୃତ୍ୟୁ

ବାଲୁଗାଁ,୨୧ା୧(ଡ଼ି.ଏନ.ଏ.): ପୁଅ ବାହାଘର ଶୋଭାଯାତ୍ରା ବେଳେ ବାପାର ଅକାଳ ମୃତ୍ୟୁ ଭଳି ଏକ ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି । ମୃତକ ହେଲେ…

ସ୍ଥାୟୀ ବାସିନ୍ଦା ପ୍ରମାଣପତ୍ର ନ ଥିବାରୁ ଉଦ୍‌ବେଗ

ଜଗତ୍‌ସିଂହପୁର ଅଫିସ୍‌, ୨୧ା୧: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଦେଶରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି। ଏପରିପ୍ରେକ୍ଷୀରେ ଜଗତ୍‌ସିଂହପୁର ଜିଲାର ଶତାଧିକ ପରିବାର ସ୍ଥାୟୀ ବାସିନ୍ଦା ପ୍ରମାଣପତ୍ର…

ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳାର ୬ଷ୍ଠ ସନ୍ଧ୍ୟା: ‘ଗ୍ରନ୍ଥ ବି ସମାଜରେ ବିପ୍ଳବ ଆଣିପାରେ’

ଜଗତ୍‌ସିଂହପୁର ଅଫିସ୍‌, ୨୧ା୧: ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ସାହିତ୍ୟ ଉପରେ ଆଧାରିତ ଲିଖିତ ଗ୍ରନ୍ଥ ହୋମରୁଲ୍‌ ଓ ସର୍ବୋଦୟ ବେସ୍‌ ହୃଦୟସ୍ପର୍ଷୀ। ଆଦର୍ଶ ଓ ସମନ୍ବୟର ଏହି…

ବେଆଇନ ଦର୍ଶାଇ ବନ୍ଦ କରାଯାଇଥିଲା ଭିନ୍ନକ୍ଷମଙ୍କ ୨୨ ମାସର ଭତ୍ତା କୋର୍ଟଙ୍କ ନିର୍ଦ୍ଦେଶ ପରେ ଦେଲା ବ୍ଲକ ପ୍ରଶାସନ

ଏରସମା,୨୧ା୧(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ଭିତର ଅନ୍ଧାରୀ ପଞ୍ଚାୟତସ୍ଥିତ ଜାମୁକଣ ଗ୍ରାମର ଭିନ୍ନକ୍ଷମ ଲକ୍ଷ୍ମୀଧର ମହାପାତ୍ର ୨୨ମାସ ଧରି ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଥିଲେ। ଫଳରେ ଏ…

ରାୟଗଡ଼ାରେ ରାଜସ୍ଥାନ କୁମ୍ଭାରଙ୍କ ବେଶ୍‌ ଚାହିଦା

ରାୟଗଡ଼ା ଅଫିସ ,୨୧।୧ ରାଜ୍ୟ ବାହାର କୁମ୍ଭାରଙ୍କ ରାୟଗଡ଼ାରେ ବେଶ୍‌ ଚାହିଦା ା ରାୟଗଡ଼ାରେ ପ୍ରତି ବର୍ଷ ପୂଜା ପାର୍ବଣ ସମୟରେ ସେମାନଙ୍କୁ ଦେଖିବାକୁ ମିଳିଥାଏ ା…

ବର୍ଷବର୍ଷ ଧରି ବାରଣ୍ଡାରେ ପଢୁଛନ୍ତି ୨ ଶ୍ରେଣୀର ଛାତ୍ରୀଛାତ୍ର

ଝରିଗାଁ, ୨୧।୧(ସ୍ବ.ପ୍ର.) -  ଗ୍ରାମାଞ୍ଚଳରେ ଗୁଣାତ୍ମକ ଶିକ୍ଷା ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ଏହାର ସଫଳ ରୂପାୟନ ହୋଇପାରୁନି କେଉଁଠି…

ପ୍ରଶାସନ ଉଦାସୀନତାର ପ୍ରତିବାଦ:ସୁକୁମାରେ ମିିଶିବାକୁ ଯାଉଥିଲେ ଗ୍ରାମବାସୀ

ମାଲକାନଗିରି,୨୧।୧ (ଡି.ଏନ୍‌.ଏ.) ମାଲକାନଗିରି ଜିଲା ସଦର ବ୍ଲକ ମାଟାପାକା ପଞ୍ଚାୟତ କତାମାଟେରୁ ଗ୍ରାମର ୧୫୦ ଆଦିବାସୀ ପରିବାର ନିଜ ପୂର୍ବ ନିଷ୍ପତ୍ତି ଅନୁସାରେ ସୋମବାର ସୁକୁମାରେ ମିଶିବା…

ପାଟରପଦା ସରପଞ୍ଚ ବହିଷ୍କୃତ

ପରଜଙ୍ଗ, ୨୧।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତି ଅଭିଯୋଗ ଘଟଣାରେ ବହିଷ୍କୃତ ହୋଇଛନ୍ତି ସରପଞ୍ଚ ଦୁଃଶାସନ ବିଶ୍ୱାଳ।…