ଭାଜପା ରାଷ୍ଟ୍ରୀୟ ସଭାପତି ଚୟନ ଲାଗି ରାଜ୍ୟ ନେତାଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଭାଜପା ରାଜ୍ୟ ସଭାପତି ଭାବେ ବରିଷ୍ଠ ନେତା ସମୀର ମହାନ୍ତି ଦାୟିତ୍ୱ ନେବାପରେ ପ୍ରଥମ ଥର ଲାଗି ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ସୋମବାର ଭାଜପା ନୂତନ…

କେଜରିଓ୍ବାଲଙ୍କ ବିରୋଧରେ ଲଢିବାକୁ ଭାଜପା-କଂଗ୍ରେସକୁ ମିଳୁନାହାନ୍ତି ପ୍ରାର୍ଥୀ!

ନୂଆଦିଲ୍ଲୀ,୨୦।୧: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ନୂଆଦିଲ୍ଲୀ ଆସନରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଆମ ଆଦମୀ ପାର୍ଟି(ଏଏପି) ପକ୍ଷରୁ ସୋମବାର ନାମାଙ୍କନ ଦାଖଲ କରିବେ ବୋଲି…

ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ପାଇଁ କାଠ ଚିହ୍ନଟ ଆରମ୍ଭ

ପୁରୁଣା ଭୁବନେଶ୍ୱର,୨୦।୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜଙ୍କ ରୁକୁଣା ତଥା ଅଶୋକାଷ୍ଟମୀ ରଥଯାତ୍ରା ଆସନ୍ତା ଏପ୍ରିଲ ୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ପ୍ରସ୍ତୁତି…

ଘରକୁ ଫେରିଲେ ଇଞ୍ଜିନିୟର ଭିକାରି

ପୁରୀ ଅଫିସ/ଭୁବନେଶ୍ୱର,୨୦।୧(ବ୍ୟୁରୋ): ଘରୁ ବିମୁଖ ହୋଇ ଶ୍ରୀକ୍ଷେତ୍ରକୁ ଚାଲି ଆସିଥିଲେ। ଜଣେ ଉଚ୍ଚଶିକ୍ଷିତ ହୋଇ ମଧ୍ୟ କୌଣସି କାମଧନ୍ଦା ପାଇ ନ ଥିଲେ। କିଛିଦିନ ଏଣେତେଣେ ବୁଲିବା…

ଧୋନୀଙ୍କୁ ପଛରେ ପକାଇଲେ କୋହଲି

ବେଙ୍ଗାଲୁରୁ,୨୦।୧ - ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତ ପାଇଁ ୮୯ (୯୧ ବଲ, ୮ ଚୌକା) ରନ ଇନିଂସ…

ଆସନ୍ତା ୨୨ରେ ବିମାନରେ ଉଡ଼ିବେ ୪୪ ଦିବ୍ୟାଙ୍ଗ ପିଲା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବିମାନରେ ଉଡିବେ ଦିବ୍ୟାଙ୍ଗ ପିଲା। ଦୂର ଦିଗ୍‌ବଳୟରୁ ଦୁନିଆକୁ ଦେଖିବାର ସୌଭାଗ୍ୟ ଅର୍ଜନ କରିବେ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ, ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆ…

ମହାକାଶ ଯାନ ଖରାପ ହେଲେ ଜୀବନ ବଞ୍ଚାଇବ କ୍ରୁ ଡ୍ରାଗନ

ଓ୍ବାଶିଂଟନ, ୨୦।୧: ଏଣିକି ମହାକାଶ ମିଶନରେ କିଛି ଯାନ୍ତ୍ରିକ ଅସୁବିଧା ଉପୁଜିଲେ ଭୟ କରିବାର ନାହିଁ। ମହାକାଶ ଯାନ ଖରାପ ହେଲେ କିଭଳି ମହାକାଶଚାରୀଙ୍କ ଜୀବନ ବଞ୍ଚାଯାଇ…

ଟେକ୍ସାସ ଗୁଳିକାଣ୍ଡ: ୨ ମୃତ, ୫ ଆହତ

ସାନ୍‌ ଅନଟୋନିଓ,୨୦।୧: ଆମେରିକାର ସାନ୍‌ ଅନଟୋନିଓରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୫ ଆହତ ହୋଇଥିବା ସୂଚନା ମିଳିଛି। ଘଟଣା…

ଓଡ଼ିଶାରୁ ସର୍ବାଧିକ କୋଇଲା ସେସ୍‌ ସଂଗୃହୀତ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଖଣି ଥିବା ରାଜ୍ୟରୁ ସ୍ବତନ୍ତ୍ର ଟିକସ ଆଦାୟ ହୋଇଥାଏ। ଏହି ଟିକସ ଦେଶର ଅର୍ଥନୀତିକୁ ସମୃଦ୍ଧ କରିଥାଏ। ହେଲେ ଖଣି ଥିବା ରାଜ୍ୟର ସେପରି ଉନ୍ନତି…

ଟ୍ରାଫିକ୍‌ ନିୟନ୍ତ୍ରଣ କରିବେ ଘୋଡ଼ା ସବାର ପୋଲିସ

ମୁମ୍ବାଇ, ୨୦।୧: ମୁମ୍ବାଇରେ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ସରକାର ଏକ ନିଆରା ଉଦ୍ୟମ ଆରମ୍ଭ କରିଛନ୍ତି। ୮୮ ବର୍ଷ ପରେ ପୁଣିଥରେ ଘୋଡ଼ା ସବାର ଟ୍ରାଫିକ୍‌ ପୋଲିସଙ୍କୁ…