ଟାଣିନେଲା ୩୩ କେଭି ବିଦ୍ୟୁତ୍‌: ଜଳିଗଲେ ରଙ୍ଗମିସ୍ତ୍ରି, ଅନ୍ୟ ଜଣେ ଗୁରୁତର

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶିଶୁ ବିହାରରେ ସୋମବାର ଘଟିଛି ଏକ ଦୁଃଖଦ ଘଟଣା। ଏକ ଘରର ରଙ୍ଗ କାମ ଚାଲିଥିବାବେଳେ ଜଣେ ଯୁବକଙ୍କୁ ଯମ ଭଳି ଟାଣି…

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଆରମ୍ଭ

ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର (ଡି.ଏନ୍‌.ଏ):ଶ୍ରୀମନ୍ଦିର ଭଳି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ହଟିବ ଜବରଦଖଲ। ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ଯାତାୟାତ ସହଜ ହେବ। ଏଥିପାଇଁ ସୋମବାରଠାରୁ…

ଜେଲରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା

ଚୌଦ୍ୱାର,୧୦।୧୨(ଡି.ଏନ.ଏ): ଚୌଦ୍ୱାର ସର୍କଲ ଜେଲରେ ସୋମବାର ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ମାଳିସାହି ଗ୍ରାମର ଦେବ ପ୍ରକାଶ…

ସୋନିଆଙ୍କୁ ଭେଟିଲେ ମହିଳା କଂଗ୍ରେସ ଟିମ୍‌

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ଅଭିଯୋଗ କରିବାକୁ ଯାଇଥିବା ମହିଳା କଂଗ୍ରେସ ଟିମ୍‌ ସୋମବାର ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷା ସୋନିଆ…

ଉତ୍ତମ ଶିକ୍ଷାରୁ ବଞ୍ଚତ୍ତ ଶ୍ରବଣବାଧିତ ଛାତ୍ର

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନ। ତାଙ୍କ ବାମ କାନକୁ ଆଦୌ ଶୁଭୁ ନ…

ଭାଜପା ରାଜ୍ୟ ସଭାପତି ପଦକୁ ନେଇ ଚର୍ଚ୍ଚା:ଗୋଷ୍ଠୀବାଦ ନା ଯୋଗ୍ୟତାକୁ ଗୁରୁତ୍ୱ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଭାଜପାର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାନୁୟାରୀ ପୂର୍ବରୁ ଶେଷ ହେବ। ବୁଥ୍‌ସ୍ତରରୁ ଆରମ୍ଭ କରି ରାଜ୍ୟ ସ୍ତର ପର୍ଯ୍ୟନ୍ତ ସବୁଠି ଦଳ ନିଜର ନେତୃତ୍ୱ ପରିବର୍ତ୍ତନ କରିବାକୁ…

ଦୁଇଟି ସ୍ଥାନରେ ହାଟକୁ ବିରୋଧ, ରାସ୍ତା ଅବରୋଧ

ରାଇକିଆ,୧୦ା୧୨(ଡ଼ି.ଏନ.ଏ)-ରାଇକିଆ ସାପ୍ତାହିକ ହାଟ ସୋମବାର ଦୁଇଟି ସ୍ଥାନରେ ଏକା ସମୟରେ ଚାଲୁଛି। ହାଟକୁ ଆସୁଥିବା ବ୍ୟବସାୟୀମାନେ ଏହାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି। ଏପରିକି ରାସ୍ତା…

ଦାରିଙ୍ଗବାଡ଼ିରେ କୋହଲା ପାଗ :ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୨ଦିନ ହେଲା କୋହଲା ପାଗ ସାଙ୍ଗକୁ ଦିନରେ ଶୀତ ବୃଦ୍ଧି ପାଇଛି। ସୋମବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ ୧୦.୫…

ଦେଢ଼ ବର୍ଷ ପରେ କବର ତଳୁ କଙ୍କାଳ ଉଦ୍ଧାର

ଜି.ଉଦୟଗିରି,୧୦ା୧୨(ଡି.ଏନ.ଏ.)-ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗରେ କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କୁମ୍ଭାରକୁପାରେ ସୋମବାର ପୋଲିସ ଜଣେ ନାବାଳିକାଙ୍କ କଙ୍କାଳ ଉଦ୍ଧାର କରିଛି। ନାବାଳିକାଙ୍କ ବାପାଙ୍କ ଏତଲାକୁ ଭିତ୍ତି…

ସୁକିନ୍ଦା ମେଗା ଜଳଯୋଗାଣ ପ୍ରକଳ୍ପ:୭ଦିନ ମଧ୍ୟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୧୦।୧୨: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଖଣି ପ୍ରଭାବିତ ଅଞ୍ଚଳରେ ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ନିର୍ମାଣାଧୀନ ମେଗା ଜଳ ଯୋଗାଣ ପ୍ରକଳ୍ପରେ ବ୍ୟାପକ ହେରାଫେରି…