ରାଜ୍ୟରେ ଚାଲିଛି ୩୬ ରେଳ ପ୍ରକଳ୍ପ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଓଡ଼ିଶାରେ ବର୍ତ୍ତମାନ ୩୬ ରେଳ ପ୍ରକଳ୍ପ ରହିଛି। କେତେକ ପ୍ରକଳ୍ପର କାର୍ଯ୍ୟ ଚାଲୁଥିବାବେଳେ ଆଉକିଛି ବିଭିନ୍ନ ଅନୁମତି ଅପେକ୍ଷାରେ ରହିଛି। ସେହିଭଳି କେତେକ ପ୍ରକଳ୍ପର ଯୋଜନା…

ହାଫିଜ୍‌ ଦୋଷୀ ସାବ୍ୟସ୍ତ

ଲାହୋର,୧୨ା୧୨(ପି.ଟି.): ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ନିଷିଦ୍ଧ ଆତଙ୍କବାଦୀ ସଙ୍ଗଠନ ଜେୟୁଡି ମୁଖ୍ୟ ହାଫିଜ୍‌ ସୟିଦଙ୍କୁ ପାକିସ୍ତାନର ଆତଙ୍କବାଦ ନିରୋଧୀ ଅଦାଲତ ବୁଧବାର ଦୋଷୀ ସାବ୍ୟସ୍ତ କରିଛନ୍ତି।…

କଳା ଶୁଣାଇଥାଏ ଜୀବନର ଗାଥା

ବନ୍ତ,୧୨।୧୨(ଡି.ଏନ.ଏ.)- ଜୀବନ ପାଇଁ କଳା ଅପରିହାର୍ଯ୍ୟ। କଳା ସଂସ୍କୃତିରେ ମଣିଷ ଜୀବନର ଅନୁଭବ ହସକାନ୍ଦ ଫେଣ୍ଟି ହୋଇ ରହିଥାଏ। କଳା ପାଇଁ ସାଧନାର ପଥ ବାଛି ନେଉଥିବା…

ନାଗରିକତ୍ୱ ସଂଶୋଧନ ବିଲ୍‌ ପ୍ରସଙ୍ଗ: ବିଜେଡି-ଭାଜପା ସମ୍ପର୍କକୁ କଂଗ୍ରେସର ସମାଲୋଚନା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ବିଲ୍‌କୁ କଂଗ୍ରେସ ପାର୍ଲାମେଣ୍ଟ ଭିତରେ ଏବଂ ବାହାରେ ଜୋରଦାର ବିରୋଧ ପ୍ରଦର୍ଶନ କରିଛି। ଏହି ଅବସରରେ ନିଖିଳ ଭାରତ କଂଗ୍ରେସ…

ହାତୀପଲ ପାଇଁ ବନ ବିଭାଗ ନୟାନ୍ତ

ଜଳେଶ୍ୱର, ୧୨।୧୨(ସ୍ବ.ପ୍ର.)- ବାଲେଶ୍ୱର ଜିଲାର ଜଳେଶ୍ୱର ରେଞ୍ଜ ଅଧୀନ ରାଇବଣିଆ ସମେତ ସୀମାନ୍ତବର୍ତ୍ତୀ ମୟୂରଭଞ୍ଜ ଜିଲାର ରାସଗୋବିନ୍ଦପୁର ଓ ମୁରୁଡ଼ା ଅଞ୍ଚଳରେ ଉପଦ୍ରବ ଚଳାଇଥିବା ହାତୀପଲ ଜଙ୍ଗଲତଳି…

ଶାହାଙ୍କୁ ଘେରିଲେ ବିରୋଧୀ: ପ୍ରସାରଣ ବନ୍ଦ କଲା ଆର୍‌ଏସ ଟିଭି

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ରାଜ୍ୟ ସଭାରେ ନାଗରିକତ୍ୱ (ସଂଶୋଧନ) ବିଲ୍‌ ଆଲୋଚନା ବେଳେ ବିରୋଧୀ ଦଳର ସଦସ୍ୟମାନେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ବର୍ଷିବାରୁ ଗୃହର ଅଧ୍ୟକ୍ଷ ଏମ୍‌. ଭେଙ୍କାୟା…

ପର୍ଯ୍ୟଟନକେନ୍ଦ୍ରରେ ଅସ୍ବାସ୍ଥ୍ୟକର ପରିବେଶ: ବଣଭୋଜି ପରେ ଉଠାଯାଉନି ଖଲିପତ୍ର

ଦାରିଙ୍ଗବାଡ଼ି,୧୨।୧୨(ଡି.ଏନ.ଏ.)-ଦାରିଙ୍ଗବାଡ଼ିରବିଭିନ୍ନ ପର୍ଯ୍ୟଟନ କେନ୍ଦ୍ରରେ ଏବେ ପର୍ଯ୍ୟଟକମାନଙ୍କ ଭିଡ଼ ଜମୁଛି। ଦୈନିକ ଶତାଧିକ ପର୍ଯ୍ୟଟକ ଆସି ବଣଭୋଜି କରି ଭରପୁର ମଜା ଉଠାନ୍ତି। ଶନିବାର ଏବଂ ରବିବାର ବହୁ…

ଅଭିବୃଦ୍ଧି ପୂର୍ବାନୁମାନ ୫.୧%କୁ ହ୍ରାସ କଲା ଏଡିବି

ନୂଆଦିଲ୍ଲୀ,୧୨-୧୨: ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ବିକାଶ ହାର ଅନୁମାନକୁ ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ (ଏଡିବି) ୫.୧%କୁ କମାଇଛି। ନିଯୁକ୍ତି ହ୍ରାସ, ଗ୍ରାମାଞ୍ଚଳରେ ଚାହିଦା ହ୍ରାସ…

ନଭେମ୍ବରରେ ଶକ୍ତି ଚାହିଦା ୪.୨୮% କମିଲା

ନୂଆଦିଲ୍ଲୀ,୧୨-୧୨: ଲଗାତର ଭାବେ ୪ ମାସ ଲାଗି ଦେଶର ଶକ୍ତି ଚାହିଦା ୪.୨୮% ହ୍ରାସ ଘଟି ୯୪.୬ ବିଲିୟନ ୟୁନିଟ ରହିଛି। ବିଶେଷ କରି ଋତୁ ପରିବର୍ତ୍ତନ…

ଆମେରିକା ଭାରତର ୬ଷ୍ଠ ବୃହତ୍‌ ତୈଳ ଯୋଗାଣକାରି

ନୂଆଦିଲ୍ଲୀ,୧୨-୧୨: କୁଏଟକୁ ପଛରେ ପକାଇ ଯୁକ୍ତରାଷ୍ଟ୍ର ଆମେରିକା ଭାରତ ଲାଗି ୬ଷ୍ଠବୃହତ୍‌ ତୈଳ ଯୋଗାଣକାରୀ ସ୍ଥାନ ହାସଲ କରିଛି। ଚଳିତ ବର୍ଷ ଏପ୍ରିଲ-ନଭେମ୍ବର ସମୟରେ ଆମେରିକା ଭାରତକୁ…