ଲିଟିଲ୍‌ ଷ୍ଟାର ଗ୍ରୁପ୍‌ ପକ୍ଷରୁ ଶିକ୍ଷା ବିକାଶ ଯାତ୍ରା

ଭୁବନେଶ୍ୱର,୧୧ା୧୨:ପିଲାମାନଙ୍କୁ ବିଦ୍ୟାଳୟ ଚାରିକାନ୍ଥ ଭିତରୁ ବାହାର କରି ବାହାର ଦୁନିଆ ବିଷୟରେ ଜ୍ଞାନ ପ୍ରଦାନ କରିବା ଲକ୍ଷ୍ୟରେ ପୁରୀ ଜିଲା ନିମାପଡ଼ାର ଶିଶୁ ବିକାଶ ଅନୁଷ୍ଠାନ ଲିଟିଲ୍‌…

ମହିଳା ବିରୋଧୀ ଅପରାଧରେ ରାଜନେତାଙ୍କ ସମ୍ପୃକ୍ତି: ଭାଜପା ପ୍ରଥମ, କଂଗ୍ରେସ ଦ୍ୱିତୀୟରେ

ନୂଆଦିଲ୍ଲୀ,୧୧ା୧୨: ଦେଶବ୍ୟାପୀ ମହିଳା ବିରୋଧୀ ହିଂସା ଓ ଅପରାଧର ମାତ୍ରା ବଢ଼ି ବଢ଼ି ଚାଲିଛି। ଦିଲ୍ଲୀରୁ ପଲ୍ଲୀ ଯାଏ ଏହାକୁ ନେଇ ତୀବ୍ର ପ୍ରତିବାଦର ସ୍ବର ମଧ୍ୟ…

୩୦ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷିତ:ବିଜୟ ମିଶ୍ରଙ୍କୁ ‘ଜୟଦେବ ପୁରସ୍କାର’

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ବରିଷ୍ଠ ଚଳଚ୍ଚିତ୍ର ନିର୍ଦ୍ଦେଶକ, ସଂଳାପ ଲେଖକ ତଥା ନାଟ୍ୟକାର ଡ. ବିଜୟ ମିଶ୍ରଙ୍କୁ ୨୦୧୮ ମସିହା ପାଇଁ ଓଡ଼ିଆ ଚଳଚ୍ଚିତ୍ର କ୍ଷେତ୍ରରେ ଦିଆଯାଉଥିବା ସର୍ବୋଚ୍ଚ ‘ଜୟଦେବ ପୁରସ୍କାର’…

ମଣ୍ଡିରେ ନକଲି ଭାଗଚାଷୀ ଧାନ ବିକିବା ଘଟଣା: ଜିଲା ପ୍ରଶାସନ ତତ୍ପର; ବନ୍ଧା ହେବେ ନକଲି ଭାଗଚାଷୀ, ବିଭାଗୀୟ କର୍ମଚାରୀ

ମାଲକାନଗିରି,୧୦ା୧୨ (ଡି.ଏନ୍‌.ଏ.)- ମଙ୍ଗଳବାର ଧରିତ୍ରୀରେ ମଣ୍ଡିରେ ନକଲି ଭାଗଚାଷୀ ଧାନ ବିକୁଥିବା ଖବର ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଜିଲା ପ୍ରଶାସନ ଓ…

ଚିଲି ବାୟୁସେନା ବିମାନ ନିଖୋଜ: ଦୁର୍ଘଟଣାରେ ୩୮ ଜଣଙ୍କ ମୃତ୍ୟୁ ଆଶଙ୍କା

ସାଣ୍ଟିଆଗୋ,୧୧ା୧୨: ୩୮ ଜଣ ଯାତ୍ରୀଙ୍କୁ ନେଇ ଆଣ୍ଟାର୍କଟିକା ଯାଉଥିବା ଚିଲିର ଏକ ସେନା ବିମାନ ନିଖୋଜ ହୋଇଯାଇଛି। ବିମାନ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଏଥିରେ ଥିବା ସମସ୍ତ…

ଟ୍ରକ୍‌ ଧକ୍କାରେ ଛାତ୍ରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ରାସ୍ତାରୋକୋ: ପୋଲିସ ଉପସ୍ଥିତିରେ ଟ୍ରକକୁ ଜାଳିଲେ ଲୋକେ

ଲହୁଣୀପଡା, ୧୧।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥ ଦର୍ଜିଂଠାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟାରେ ଏକ ଦୁର୍ଘଟଣା ଘଟିଛି।…

ଏସ୍‌ସି/ଏସ୍‌ଟି ସଂରକ୍ଷଣ ସଂଶୋଧନ ବିଲ୍‌କୁ ଲୋକ ସଭାର ମଞ୍ଜୁରୀ

ନୂଆଦିଲ୍ଲୀ,୧୧ା୧୨(ପି.ଟି.): ଲୋକ ସଭାରେ ମଙ୍ଗଳବାର ଅନୁସୂଚିତ ଜାତି (ଏସ୍‌ସି) ଅନୁସୂଚିତ ଜନଜାତି, (ଏସ୍‌ଟି) ବର୍ଗର ଲୋକଙ୍କ ଲାଗି ୧୦ ବର୍ଷ ପାଇଁ ସଂରକ୍ଷଣ ବୃଦ୍ଧି ସଂକ୍ରାନ୍ତ ସମ୍ବିଧାନ…

ସାତ୍‌ସପନ ହେଇଛେ ସରକାରୀ ଯୋଜନା: ୩ ଛୁଆକର ଭବିଷତ୍‌ ଚିନ୍‌ତାରେ ଲଛମି

ଲାଞ୍ଜିଗଡ଼, ୧୧।୧୨(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଁଚେତ୍‌ ଆମ୍ବଗୁଡ଼ା ଗଁାର ବିଧବା ମହିଲା ଲଛମି ମାଝି। ସରକାରୀ ସୁବିଧା ସୁଯୋଗ ଅଭାବୁ ସେ ନିଜର ୩…

ଅବହେଲିତ ଗାଁ ବାହାବଲ: ସରକାରୀ ଯୋଜନା ବାଟବନା

କଣ୍ଟାବାଞ୍ଜି, ୧୧ା୧୨(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଢୋଲମାନ୍ଦଲ ପଁଚେତ୍‌ ଅଧୀନ ମାଓବାଦୀ ପରଭାବିତ ଗଁା ବାହାବଲ। ଇ ଗଁାରେ ବାସ କରୁଛନ୍‌ ୨୮୫ ଆଦିବାସୀ ଆର ହରିଜନ…

ନୟାଗଡ଼ ପୌରପାଳିକା ଅଫିସରେ ରହୁନାହାନ୍ତି ୱାର୍ଡ ଅଫିସର

ନୟାଗଡ଼ ଅଫିସ,୧୧ା୧୨: ବିଭିନ୍ନ ସହରାଞ୍ଚଳରେ ପୌର ପ୍ରଶାସନର ପ୍ରତିନିଧିମାନଙ୍କ କାର୍ଯ୍ୟକାଳ ସରିଯାଇଥିବା ବେଳେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ ଅବ୍ୟାହତ ରଖିବା ପାଇଁ ଗୃହ ନିର୍ମାଣ ଓ ନଗର…