ଓସ୍‌ମାନିଆ ବିଶ୍ୱବିଦ୍ୟାଳୟ ପ୍ରଫେସର ଗିରଫ; ମାଓବାଦୀଙ୍କ ସହ ସମ୍ପର୍କ ଥିବା ଅଭିଯୋଗ

ହାଇଦ୍ରାବାଦ,୧୮।୧(ପି.ଟି.): ମାଓବାଦୀଙ୍କ ସହ ସମ୍ପର୍କ ରଖିଥିବା ଅଭିଯୋଗରେ ଓସ୍‌ମାନିଆ ବିଶ୍ୱବିଦ୍ୟାଳୟର ଆସୋସିଏଟ୍‌ ପ୍ରଫେସର(ତେଲୁଗୁ ବିଭାଗ) ସି. କାସିମ୍‌ଙ୍କୁ ଶନିବାର ଗିରଫ କରାଯାଇଛି। ୨୦୧୫ରେ ମୁଗୁଲୁ ଥାନାରେ ତାଙ୍କ…

Fun with Public – Episode 19 | ଫନ୍ ୱିଥ୍ ପବ୍ଲିକ୍ – ଏପିସୋଡ୍ ୧୯

Ever tried touching your nose with your tongue? We took this challenge to the public in this episode of Dharitri…

ବାଲିଆପାଳ ଆବାସ ଯୋଜନା ଦୁର୍ନୀତି: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୧୮ା୧- ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ସରକାରଙ୍କ ଆବାସ ଯୋଜନା ବଣ୍ଟନରେ ବ୍ୟାପକ ଦୁର୍ନୀତି ହୋଇଛି। ଏଥିରେ ସରକାରୀ କର୍ମଚାରୀମାନଙ୍କ ଭୂମିକା ରହିଛି। ଏ ସମ୍ପର୍କରେ…

ଦୁର୍ନୀତିରେ ସମ୍ପୃକ୍ତ ଅଭିଯୋଗ: ଭିଏଲ୍‌ଡବ୍ଲ୍ୟୁଙ୍କ ନାମରେ ଥାନାରେ ଏତଲା ଦେଲେ ବିଡିଓ

ଯାଜପୁର ଅଫିସ,୧୮ା୧- ଦଶରଥପୁର ବ୍ଲକରେ କାର୍ଯ୍ୟ କରୁଥିବା ଭିଏଲ୍‌ଡବ୍ଲ୍ୟୁ ପ୍ରମୋଦ କୁମାର ମହାଳିକ ବିଭିନ୍ନ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ଏନେଇ ତାଙ୍କ ନାମରେ ଦଶରଥପୁର…

ସିମେଣ୍ଟ ଟ୍ରକ ଓଲଟି ଡ୍ରାଇଭର ମୃତ

ଖଲ୍ଲିକୋଟ,୧୮ା୧(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ହରିଡ଼ାମୂଳ ଘାଟିରେ ଶନିବାର ଏକ ସିମେଣ୍ଟ ବୋଝେଇ ଟ୍ରକ ଓଲଟି ପଡ଼ିବାରୁ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଆନ୍ଧ୍ରପ୍ରଦେଶରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଟ୍ରକ (ନଂ…

ବାପାଙ୍କ ଜମିରୁ ଧାନ କାଟି ନେବା ଅଭିଯୋଗ, ପୁଅ ଗିରଫ

ବୁଗୁଡ଼ା,୧୮ା୧(ଡି.ଏନ.ଏ.)-ବୁଗୁଡ଼ା ଥାନା ନିମପଦର ଗ୍ରାମରେ ବାପାଙ୍କ ଜମିରୁ ଧାନ କାଟି ନେଇଯିବା ଅଭିଯୋଗରେ ପୋଲିସ ଶନିବାର ପୁଅଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ନିମପଦର ଗ୍ରାମର ନାରାୟଣ…

ଆନ୍ତଃରାଜ୍ୟ ଗଞ୍ଜେଇ ବେପାରୀ ଗିରଫ, କାର ଜବତ

ଭଞ୍ଜନଗର,୧୮।୧(ଡି.ଏନ.ଏ)- କନ୍ଧମାଳ ଜିଲାରୁ ପ୍ରତିଦିନ ବିପୁଳ ପରିମାଣର ଗଞ୍ଜେଇ ଚୋରାରେ ରାଜ୍ୟ ଓ ରାଜ୍ୟ ବାହାରକୁ ଚାଲାଣ ହେଉଛି। ପୋଲିସ ମଝିରେ ମଝିରେ କେତେଜଣ ଅଭିଯୁକ୍ତଙ୍କୁ ଧରିବାରେ…

ପ୍ରେମ ପାଇଁ ହିଂସା: ନାବାଳିକାଙ୍କ ଗଳା କାଟିଲେ ଯୁବତୀ

ସଜନାଗଡ଼, ୧୮।୧(ଡି.ଏନ.ଏ.)-ନୀଳଗିରି ଥାନା ଅଧୀନ ମିତ୍ରପୁର ଅଞ୍ଚଳରେ ପ୍ରେମ ପାଇ ହିଂସାକାଣ୍ଡ ଘଟିଛି। ଜଣେ ଯୁବତୀ ବ୍ଲେଡ଼ରେ ଅନ୍ୟ ଜଣେ ନାବାଳିକାଙ୍କ ଗଳା, ଛାତି, ବାମପଟ ଗାଲ…

ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୧୫ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୧୮।୧-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଶନିବାର ଅଭିଯୁକ୍ତଙ୍କୁ ୧୫ବର୍ଷ ଜେଲଦଣ୍ଡ ସହ ୨୫ହଜାର…

ବାର୍ଟି ଜିତିଲେ ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ

ଆଡିଲେଡ୍‌, ୧୮ା୧ (ଏଏଫ୍‌ପି)-ଆଶ୍‌ଲେ ବାର୍ଟି ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟେନିସ ପ୍ରତିଯୋଗିତାରେ ଟାଇଟଲ ବିଜୟୀ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲରେ ସେ ୟୁକ୍ରେନର ଡାୟାନା ୟାସ୍ତ୍ରେମ୍‌ସ୍କାଙ୍କୁ ୬-୨, ୭-୫…