ଡମ୍ପର- ଭ୍ୟାନ ମୁହାଁମୁହିଁ: ୪ ଗୁରୁତର, ୨ ଗୋରୁ ମୃତ

ବଡ଼ସାହି,୧୧ା୧୨(ସ୍ବ.ପ୍ର)-ବଡ଼ସାହି-ବେତନଟୀ ରାସ୍ତାର ଘୁଷୁରିଆ ନିକଟରେ ମଙ୍ଗଳବାର ରାତି ୮ଟା ୪୫ମିନିଟ ସମୟରେ ଏକ ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏକ ବାଲି ବୋଝେଇ ଡ଼ମ୍ପର…

ମଦ ବିରୋଧୀ ପଥପ୍ରାନ୍ତ ସଭା

ଯଶିପୁର,୧୧ା୧୨(ଡି.ଏନ୍‌.ଏ.)-ଅଲ୍‌ ଇଣ୍ଡିଆ ଡିଏସ୍‌ଓ ଏବଂ ଡିଓ୍ବାଇଓ ପକ୍ଷରୁ ମଙ୍ଗଳବାର ଯଶିପୁର ନୂଆ ବସ୍‌ ଷ୍ଟାଣ୍ଡଠାରେ ମଦ ବିରୋଧୀ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ସଂଗଠନର କର୍ମକର୍ତ୍ତା ଓ…

ବକେୟା ପାଇଁ ଦେବାଳିଆ ହେଲେଣି ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ: ବିଦ୍ୟୁତ୍‌ କାଟ ଚେତାବନୀ ଦେଲା ସେସୁ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଉପଭୋକ୍ତାଙ୍କ ବିଦ୍ୟୁତ୍‌ ବିଲ୍‌ ବକେୟା ବଣ୍ଟନ କମ୍ପାନୀଗୁଡିକୁ ଦେବାଳିଆ କରି ସାରିଲାଣି। ବାକି ଟଙ୍କା ଆଦାୟ ନ କଲେ କମ୍ପାନୀଗୁଡିକୁ ଚଳାଇବା ସମ୍ଭବ ହେବ ନାହିଁ।…

କୋର୍ଟଙ୍କ ନିର୍ଦ୍ଦେଶର ୧ ବର୍ଷକ ପରେ ରାସ୍ତାକଡ଼ରୁ ହଟିଲା ଜବରଦଖଲ

ଜଳେଶ୍ୱର, ୧୧।୧୨(ସ୍ବ.ପ୍ର.)-ଜଳେଶ୍ୱର ମ୍ୟୁନିସିପାଲିଟି ଅଧୀନ ପଞ୍ଚୁଘଣ୍ଟା ଗ୍ରାମ ମଧ୍ୟରେ ଜଣେ ବ୍ୟକ୍ତିଙ୍କ ଯାତାୟାତ ରାସ୍ତା ଅବରୋଧ କରାଯାଇଥିବାରୁ ସେ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶର…

ବ୍ୟକ୍ତିତ୍ୱକୁ ବିକାଶ କରେ ସଙ୍ଗୀତ

ସିମୁଳିଆ, ୧୧।୧୨-କଳା ମାଧ୍ୟମରେ ସମାଜ ଜୀବନକୁ ସରସ, ସୁନ୍ଦର କରି ଗଢ଼ିହେବ। ଏଭଳି ବିଶ୍ୱାସ ରଖି ଯନ୍ତ୍ର ସଙ୍ଗୀତ ଶିକ୍ଷାଲାଭ କରି ସାଧନା ଜାରି ରଖିବା ସହ…

ବାରବାଟୀ ଦିନିକିଆ: ମୁଖ୍ୟମନ୍ତ୍ରୀ କିଣିଲେ ଗ୍ୟାଲେରି ନଂ-୧ ଟିକେଟ୍‌

କଟକ ଅଫିସ,୧୧।୧୨- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଦିନିକିଆ ମ୍ୟାଚ୍‌ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଅଫଲାଇନ୍‌ ଟିକେଟ୍‌ କିଣିଛନ୍ତି।…

ଲାଞ୍ଚ ନେବା କଥା ସ୍ବୀକାର କଲେ ଜାମ୍‌ସେଦ

ଲଣ୍ଡନ,୧୧।୧୨(ଏଏଫ୍‌ପି)- ପାକିସ୍ତାନ ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ନାସିର ଜାମସେଦ ଫିକ୍ସିଂ କରିବା ପାଇଁ ଷଡଯନ୍ତ୍ରରେ ସାମିଲ ହୋଇଥିବା ସ୍ବିକାର କରିଛନ୍ତି। ସେ ଏଥିପାଇଁ ଲାଞ୍ଚ ମଧ୍ୟ ନେଇଛନ୍ତି…

ତୃତୀୟ ଟି୨୦: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ମୁମ୍ବାଇ,୧୧।୧୨(ପି.ଟି.)- ନିର୍ଣ୍ଣାୟକ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ବୁଧବାର ମୁହାଁମୁହିଁ ହେବେ। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯିବାକୁ ଥିବା ସିରିଜର ଏହି ଅନ୍ତିମ…

ପିଏମ୍‌ କିଷାନ ଲାଗି ଆଧାର ହେବ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୧୧-୧୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା(ପିଏମ୍‌-କିଷାନ)ର ଲାଭ ନେବା ଲାଗି ଡିସେମ୍ବର ୧ ପରଠାରୁ ଆଧାର ଅନିବାର୍ଯ୍ୟ ହେବ। ଆଧାର ପ୍ରମାଣନ ହୋଇଥିବା କୃଷକଙ୍କ ବ୍ୟାଙ୍କ…

୨୦୦୦ ଟଙ୍କିଆ ନୋଟ ପ୍ରତ୍ୟାହାର ହେବନି

ନୂଆଦିଲ୍ଲୀ,୧୧-୧୨: ୨୦୦୦ ଟଙ୍କିଆ ନୋଟ ବଜାରରୁ ପ୍ରତ୍ୟାହାର ନେଇ ରହିଥିବା ଖବରକୁ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ମଙ୍ଗଳବାର ଖାରଜ କରିଦେଇଛନ୍ତି। ଏହାକୁ ନେଇ ଚିନ୍ତା କରିବାର…