ଗରିବଙ୍କ ହାତପାଆନ୍ତାରେ ନାହିଁ ନ୍ୟାୟ: ରାଷ୍ଟ୍ରପତି

ଯୋଧପୁର,୮ା୧୨(ପି.ଟି.): ନ୍ୟାୟିକ ପ୍ରକ୍ରିୟା ସାଧାରଣ ଲୋକଙ୍କ ହାତପାଆନ୍ତାର ବାହାରେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ କହିବା ସହ ଏଥିପାଇଁ ଉଦ୍‌ବେଗ ପ୍ରକାଶ କରିଛନ୍ତି। ନ୍ୟାୟିକ ପ୍ରକ୍ରିୟା ବ୍ୟୟବହୁଳ…

ଉନ୍ନାଓ ପୀଡ଼ିତା ପରିବାରର ଦାବି: ଅଭିଯୁକ୍ତଙ୍କୁ ମିଳୁ ହାଇଦ୍ରାବାଦ ଭଳି ଦଣ୍ଡ

ନୂଆଦିଲ୍ଲୀ,୮ା୧୨(ପି.ଟି.): ଅର୍ଦ୍ଧଦଗ୍ଧ ଉନ୍ନାଓ ପୀଡିତା ଶୁକ୍ରବାର ରାତିରେ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଆଖି ବୁଜିବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଛି। ଅଭିଯୁକ୍ତମାନଙ୍କୁ ହାଇଦ୍ରାବାଦ ଭଳି…

ଆରମ୍ଭ ହେଲା ‘ପୁରୀ ପଢ଼େ, ପୁରୀ ବଢ଼େ’ କାର୍ଯ୍ୟକ୍ରମ ବହି ହେଉଛି ବନ୍ଧୁ: ଚିତ୍ରା ଅରୁମୁଗମ୍‌

ପୁରୀ ଅଫିସ, ୮ା୧୨: ଆଗକୁ ଯିବାର ଏକମାତ୍ର ରାସ୍ତା ହେଉଛି ଶିକ୍ଷା। ଯାହା ପାଖରେ ଶିକ୍ଷା ଅଛି ତାଙ୍କୁ କେହି ଅଟକାଇ ପାରିବେ ନାହିଁ। ସ୍କୁଲ ଶିକ୍ଷା…

ଅଗ୍ନିକାଣ୍ଡରେ ୧୨ ବଖରା ଭସ୍ମୀଭୂତ

ବ୍ରହ୍ମଗିରି, ୮ା୧୨(ଡି.ଏନ୍‌.ଏ.) ବ୍ରହ୍ମଗିରି ବ୍ଲକ ଚଣ୍ଡପଡ଼ା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୨ ବଖରା ଭସ୍ମୀଭୂତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ…

ବନ୍ଦ ହେଲା ଅଦିନିଆ ରଥଯାତ୍ରା

ପୁରୀ ଅଫିସ, ୮ା୧୨: ବହୁ ବାଦବିବାଦ ପରେ ବନ୍ଦ ହୋଇଛି ଅଦିନିଆ ରଥଯାତ୍ରା। ଅସମୟରେ ରଥଯାତ୍ରା କରିବା ଲାଗି ପ୍ରସ୍ତୁତି ଚଳାଇଥିବା ଉତ୍ତରପ୍ରଦେଶର ଗାଜିଆବାଦସ୍ଥିତ ଶ୍ରୀମଦ୍‌ ନାରଦୀୟ…

ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ କ୍ଷେତ୍ର ପରିଦର୍ଶନ, ସମୀକ୍ଷା କଲେ ପର୍ଯ୍ୟଟନ ସଚିବ

କୋଣାର୍କ, ୮ା୧୨(ଡି.ଏନ୍‌.ଏ.) ଗୁଜରାଟର ରଣ ଉତ୍ସବ ଢାଞ୍ଚାରେ ପ୍ରଥମ ଥର ପାଇଁ କୋଣାର୍କର ଚନ୍ଦ୍ରଭାଗା ସାହୁଖଣତା ବେଳାମାର୍ଗଠାରେ ଆସନ୍ତା ୧୪ରୁ ଆୟୋଜନ ହେବ ମେରାଇନ ଡ୍ରାଇଭ ଇକୋ…

ଫନୀ କ୍ଷତିଗ୍ରସ୍ତ ସ୍କୁଲ ସ୍ଥିତିର ସମୀକ୍ଷା ପ୍ରତି ବ୍ଲକରେ ହେବ ମଡେଲ ହାଇସ୍କୁଲ

ପୁରୀ ଅଫିସ, ୮ା୧୨: ବାତ୍ୟା ଫନୀରେ ପୁରୀ ଜିଲାରେ ବହୁ ସ୍କୁଲ କ୍ଷତିଗ୍ରସ୍ତ ହୋଇଥିଲା। ସେହି ସ୍କୁଲଗୁଡ଼ିକର ବର୍ତ୍ତମାନ ସ୍ଥିତି ଏବଂ କ’ଣ ଆବଶ୍ୟକତା ରହିଛି ତା’ର…

ସରକାରଙ୍କ ନିକଟରୁ ପହଞ୍ଚିଲା ଚିଠି: ଅନୁଗୋଳର ୩୫୫ ମେଧାବୀଙ୍କୁ ମିଳିବ ଲାପ୍‌ଟପ୍‌

ବନ୍ତଳା, ୮ା୧୨(ଡି.ଏନ.ଏ.) ୨୦୧୮ ଶିକ୍ଷାବର୍ଷରେ ଯୁକ୍ତ ୨ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଅନୁଗୋଳ ଜିଲାର ପ୍ରାୟ ୩୫୫ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ପକ୍ଷରୁ ଲାପ୍‌ଟପ…

ପୁସ୍ତକ ବିନା ମାନବ ସମାଜର ବିକାଶ ଅସମ୍ଭବ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପୁସ୍ତକ ପୂର୍ବରୁ ଥିଲା, ବର୍ତ୍ତମାନ ରହିଛି ଏବଂ ଭବିଷ୍ୟତରେ ରହିବ। ଏବେ ଆମେ ପେପରଲେସ୍‌ନେସ୍‌ ବା କାଗଜହୀନତା ଆଡକୁ ଗତି କରୁଛେ। ଯେଉଁ ରୂପରେ…

ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଢେଙ୍କାନାଳ ଗସ୍ତ ‘୫୫ନଂ. ଏନ୍‌ଏଚ୍‌ କାମ ଶୀଘ୍ର ସାର’

ଢେଙ୍କାନାଳ ଅଫିସ, ୮।୧୨ -  ଅତିରିକ୍ତ ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର ଶନିବାର ଢେଙ୍କାନାଳ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ ପରିଦର୍ଶନ କରିଛନ୍ତି। ଅପରାହ୍ନରେ…