ଧର୍ମ ନିର୍ବିଶେଷରେ ମାନବିକତାକୁ ସମ୍ମାନ ଦିଅନ୍ତି ଜାଭେଦ ଅଖତର

ଗୀତ ହେଉ କି ଗଜଲ, ଭ୍ରମଣ କାହାଣୀ, ଆଲୋଚନା, ସାକ୍ଷାତକାର ସବୁକ୍ଷେତ୍ରରେ ଜଣେ ପାରଙ୍ଗମ ସ୍ରଷ୍ଟା ହେଉଛନ୍ତି ଜାଭେଦ ଅଖତର। ହିନ୍ଦୀ ସିନେମା ଜଗତର ଆଦ୍ୟ ସ୍ମରଣୀୟ…

ପ୍ରଧାନମନ୍ତ୍ରୀଙ୍କୁ ଆଇଏମ୍‌ଏ କହିଲା: ପ୍ରମାଣ କର, ନଚେତ୍‌ କ୍ଷମା ମାଗ

ନୂଆଦିଲ୍ଲୀ,୧୭।୧:ଫାର୍ମାସ୍ୟୁଟିକାଲ୍‌ କମ୍ପାନୀଗୁଡ଼ିକ ଅନୁଗ୍ରହ ଲାଭ ପାଇଁ ଡାକ୍ତରମାନଙ୍କୁ ମହିଳା ଯୋଗାଉଥିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ତଥାକଥିତ ମନ୍ତବ୍ୟ ଝଡ଼ ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ…

ମେଳା ଦେଖି ରାତିରେ ଫେରୁଥିବାବେଳେ ୨ ନାବାଳିକାଙ୍କୁ ଗଣବଳାତ୍କାର

ରାଞ୍ଚି,୧୭।୧(ଆଇଏଏନ୍‌ଏସ୍‌):ଝାଡ଼ଖଣ୍ଡର ଖୁଣ୍ଟି ଜିଲା କଳାମାଟି ବ୍ଲକରେ ୨ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବାବେଳେ ୪ ଜଣଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ୫ମରୁ ୮ମ ଶ୍ରେଣୀ ମଧ୍ୟରେ ପାଠ…

୩ ନମ୍ବର ଜେଲକୁ ଦୋଷୀ ସ୍ଥାନାନ୍ତର: ଫାଶୀ ବିଳମ୍ବକୁ ନେଇ ଭାଜପା-ଏଏପି ବାକ୍‌ଯୁଦ୍ଧ

ନୂଆଦିଲ୍ଲୀ,୧୭।୧(ପି.ଟି.):ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ୪ ଅପରାଧୀଙ୍କୁ ଗୁରୁବାର ତିହାର ଜେଲ୍‌ କମ୍ପ୍ଲେକ୍ସର ୩ ନମ୍ବର ଜେଲ୍‌କୁ ନିଆଯାଇଛି, ଯେଉଁଠି ସେମାନଙ୍କୁ ଫାଶୀ…

ହରିଶ ସାଲ୍‌ଭେ ହେଲେ ବ୍ରିଟେନ କ୍ୟୁସି

ନୂଆଦିଲ୍ଲୀ,୧୭।୧(ଆଇଏଏନ୍‌ଏସ୍‌):ପୂର୍ବତନ ସଲିସିଟର ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ହରିଶ ସାଲଭେଙ୍କୁ ଇଂଲଣ୍ଡ ଓ ଓ୍ବେଲ୍ସ କୋର୍ଟଗୁଡ଼ିକରେ ବ୍ରିଟେନ ରାଣୀଙ୍କ ଓକିଲ (କ୍ୟୁସି) ଭାବେ ନିଯୁକ୍ତି ଦିଆଯାଇଛି। ତେବେ…

ଜାତିସଂଘରେ କଶ୍ମୀର ପ୍ରସଙ୍ଗକୁ ମିଳିଲାନି ସମର୍ଥନ

ନୂଆଦିଲ୍ଲୀ,୧୭।୧(ପି.ଟି.):ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ପାକିସ୍ତାନ କଶ୍ମୀର ପ୍ରସଙ୍ଗ ଉଠାଇବାରେ ବିଫଳ ହୋଇଛି। ତେବେ ଇସ୍‌ଲାମାବାଦର ଏହି ଉଦ୍ୟମକୁ ଚାଇନା ସହାୟତା କରୁଥିବାରୁ ଭାରତ ଏହାର ସମାଲୋଚନା…

ମିଖାଇଲ୍‌ ମିଶୁଷ୍ଟିନ୍‌ ରୁଷିଆ ପ୍ରଧାନମନ୍ତ୍ରୀ

ମସ୍କୋ,୧୭।୧:ରୁଷିଆର ନୂଆ ପ୍ରଧାନମନ୍ତ୍ରୀ ଭାବେ ମିଖାଇଲ୍‌ ମିଶୁଷ୍ଟିନ୍‌ଙ୍କ ନାମକୁ ଗୁରୁବାର ପାର୍ଲାମେଣ୍ଟ (ଡୁମା) ଅନୁମୋଦନ କରିଛି। ପ୍ରଧାନମନ୍ତ୍ରୀ ପଦ ପାଇଁ ଏହି ୫୩ ବର୍ଷୀୟ ଟିକସ ସେବା…

‘ଟ୍ରମ୍ପଙ୍କ ଭୂଗୋଳ ଜ୍ଞାନ କମ୍‌’

ୱାଶିଂଟନ,୧୭।୧:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭୂଗୋଳ ଜ୍ଞାନ କମ । ଭାରତ ଏବଂ ଚାଇନା ମଧ୍ୟରେ ଅନ୍ତର୍ଜାତୀୟ ସୀମା ରହିଛି ବୋଲି ସେ ଜାଣିନାହାନ୍ତି। ଦୁଇଜଣ ପୁଲିଟ୍‌ଜର…

ଅବ୍ୟବସ୍ଥିତ ବ୍ୟାଙ୍କସେବା ପାଇଁ ସୁଫଳ ଦେଉନି ‘କାଳିଆ’

ବୈପାରୀଗୁଡ଼ା,୧୭।୧(ଡି.ଏନ୍‌.ଏ.) - ଚାଷୀଙ୍କ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର କାଳିଆ ଯୋଜନା କରିଥିବା ବେଳେ କେନ୍ଦ୍ର ସରକାର ପିଏମ୍‌ କିଷାନ ଯୋଜନା କରିଛନ୍ତି। କିନ୍ତୁ ଏହି…

ଡାହାଣୀ ସନ୍ଦେହରେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ସୁନ୍ଦରଗଡ଼, ୧୭।୧ (ଡି.ଏନ୍‌.ଏ. )-ଆଦିବାସୀ ବହୁଳ ସୁନ୍ଦରଗଡ ଜିଲାରେ ଏବେ ମଧ୍ୟ ଗୁଣିଗାରେଡି ସନ୍ଦେହ ଲୋକଙ୍କ ମନରେ ବସାବାନ୍ଧିଛି। ଏହି କାରଣରୁ ଅନେକ ନିରୀହ ଜୀବନ ବଳି…