ଜମ୍ମୁ-କଶ୍ମୀର ପୋଲିସରୁ ବରଖାସ୍ତ ହେଲେ ଡିଏସ୍‌ପି ଦାବିନ୍ଦର

ଶ୍ରୀନଗର,୧୫।୧: କଶ୍ମୀର ଆତଙ୍କବାଦୀଙ୍କ ସହ ଧରାପଡ଼ିଥିବା ଡିଏସ୍‌ପି ଦାବିନ୍ଦର ସିଂହଙ୍କ ଉପରେ ବୁଧବାର ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଜମ୍ମୁ-କଶ୍ମୀର ପୋଲିସରୁ ତାଙ୍କୁ ବରଖାସ୍ତ କରାଯାଇଥିବା ଜଣାପଡ଼ିଛି। ଏନେଇ…

ବିଗ୍‌ ବସ୍‌ରେ ଫ୍ୟାମିଲି ଉଇକ୍‌

ବମ୍ବେ: ଛୋଟ ପରଦାର ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ଦର୍ଶକଙ୍କ ଖୁବ୍‌ ମନୋରଞ୍ଜନ କରୁଛି। ପ୍ରେମ, ବନ୍ଧୁତ୍ୱ ଏବଂ ଡ୍ରାମାକୁ ନେଇ ଚଳିତ ସିଜିନ ଚର୍ଚ୍ଚାରେ ରହିଛି।…

ଅଜୟ-ସୈଫ୍‌ଙ୍କ ‘ତାନାଜୀ’ର ରେକର୍ଡ, ସପ୍ତାହେ ନ ପୂରୁଣୁ ଶହେ କୋଟି କ୍ଲବରେ ସାମିଲ

ବମ୍ବେ: ରିଲିଜର ଗୋଟିଏ ସପ୍ତାହ ନ ପୂରୁଣୁ ଶହେ କୋଟି କ୍ଲବରେ ସାମିଲ ହୋଇଛି ଫିଲ୍ମ ‘ତାନାଜି-ଦ ଅନ୍‌ସଙ୍ଗ ଓ୍ବାରିୟର’। ଟ୍ରେଡ୍‌ ଆନାଲିଷ୍ଟ ତରଣ ଆଦର୍ଶ ଟୁଇଟ…

ଅନେକ ରୋଗ ଦୂର କରେ ଶୁଣ୍ଠି

ଶୁଖିଲା ଅଦା ବା ଶୁଣ୍ଠି କେବଳ କବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ବିଶେଷକରି ଶୀତଦିନେ ଶୁଣ୍ଠିର…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଓବିସି, ଏସ୍‌ଇବିସିଙ୍କୁ ଅଧିକ ସଂରକ୍ଷଣ ଦେବାକୁ ଦାବି

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଓବିସି ଓ ଏସ୍‌ଇବିସିଙ୍କୁ ସ୍ଥାନ ସଂରକ୍ଷଣ ନେଇ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି…

ଲାଞ୍ଚ ମାଗି ନିଲମ୍ବିତ ହେଲେ ବେଗୁନିଆ ଥାନା ଏସ୍‌ଆଇ

ଖୋର୍ଦ୍ଧା ଅଫିସ,୧୫।୧: ଜଣେ ଅଭିଯୁକ୍ତଙ୍କ ମା’ଙ୍କୁ ଲାଞ୍ଚ ମାଗି ଫସିଛନ୍ତି ବେଗୁନିଆ ଥାନା ଏସ୍‌ଆଇ ସୁଜାତା ପଲେଇ। ଏହାର ଏକ ଅଡିଓ ଭାଇରାଲ ହେବା ପରେ ଖୋର୍ଦ୍ଧା…

ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦିଏ ସପୁରି

ସପୁରି ସ୍ବାସ୍ଥ୍ୟ ଉପକାରୀ ଗୁଣରେ ଭରପୂର। ଏଥିରେ ପୋଷକ ତତ୍ତ୍ୱ ସହ ଆଣ୍ଟି ଅକ୍ସିଡାଣ୍ଟର ଗୁଣ ମଧ୍ୟ ରହିଥାଏ। ଏକ ଗ୍ଲାସ ସପୁରି ରସରୁ ୧.୭ ଗ୍ରାମ…

ହାତୀ ମୃତଦେହ ଠାବ

ହିନ୍ଦୋଳ, ୧୫।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ଡ ସାତମାଇଲ ନିକଟସ୍ଥ ଗୁରିଲୋ କାଜୁ ପଡିଆରେ ବୁଧବାର ଏକ ଦନ୍ତାହାତୀର ମୃତଦେହ ଦେଖିବାକୁ ମିଳିଛି। ହାତୀଟିର ବୟସ ପ୍ରାୟ…

କମେଡି କିଙ୍ଗ୍‌ କପିଲଙ୍କ ଝିଅର ଫଟୋ ଭାଇରାଲ

ମୁମ୍ବାଇ: ନିଜ କମେଡିରେ ସମସ୍ତଙ୍କୁ ହସାଇ ହସାଇ ବେଦମ୍‌ କରୁଥିବା ଲୋକପ୍ରିୟ କମେଡି କିଙ୍ଗ୍‌ କପିଲ ଶର୍ମା ଏବେ ସୋସିଆଲ ମିଡିଆରେ ଛାଇ ଯାଇଛନ୍ତି। ସୋସିଆଲ ମିଡିଆରେ…

ଗଞ୍ଜାମରେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାର ପର୍ଦ୍ଦାଫାଶ: ୨ ଛାତ୍ର ଗିରଫ

ବ୍ରହ୍ମପୁର ଅଫିସ ,୧୫।୧ - ଗଞ୍ଜାମ ଜିଲାରେ ଜଣେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ଗଣବଳାତ୍କାର ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି । ଏଥିରେ ସାମିଲ ଥିବା…