ଫେରାର୍‌ ବଳାତ୍କାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୨୧।୧(ଡି.ଏନ.ଏ): ଏକ ବଳାତ୍କାର ମାମଲାରେ ସମ୍ପୃକ୍ତ ଥାଇ ୧୨ ବର୍ଷ ଧରି ଫେରାର୍‌ ଥିବା ଅଭିଯୁକ୍ତଙ୍କୁ ସୋମବାର ଦାରିଙ୍ଗବାଡ଼ି ଥାନା ପୋଲିସ ଗିରଫ କରିଛି। ସେ ହେଲେ…

ଅଟୋ-ବୋଲେରୋ ଧକ୍କା: ଜଣେ ମୃତ

ଜି.ଉଦୟଗିରି,୨୧ା୧(ଡି.ଏନ.ଏ.)-ଜି.ଉଦୟଗିରି ସହରର ଡୁଗୁଡ଼ି ଶଙ୍ଖ ସାହି ରାସ୍ତାରେ ସୋମବାର ଏକ ଅଟୋ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଡ଼ାସକୁପା…

ନାରୀଙ୍କ ଉଦାହରଣ ସାଜିଛନ୍ତି ସୁମିତ୍ରା

ବ୍ରହ୍ମପୁର ଅଫିସ,୨୧ା୧-ରେଶମନଗରୀ ମହିଳାମାନେ ସର୍ବଦା ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଥାନ୍ତି ା ଅନ୍ୟ ଉପରେ ନିର୍ଭର ନ କରି ନିଜେ ସ୍ବାବଲମ୍ବୀ ହୋଇ ପରିବାର ସମ୍ଭାଳୁଛନ୍ତି…

ହୁମ୍ମା ଶୁଖୁଆ ହାଟରେ ମହିଳା ବ୍ୟବସାୟୀଙ୍କୁ ଶୋଷଣ

ଛତ୍ରପୁର,୨୧ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ହୁମ୍ମା ଶୁଖୁଆ ହାଟରେ ବ୍ୟବସାୟୀମାନଙ୍କୁ ପାନୁ ଆଦାୟ ନଁାରେ ଶୋଷଣ କରାଯାଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କଲେ ଧମକ ଚମକଠାରୁ ଆରମ୍ଭ କରି…

ଶିକ୍ଷାବିତ୍‌ ତାରାପ୍ରସାଦ ମହାପାତ୍ରଙ୍କ ପରଲୋକ

ବ୍ରହ୍ମପୁର ଅଫିସ,୨୧।୧: ବରିଷ୍ଠ ଶିକ୍ଷାବିତ୍‌ ତଥା ସ୍ବର୍ଗତ ପଣ୍ଡିତ ବାଇକୋଳି ମହାପାତ୍ର(ଜ୍ୟୋତିଷ ବିଶାରଦ)ଙ୍କ ପୁତ୍ର ତାରାପ୍ରସାଦ ମହାପାତ୍ରଙ୍କ(୮୫)ର ସୋମବାର ପରଲୋକ ଘଟିଛି। ସ୍ବର୍ଗତ ମହାପାତ୍ର ଖଲ୍ଲିକୋଟର ରାମଚନ୍ଦ୍ର…

ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭଞ୍ଜନଗର,୨୧।୧(ଡି.ଏନ.ଏ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଢୋଲପିଟା ନିକଟରେ ଆଖି ଓ ହାତବନ୍ଧା ଅବସ୍ଥାରେ ଜଣେ ଅଚିହ୍ନା ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୁଣ୍ଡ ଓ…

୨୨ରେ ସୁରଟରେ ଓଡ଼ିଶା ମହୋତ୍ସବ: ଛତ୍ରପୁର ବିଧାୟକ ସମ୍ବର୍ଦ୍ଧିତ

ଛତ୍ରପୁର,(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୨୧ା୧- ଗୁଜରାଟ ରାଜ୍ୟ ସୁରଟର ଆମରୋଲିରେ ୨୨ ତାରିଖରେ ଓଡିଶା ମହୋତ୍ସବ ଅନୁଷ୍ଠିତ ହେବ ା ଏହାକୁ ଓଡିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର…

ଜେକେଏସ ରାଜ୍ୟ କରାଟେ ଚାମ୍ପିୟନଶିପ୍‌ ଉଦ୍‌ଯାପିତ

ଭୁବନେଶ୍ୱର, ୨୧।୧(କ୍ରୀଡ଼ା ପ୍ରତିନିଧି)- ଓକିନଓ୍ବା କରାଟେ ସ୍କୁଲ ଆନୁକୂଲ୍ୟରେ ଜାପାନ କରାଟେ ସୋତୋକାଇ(ଜେକେଏସ) କରାଟେ ଚାମ୍ପିୟନଶିପ୍‌ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମରେ ସଫଳତାର ସହିତ ସମ୍ପନ୍ନ ହୋଇଛି। କେବଳ…

ମନୋଜ ତିଓ୍ବାରୀଙ୍କ ତ୍ରିଶତକ

କଲ୍ୟାଣୀ (ପଶ୍ଚିମ ବଙ୍ଗ), ୨୧ା୧ (ପି.ଟି.)- ହାଇଦ୍ରାବାଦ ବିପକ୍ଷ ଗ୍ରୁପ୍‌ ଏ’ ରଣଜୀ ଟ୍ରଫି ମ୍ୟାଚରେ ସିନିୟର ବ୍ୟାଟ୍ସମ୍ୟାନ ମନୋଜ ତିଓ୍ବାରୀଙ୍କ ତ୍ରିଶତକ ସହାୟତାରେ ବେଙ୍ଗଲ ନିଜ…