ଧୋନୀଙ୍କୁ ପଛରେ ପକାଇଲେ କୋହଲି

ବେଙ୍ଗାଲୁରୁ,୨୦।୧ - ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତ ପାଇଁ ୮୯ (୯୧ ବଲ, ୮ ଚୌକା) ରନ ଇନିଂସ…

ଆସନ୍ତା ୨୨ରେ ବିମାନରେ ଉଡ଼ିବେ ୪୪ ଦିବ୍ୟାଙ୍ଗ ପିଲା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବିମାନରେ ଉଡିବେ ଦିବ୍ୟାଙ୍ଗ ପିଲା। ଦୂର ଦିଗ୍‌ବଳୟରୁ ଦୁନିଆକୁ ଦେଖିବାର ସୌଭାଗ୍ୟ ଅର୍ଜନ କରିବେ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ, ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆ…

ମହାକାଶ ଯାନ ଖରାପ ହେଲେ ଜୀବନ ବଞ୍ଚାଇବ କ୍ରୁ ଡ୍ରାଗନ

ଓ୍ବାଶିଂଟନ, ୨୦।୧: ଏଣିକି ମହାକାଶ ମିଶନରେ କିଛି ଯାନ୍ତ୍ରିକ ଅସୁବିଧା ଉପୁଜିଲେ ଭୟ କରିବାର ନାହିଁ। ମହାକାଶ ଯାନ ଖରାପ ହେଲେ କିଭଳି ମହାକାଶଚାରୀଙ୍କ ଜୀବନ ବଞ୍ଚାଯାଇ…

ଟେକ୍ସାସ ଗୁଳିକାଣ୍ଡ: ୨ ମୃତ, ୫ ଆହତ

ସାନ୍‌ ଅନଟୋନିଓ,୨୦।୧: ଆମେରିକାର ସାନ୍‌ ଅନଟୋନିଓରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୫ ଆହତ ହୋଇଥିବା ସୂଚନା ମିଳିଛି। ଘଟଣା…

ଓଡ଼ିଶାରୁ ସର୍ବାଧିକ କୋଇଲା ସେସ୍‌ ସଂଗୃହୀତ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଖଣି ଥିବା ରାଜ୍ୟରୁ ସ୍ବତନ୍ତ୍ର ଟିକସ ଆଦାୟ ହୋଇଥାଏ। ଏହି ଟିକସ ଦେଶର ଅର୍ଥନୀତିକୁ ସମୃଦ୍ଧ କରିଥାଏ। ହେଲେ ଖଣି ଥିବା ରାଜ୍ୟର ସେପରି ଉନ୍ନତି…

ଟ୍ରାଫିକ୍‌ ନିୟନ୍ତ୍ରଣ କରିବେ ଘୋଡ଼ା ସବାର ପୋଲିସ

ମୁମ୍ବାଇ, ୨୦।୧: ମୁମ୍ବାଇରେ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ସରକାର ଏକ ନିଆରା ଉଦ୍ୟମ ଆରମ୍ଭ କରିଛନ୍ତି। ୮୮ ବର୍ଷ ପରେ ପୁଣିଥରେ ଘୋଡ଼ା ସବାର ଟ୍ରାଫିକ୍‌ ପୋଲିସଙ୍କୁ…

ଅର୍ଥ ବ୍ୟବସ୍ଥାର ପ୍ରକୃତ ସ୍ଥିତି ମାପିବେ ସରକାର

ନୂଆଦିଲ୍ଲୀ,୨୦-୧: ଦେଶ ମଧ୍ୟରେ ଡାଟାର ଗୁଣବତ୍ତା ନ ଥିବା ଯୋଗୁ ସରକାରଙ୍କୁ ଅନେକେ ସମାଲୋଚନା କରିଥାନ୍ତି। ସେହିଭଳି ଡାଟା ହେରଫେରର ଅଭିଯୋଗ ସରକାରଙ୍କ ବିରୋଧରେ ଆସିଛି। ଏସବୁ…

ମଠଖାଇ ମହୋତ୍ସବ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ,୨୦ା୧ : ସର୍ବଭାରତୀୟସ୍ତରୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବ ରବିବାର ଉଦ୍‌ଘାଟିତ ହୋଇଛି ା ମଠଖାଇ ମହୋତ୍ସବ କମିଟି ଅଧ୍ୟକ୍ଷ ବିଧାୟକ ନରସିଂହ ମିଶ୍ରଙ୍କ…

ଟିକସ କ୍ଷେତ୍ରରେ ଆସିପାରେ ବଡ ଘୋଷଣା

ନୂଆଦିଲ୍ଲୀ,୨୦-୧: ବଜେଟ ପ୍ରସ୍ତୁତି ପ୍ରକ୍ରିୟା ଚୂଡାନ୍ତ ପର୍ଯ୍ୟାୟରେ ରହିଛି। ସୋମବାର ହାଲଓ୍ବା ସେରିମନି ଅନୁଷ୍ଠିତ ହୋଇଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ସମେତ ବଜେଟ ପ୍ରସ୍ତୁତିରେ ସାମିଲ ଅଧିକାରୀମାନେ…

ଜଳିଗଲା ୧୧ ଏକର ଆଖୁ ଫସଲ

ଢେଙ୍କାନାଳ ଅଫିସ, ୨୦।୧: ଢେଙ୍କାନାଳ ସଦର ଥାନା ଭୋଜଦେଈପୁର ଗ୍ରାମ ଶିବ ମନ୍ଦିର ନିକଟ ଆଖୁ ଜମିରେ ରବିବାର ଅପରାହ୍ନ ୪ଟାରେ ଅଗ୍ନିକାଣ୍ଡ ଘଟି ପ୍ରାୟ ୧୧ଏକର ଫସଲ…