ମୃତ ପୁଅର ପ୍ରେମିକାଙ୍କୁ ବିବାହ ଦେଲେ ମା’

ମିରଠ,୮।୧୨: ଉତ୍ତର ପ୍ରଦେଶ ମିରଠରୁ ଏମିତି ଏକ ଘଟଣା ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପୁଅ ମରିଯିବା ପରେ ତାଙ୍କ ପ୍ରେମିକାକୁ ଝିଅ ଭାବେ ଗ୍ରହଣ…

ବଢ଼ିଲାଣି ଶୀତ: ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ଘନକୁହୁଡ଼ି, ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୮।୧୨(ଡି.ଏନ୍‌.ଏ.): ଚଳିତ ମାସ ପ୍ରଥମ ସପ୍ତାହରୁ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ଆଶାତୀତ କମ୍‌ ହୋଇଥିବାରୁ ଶୀତର ପ୍ରକୋପ ବୃଦ୍ଧି ପାଇଛି। ସେହିପରି ଭବାନୀପାଟଣା, ଥୁ.ରାମପୁର, ଲାଞ୍ଜିଗଡ଼,…

ସୋମବାର ଲୋକସଭାରେ ଆଗତ ହୋଇପାରେ ନାଗରିକତା ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୮।୧୨: ନାଗରିକତା ସଂଶୋଧନ ବିଲ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ଗତ ସପ୍ତାହରେ ମଞ୍ଜୁରୀ ଦେଇଛି। ଏବେ ଏହା ସଂସଦର ଉଭୟ ଗୃହରେ ଉପସ୍ଥାପିତ ହେବ। ସୋମବାର…

ମାଲଗାଡ଼ି ଦୁର୍ଘଟଣା ଗ୍ରସ୍ତ: ୭ ବଗି ଲାଇନଚ୍ୟୁତ

ଦିବ୍ରୁଗଡ଼,୮।୧୨: ଆସାମରେ ଏକ ମାଲଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହାର ୭ ବଗି ଲାଇନଚ୍ୟୁତ ହୋଇଛି। ସ୍ଥାନୀୟ ଦିବ୍ରୁଗଡ଼ରେ ଥିବା ନାହାରକାଟିଆ ରେଳଷ୍ଟେଶନ ନିକଟରେ ଏହା ଘଟିଛି।…

ମହିଳାଙ୍କ ସୁରକ୍ଷାକୁ ନେଇ ଟୁଇଟ୍‌ କଲେ ଶିଳ୍ପା

ମୁମ୍ବାଇ,୮।୧୨: ଦେଶରେ ମହିଳାଙ୍କ ଉପରେ ବଢିଚାଲିଥିବା ଅପରାଧକୁ ଦେଖି ଏବେ ସୋସିଆଲ ମିଡିଆରେ ନିଜର ମତ ରଖିଛନ୍ତି ବଲିଉଡ୍‌ ଫିଟ୍‌ କୁଇନ୍‌ ଶିଳ୍ପା ସେଟ୍ଟି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ରେକର୍ଡ କଲା ପିଆଜ

ମଦୁରାଇ,୮।୧୨: ଦେଶର ବିଭିନ୍ନ ଭାଗରେ ପିଆଜ ସେଞ୍ଚୁରି ମାରିଥିବା ବେଳେ ତାମିଲନାଡୁର ମଦୁରାଇରେ କିନ୍ତୁ ଏହା ରେକର୍ଡ କରିଛି। ରବିବାର ଏଠାରେ ପିଆଜର କିଲୋଗ୍ରାମ୍‌ ପ୍ରତି ଦାମ୍‌…

ସୌନ୍ଦର୍ଯ୍ୟକୁ ଦୀର୍ଘସ୍ଥାୟୀ କରିବା ପାଇଁ ସପ୍ତାହରେ ଥରେ ଏହି ବାଥ୍‌ …

ନୂଆଦିଲ୍ଲୀ: ପରିବେଶ ପ୍ରଦୂଷଣର ପ୍ରଭାବ ତ୍ୱଚା ଉପରେ ପଡ଼ିଥାଏ। ଶରୀରର ଲୋମଛିଦ୍ର ଏହା ଦ୍ୱାରା ବନ୍ଦ ହୋଇଯାଇଥାଏ। ତେବେ ସପ୍ତାହରେ ଥରେ ସୋନା ବାଥ୍‌ ନେଲେ ଏସବୁ…

କଥା କହିବାକୁ ଲାଗେ ଡର; ଜାଣନ୍ତୁ ଏହାର ରହସ୍ୟ…

ନୂଆଦିଲ୍ଲୀ: କେତେକ ଲୋକଙ୍କଠାରେ ଏକ ପ୍ରକାର ସମସ୍ୟା ରହିଥାଏ। ସେମାନେ ସମବେତ ଲୋକଙ୍କ ସମ୍ମୁଖରେ କଥା କହିବାକୁ ଭୟ କରନ୍ତି। କିଛି ଲୋକ ନିଜର ପ୍ରଦର୍ଶନ ନେଇ…

ସଚେତନତା ଦ୍ୱାରା ମହିଳାଙ୍କ ଉପରେ ହେଉଥିବା ଅପରାଧର ଅନ୍ତ ଘଟିିବ: ଭେଙ୍କିୟା ନାଇଡୁ

ପୁଣେ,୮।୧୨: ଦେଶରେ ମହିଳାଙ୍କ ଉପରେ ଅପରାଧ ବୃଦ୍ଧି ପାଉଥିବା ନେଇ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ କ୍ଷୋଭ ପ୍ରକାଶ କରିଛନ୍ତି। ଲୋକଙ୍କ ମଧ୍ୟରେ ସଚେତନତା ଦ୍ୱାରା ହିଁ ଏଭଳି…

କୋହଲିଙ୍କ ଅପେକ୍ଷାରେ ସ୍ବତନ୍ତ୍ର ମାଇଲଷ୍ଟୋନ

ଥିରୁଭାନନ୍ତପୁରମ,୮।୧୨- ଭାରତୀୟ ଅଧିନାୟକ ବିରାଟ କୋହଲି ଏକ ସ୍ବତନ୍ତ୍ର ମାଇଲଷ୍ଟୋନ ଅଧିକାରୀ ହେବାକୁ ଯାଉଛନ୍ତି। ଦେଶରେ ଖେଳାଯାଇଥିବା ଟି୨୦ ଫର୍ମାଟରେ ସେ ଏପର୍ଯ୍ୟନ୍ତ ୯୭୫ ରନ୍‌ କରିସାରିଛନ୍ତି।…