ସ୍ପେଶାଲ ଅଲିମ୍ପିକ୍‌ ଭାରତ- ଓଡ଼ିଶା ଏଫ୍‌ସି ବୁଝାମଣା

ଭୁବନେଶ୍ୱର,୧୩।୧୨(ସ୍ପୋଟର୍‌ସ ବ୍ୟୁରୋ)- ତୃଣମୂଳ ସ୍ତରରେ ଫୁଟବଲର ବିକାଶ ପାଇଁ ଓଡ଼ିଶା ଏଫ୍‌ସି ସ୍ପେଶାଲ ଅଲିମ୍ପିକ୍ସ ଭାରତ (ଏସ୍‌ଓବି) ସହିତ ଏକ ବୁଝାମଣା ପତ୍ରରେ ସ୍ବାକ୍ଷର କରିଛି। ପୂର୍ବରୁ…

୩ ବର୍ଷର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୩-୧୨: ନଭେମ୍ବରରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ୩ ବର୍ଷର ସର୍ବୋଚ୍ଚ ସ୍ତର ୫.୫୪% ସ୍ତର ଛୁଇଁଛି। ଖାଦ୍ୟ ସାମଗ୍ରୀ ଦର ବଢିବାରୁ ଏଭଳି ସ୍ଥିତି ଉପୁଜିଥିବା ଜଣାପଡିଛି।…

ଶିଳ୍ପ କ୍ଷେତ୍ର ଉତ୍ପାଦନ ହ୍ରାସ ଧାରା ଜାରି

ନୂଆଦିଲ୍ଲୀ,୧୩-୧୨: ମାନ୍ଦାବସ୍ଥା ଦେଶର ଅର୍ଥ ବ୍ୟବସ୍ଥାକୁ ଏବେ ମଧ୍ୟ ଜାବୁଡି ଧରିଛି। ଏହାର ପ୍ରଭାବରେ ଲଗାତର ତୃତୀୟ ମାସ ଲାଗି ଦେଶର ଉଦ୍ୟୋଗଗୁଡିକର ଉତ୍ପାଦନ ଖସିଛି। ଚଳିତ…

ଆସାମରେ ଫସିଛନ୍ତି ଓଡ଼ିଶା ଜୁନିୟର କ୍ରିକେଟର୍‌: ବିସିସିଆଇର ସହାୟତା ଲୋଡ଼ିଲା ଓସିଏ; ହୋଟେଲ ବାହାରେ ବିକ୍ଷୋଭ, ଚିନ୍ତାରେ ଅଭିଭାବକ

କଟକ ଅଫିସ,୧୩ା୧୨- ନାଗରିକତ୍ୱ ସଂଶୋଧନ ବିଲ୍‌(ସିଏବି)କୁ ବିରୋଧ କରି ଆସାମରେ ନିଆଁ ଜଳୁଥିବା ବେଳେ ଏଥିରେ ଫସିଛନ୍ତି ଓଡ଼ିଶାର ୧୯ ବର୍ଷରୁ କମ୍‌ ଜୁନିୟର ବାଳକ ଦଳର…

ପିସିସି ବଦଳାଅ, କଂଗ୍ରେସ ବଞ୍ଚାଅ:କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ଭେଟିବାକୁ ଦିଲ୍ଲୀ ଯାତ୍ରା

କଟକ ଅଫିସ,୧୩ା୧୨:ପିସିସି ବଦଳାଅ, ଓଡ଼ିଶାରେ କଂଗ୍ରେସକୁ ବଞ୍ଚାଅ। ପିସିସି ସଭାପତିଙ୍କୁ ବଦଳାଇବା ଦାବି କଂଗ୍ରେସରେ ଜୋର ଧରିବାରେ ଲାଗଛି। ଏହି ଦାବି ନେଇ ଦଳର କର୍ମକର୍ତ୍ତାମାନେ ଗୁରୁବାର…

ସିନ୍ଧୁ ପୁଣି ପରାସ୍ତ

ଗୁଆଙ୍ଗଝୋ, ୧୩ା୧୨ (ପି.ଟି.)- ବର୍ଷର ଶେଷ ପ୍ରତିଯୋଗିତା ବିଡବ୍ଲ୍ୟୁଏଫ୍‌ ଓ୍ବାର୍ଲଡ ଟୁର୍‌ ଫାଇନାଲରେ ଗତଥରର ଚାମ୍ପିୟନ ପି.ଭି ସିନ୍ଧୁଙ୍କ ଅଭିଯାନ ଆପାତତଃ ଶେଷ ହୋଇଯାଇଛି। ଭାରତୀୟ ଖେଳାଳି…

ଉଦ୍ଧବଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ:ଶିବସେନାକୁ ଗୃହ, ଏନ୍‌ସିପିକୁ ଅର୍ଥ

ମୁମ୍ବାଇ, ୧୩ା୧୨(ପି.ଟି.):ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଗୁରୁବାର ତାଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ କରିଛନ୍ତି। ଶିବସେନାକୁ ଗୁରୁତ୍ୱପୂର୍ଣ୍ଣ ଗୃହ ବିଭାଗ ମିଳିଥିବାବେଳେ ସହଯୋଗୀ ଏନ୍‌ସିପିକୁ ଅର୍ଥ ଓ କଂଗ୍ରେସକୁ…

ଝାଡ଼ଖଣ୍ଡରେ ୬୨% ମତଦାନ

ରାଞ୍ଚି, ୧୩ା୧୨(ପି.ଟି.):ଝାଡ଼ଖଣ୍ଡ ବିଧାନସଭା ଲାଗି ଗୁରୁବାର ଅନୁଷ୍ଠିତ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବାବେଳେ ୬୨ ପ୍ରତିଶତ ଭୋଟଗ୍ରହଣ କରାଯାଇଥିବା ଜଣାପଡ଼ିଛି। ୮ ଜିଲାର ୧୭ ଟି ଆସନରେ…

ଲୋକ ସଭା, ବିଧାନସଭାରେ ସ୍ଥାନ ସଂରକ୍ଷଣ ଅବଧି ୧୦ ବର୍ଷ ବଢ଼ିବ

ନୂଆଦିଲ୍ଲୀ, ୧୩ା୧୨(ଆଇଏଏନ୍‌ଏସ୍‌):ଲୋକ ସଭା ଓ ରାଜ୍ୟ ବିଧାନସଭାଗୁଡ଼ିକରେ ଏସ୍‌ସି ଏବଂ ଏସ୍‌ଟିଙ୍କ ଲାଗି ସ୍ଥାନ ସଂରକ୍ଷଣ ଅବଧି ଆଉ ୧୦ ବର୍ଷ ବଢ଼ିବ। ଏ ସମ୍ପର୍କିତ ସମ୍ବିଧାନ ସଂଶୋଧନ…

ଭାରତ ଗସ୍ତ ବାତିଲ କଲେ ବାଂଲାଦେଶର ଦୁଇ ମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୨:ନାଗରିକତ୍ୱ ସଂଶୋଧନ ବିଲ୍‌କୁ ନେଇ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ବିକ୍ଷୋଭ ଜାରି ରହିଥିବାବେଳେ ଏହାର ପ୍ରଭାବ ଭାରତର ବୈଦେଶିକ ସମ୍ପର୍କ କ୍ଷେତ୍ରରେ ମଧ୍ୟ ଦେଖିବାକୁ ମିଳିଛି। ବାଂଲାଦେଶର ଦୁଇଜଣ…