ପିଆଜର ଦରଦାମ ବୃଦ୍ଧି ପ୍ରତିବାଦ: ଯୋଗାଣ ମନ୍ତ୍ରୀଙ୍କ ଘର ଉପରକୁ ପିଆଜ ମାଡ଼ କଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ପିଆଜର ଦରଦାମ ବୃଦ୍ଧି ପ୍ରତିବାଦରେ ଛାତ୍ର କଂଗ୍ରେସ ପକ୍ଷରୁ ରାଜ୍ୟ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ସରକାରୀ ବାସଭବନ ଉପରେ ପିଆଜ…

ଭଉଣୀଙ୍କ ତାଗିଦ ଯୋଗୁ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ବଡ଼ସାହି,୧୦।୧୨(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ପଶୁଦା ଗ୍ରାମ ଭୋଳପଦା ସାହିର ନବମ ଶ୍ରେଣୀର ଛାତ୍ର କାଳିଦାସ ମାରାଣ୍ଡି ମଙ୍ଗଳବାର ଦେହରେ କିରୋସିନ ଢାଳି…

୯୭ ବର୍ଷରେ ପାଦ ଦେଲେ ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର: ପାଇଛନ୍ତି ୮ଥର ଫିଲ୍ମ ଫେୟାର

ମୁମ୍ବାଇ: ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର ବୁଧବାର ୯୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୨ ଡିସେମ୍ବର ୧୧ରେ ସେ ପେଶଓ୍ବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ…

ରାମ ରହିମଙ୍କୁ ଝଟ୍‌କା

ପଞ୍ଚକୁଲା,୧୦।୧୨: ପଞ୍ଚକୁଲାରେ ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମଙ୍କୁ ମଙ୍ଗଳବାର ସିବିଆଇ କୋର୍ଟରୁ ଝଟ୍‌କା ମିଳିଛି। ସିବିଆଇ ବିଚାରପତିଙ୍କୁ ପରିବର୍ତ୍ତନ ପାଇଁ କରାଯାଇଥିବା ଆବେଦନକୁ…

ସୁପ୍ରିମକୋର୍ଟରେ ପୁନର୍ବିଚାର ଆବେଦନ କଲେ ନିର୍ଭୟା ମାମଲାର ଦୋଷୀ

ନୂଆଦିଲ୍ଲୀ,୧୦।୧୨: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ଅକ୍ଷୟ କୁମାର ସିଂ ମଙ୍ଗଳବାର ସୁପ୍ରିମକୋର୍ଟରେ ପୁନର୍ବିଚାର ଆବେଦନ କରିଛନ୍ତି। ଅନ୍ୟ ଦୋଷୀମାନଙ୍କ ଭଳି ଅକ୍ଷୟଙ୍କୁ ମଧ୍ୟ ଟ୍ରାଏଲ କୋର୍ଟ…

ଆର୍‌ଟିଓ ଅଫିସକୁ ଲାଇସେନ୍ସ କରିବାକୁ ଯାଉଥିଲେ, ଟ୍ରକ୍‌ ଚକାତଳେ ଚାଲିଗଲା ଜୀବନ

ଭଦ୍ରକ ଅଫିସ,୧୦।୧୨: ଆର୍‌ଟିଓ ଅଫିସକୁ ଲାଇସେନ୍ସ କରିବାକୁ ଯାଉଥିବାବେଳେ ଟ୍ରକ୍‌ ଚକାତଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଭଦ୍ରକ ଜିଲା ୧୬…

ସ୍ବର୍ଗଦ୍ୱାର ପରିସରରୁ ପୁରୁଣା ନିର୍ମାଣ ଉଚ୍ଛେଦ କାର୍ଯ୍ୟ ଆରମ୍ଭ

ପୁରୀ ଅଫିସ,୧୦।୧୨: ସ୍ବର୍ଗଦ୍ୱାରର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରାଯିବ। ଏଥିପାଇଁ ମଙ୍ଗଳବାର ଏହା ପରିସରରେ ଥିବା ପୁରୁଣା କୋଠା ଉଚ୍ଛେଦ ଆରମ୍ଭ ହୋଇଛି। ଏହି ଉଚ୍ଛେଦ କାର୍ଯ୍ୟ…

ଅନୁଚ୍ଛେଦ ୩୭୦ ହଟାଯିବା ପରେ କଶ୍ମୀରରେ ୮୪ଥର ହୋଇଛି ଅନୁପ୍ରବେଶ ଉଦ୍ୟମ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୦।୧୨: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ପ୍ରଥମ ଥର ସରକାର ସଂସଦରେ ଏହାର ସ୍ଥିତିକୁ ନେଇ ଆଲୋଚନା କରିଛନ୍ତି। ଅଗଷ୍ଟଠାରୁ ଏବେ ପର୍ଯ୍ୟନ୍ତ କଶ୍ମୀରରେ ଅନୁପ୍ରବେଶର…

ନାଗରିକତା ସଂଶୋଧନ ବିଲ୍‌କୁ ନେଇ ବିଚଳିତ ପାକିସ୍ତାନ

ଇସ୍‌ଲାମାବାଦ,୧୦।୧୨: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ପାକିସ୍ତାନ ଯେଉଁଭଳି ଭାବେ ବିଳିବିଳାଉ ଥିଲା ଏବେ ପୁଣିଥରେ ନାଗରିକତା ସଂଶୋଧନ ବିଲ୍‌କୁ ନେଇ ବିଚଳିତ ହୋଇ ପଡିଛି…

ପୁତୁରାଙ୍କ ଆକ୍ରମଣରେ ବଡ଼ ମା’ ଗୁରୁତର

ଆନନ୍ଦପୁର,୧୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଭାଟସିରା ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନାବାଳକ ପୁତୁରାଙ୍କ ଆକ୍ରମଣରେ ବଡ଼ ମା’ ଗୁରୁତର ହୋଇ ଆନନ୍ଦପୁର…