ମାୟାବତୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅଖିଳେଶ

ଲକ୍ଷ୍ନୌ,୧୫।୧: ବହୁଜନ ସମାଜ ପାର୍ଟି(ବିଏସ୍‌ପି) ସୁପ୍ରିମୋ ମାୟାବତୀ ବୁଧବାର ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସମାଜବାଦୀ ପାର୍ଟି(ଏସପି)ଅଧ୍ୟକ୍ଷ ଅଖିଳେଶ ଯାଦବ ଟୁଇଟ୍‌ ଯୋଗେ ମାୟାବତୀଙ୍କୁ…

୫ଟି ସଚିବଙ୍କୁ କଂଗ୍ରେସର କଟାକ୍ଷ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପ୍ରସଙ୍ଗରେ ୫ଟି ସଚିବଙ୍କୁ କଂଗ୍ରେସ ନେତା ସତ୍ୟପ୍ରକାଶ ନାୟକ କଟାକ୍ଷ କରିଛନ୍ତି। ପାଣ୍ଡିଆନ ନବୀନଙ୍କ ମନକଥା ବୁଝିପାରୁଛନ୍ତି…

ପ୍ରବାସୀ ଶ୍ରମିକଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ପ୍ରବାସୀ ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲା ପାଇଁ ମନରେଗାରେ ବ୍ୟବସ୍ଥା…

ନିତ୍ୟାନନ୍ଦ ଆଶ୍ରମରେ ମକର ସଂକ୍ରାନ୍ତି: ଗୀତାଯଜ୍ଞ, ପ୍ରବଚନ ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼

ବିଜେପୁର,୧୫।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ସହର ଉପକଣ୍ଠ ଗୋପଟିକ୍ରା ନିତ୍ୟାନନ୍ଦ ଆଶ୍ରମରେ ଚାଲିଥିବା ପଞ୍ଚ ଦିବସୀୟ ମକର ସଂକ୍ରାନ୍ତି ମହୋତ୍ସବର ବୁଧବାର ଅନ୍ତିମ ଦିବସରେ ଗୀତା ମହାଯଜ୍ଞ…

ଭାରତ ଆସି ପାରନ୍ତି ଇମ୍ରାନ୍‌: ନିମନ୍ତ୍ରଣ ଦେବେ ମୋଦି ସରକାର !

ନୂଆଦିଲ୍ଲୀ,୧୫।୧: ଚଳିତ ବର୍ଷ ଶେଷରେ ଭାରତରେ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ଭାରତ ସମେତ ପାକିସ୍ତାନ, ଚାଇନା, କାଜାକସ୍ତାନ, କିରଗିଜ୍‌ସ୍ତାନ,ରୁଷିଆ, ତାଜକ୍‌ସ୍ତାନ…

ଅମିତାଭ ଛାଡ଼ିଥିଲେ ଏହି ଫିଲ୍ମ, ଅମୀର କହିବା ପରେ ପୁଣି ଫେରିଥିଲେ

ମୁମ୍ବାଇ: ଫିଲ୍ମ ‘ଝୁଣ୍ଡ୍‌’ରେ ଅମିତାଭ ବଚ୍ଚନ ଜଣେ ଅବସରପ୍ରାପ୍ତ ସ୍ପୋର୍ଟସ ପ୍ରଫେସର ଭୂମିକାରେ ଅଭିନୟ କରୁଥିଲେ। ଯିଏକି, ବସ୍ତିପିଲାଙ୍କୁ ଫୁଟବଲ୍‌ ଖେଳ ଶିଖାଉଥିଲେ। ଏକ ସୂତ୍ରରୁ ଜଣାପଡ଼ିଛି,…

ଟ୍ରେନ୍‌ ଆଗକୁ ଡେଇଁ ରେଳ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା ଅଫିସ,୧୫।୧: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ରେଳ ଷ୍ଟେଶନରେ ଜଣେ ରେଳ କର୍ମଚାରୀ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଟ୍ରେନ୍‌ରେ ତାଙ୍କର ଗୋଟିଏ ଗୋଡ଼…

ଦଳ ସହ ରାଜକୋଟ ଗସ୍ତ କରିବେ ନାହିଁ ପନ୍ତ

ମୁମ୍ବାଇ, ୧୫।୧- ଅଷ୍ଟ୍ରେଲିଆ ଓ ଭାରତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ରାଜକୋଟଠାରେ ଶୁକ୍ରବାର ଖେଳାଯିବ। ସେଠାକୁ ଭାରତୀୟ ଦଳ ସହ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନର ଷଡ଼ଯନ୍ତ୍ର ହୋଇଛି ବିଫଳ: ସେନାଧ୍ୟକ୍ଷ

ନୂଆଦିଲ୍ଲୀ,୧୫।୧: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନର ପକ୍ଷରୁ ହୋଇଥିବା ଷଡ଼ଯନ୍ତ୍ର ବିଫଳ ହୋଇଛି। ୭୨ତମ ସେନା ଦିବସ ପାଳନ…

ବର୍ଷର ଶ୍ରେଷ୍ଠ ଦିନିକିଆ କ୍ରିକେଟର ରୋହିତ

ଦୁବାଇ, ୧୫।୧- ଭାରତୀୟ ଦଳର ବିସ୍ଫୋରକ ଓପନର ରୋହିତ ଶର୍ମା ବୁଧବାର ଆଇସିସି ଦିନିକିଆ କ୍ରିକେଟର ଅଫ୍‌ ଦି ଇୟର ପୁରସ୍କାର ପାଇଛନ୍ତି। ୨୦୧୯ରେ ଦିନିକିଆ ଫର୍ମାଟ୍‌ରେ…