ମାମଲା ନ କରିବାକୁ ଲାଞ୍ଚ: ଭିଜିଲାନ୍ସ ଜାଲରେ ରାମଗିରି ଫରେଷ୍ଟର

ବ୍ରହ୍ମପୁର ଅଫିସ/ରାମଗିରି,୧୫ା୧(ଡି.ଏନ.ଏ.)-ଗଜପତି ଜିଲା ଆର.ଉଦୟଗିରି ବ୍ଲକ ରାମଗିରି ବନଖଣ୍ଡ ଫରେଷ୍ଟର ଦିବାକର ଲେଙ୍କା ମଙ୍ଗଳବାର ଜଣେ କରତକଳ ମାଲିକଙ୍କ ନଁାରେ ମାମଲା ରୁଜୁ ନ କରିବା ପାଇଁ…

ଖୋଲା ଆକାଶ ତଳେ ପଡ଼ି ରହିଛି ଧାନ

ହାଟଡିହୀ,୧୫ା୧(ଡି.ଏନ.ଏ.)-ସରକାରୀ ନିୟମ ଫିକା ପଡିଛି। ସବୁ ଠିକ୍‌ଠାକ୍‌ ହେଉଥିବାର ଡିଣ୍ଡିମ ପିଟା ଯାଉଥିବା ବେଳେ ବାସ୍ତବ କ୍ଷେତ୍ରରେ ସବୁ ଓଲଟା ା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର…

ମକର ଲାଗି ଉତ୍ସବମୁଖର ‘ମା’ ବରୁଣେଇ ପୀଠ’

ଧାମନଗର,୧୪ା୧ - ଭଦ୍ରକ ଜିଲା ଧାମନଗର ବ୍ଲକ ଅସୁରାଳିସ୍ଥିତ ଭଦ୍ରକ- ଆଖଣ୍ଡଳମଣି ମୁଖ୍ୟ ରାସ୍ତାକଡରେ ରହିଛି ନେତ୍ରପୀଠ ମା’ ବରୁଣେଇଙ୍କ ପୀଠ। ଆଖଣ୍ଡଳମଣିଙ୍କ ପୀଠକୁ ଯିବା ବେଳେ…

ସ୍ଥାୟୀ କର୍ମଚାରୀ ମାନ୍ୟତା ଦାବି କଲେ ଆଶାକର୍ମୀ

ଭଣ୍ଡାରିପୋଖରୀ, ୧୫ା୧(ଡି.ଏନ୍‌.ଏ.)- ଭଣ୍ଡାରିପୋଖରୀ ଆଶା କର୍ମୀ ମାନଙ୍କର ଏକ ବୈଠକ ନାରାୟଣ ପାତ୍ରଙ୍କ ସଭାପତିତ୍ୱରେ ମେଡିକାଲ ନିକଟରେ ଅନୁଷ୍ଠିତ ହୋଇଯାଇଛି। ସିଟୁର ନେତା ଦିବ୍ୟସିଂହ ନାୟକ, ମଳୟ…

ଯୁବକଙ୍କୁ ହତ୍ୟା ଘଟଣାରେ ୨ ଗିରଫ

ରାଇରଙ୍ଗପୁର,୧୫ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ବଡ଼ମଣଦା ଗ୍ରାମର ଟୀକାଚରଣ ନାଏକ(୨୦)ଙ୍କୁ ନିର୍ମମ ଭାବେ ହତ୍ୟା ଘଟଣାରେ ପୋଲିସ ୨ ଯୁବକଙ୍କୁ ସୋମବାର ସନ୍ଧ୍ୟାରେ ଗିରଫ…

ପୋଷ୍ଟାଲ ଇନ୍ସପେକ୍ଟରଙ୍କୁ ଗିରଫ କଲା ସିବିଆଇ

ରାଇରଙ୍ଗପୁର,୧୫ା୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁରସ୍ଥିତ ଜଣେ ପୋଷ୍ଟାଲ ଇନ୍ସପେକ୍ଟର ଲାଞ୍ଚ ମାମଲାରେ ସିବିଆଇ ଦ୍ୱାରା ମଙ୍ଗଳବାର ଗିରଫ ହୋଇଥିବା ଜଣାପଡ଼ିଛି। ଭୁବନେଶ୍ୱର ସିବିଆଇ ଅଫିସର ଏକ ୮…

ଗୋଟିଏ ପଟେ ଉତ୍ସବ, ଅନ୍ୟପଟେ ଧାରଣା

ସଜନାଗଡ଼, ୧୫।୧(ଡି.ଏନ.ଏ.)-ନୀଳଗିରି ମହାବିଦ୍ୟାଳୟର ୪୩ତମ ବାର୍ଷିକ ଉତ୍ସବ ମଙ୍ଗଳବାର ମହାବିଦ୍ୟାଳୟ ପରିସର ଅଡ଼ିଟୋରିୟମ ହଲ୍‌ ଭିତରେ ପାଳିତ ହୋଇଛି। ଅନ୍ୟପକ୍ଷେ କଲେଜର କେତେକ ଛାତ୍ରୀଛାତ୍ର ବାର୍ଷିକ ଉତ୍ସବ…

‘ଫକୀରମୋହନ ଥିଲେ ଓଡ଼ିଆ ଭାଷାର ପ୍ରାଣପ୍ରତୀମ’

ବାଲେଶ୍ୱର ଅଫିସ, ୧୫।୧- ବାଲେଶ୍ୱର ସହର ଶାନ୍ତିକାନନ ପରିସରରେ ଓଡ଼ିଆ ଭାଷାର ପ୍ରାଣପ୍ରତୀମ ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୧୮ ତମ ଜୟନ୍ତୀ ସମାରୋହ ମଙ୍ଗଳବାର ସନ୍ଧ୍ୟାରେ ଉଦ୍‌ଘାଟିତ…

ଖଇରା ମହାବିଦ୍ୟାଳୟର ସାମ୍ବତ୍ସରିକ ଉତ୍ସବ: ମନ ମୋହିଲା ନାଟକ ‘ଡଷ୍ଟବିନର ଝିଅ’

ଖଇରା, ୧୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲାର ପ୍ରମୁଖ କଲେଜ ଖଇରା କଲେଜର ସାମ୍ବତ୍ସରିକ ଉତ୍ସବ ସଭା ସାଙ୍ଗକୁ ନୃତ୍ୟଗୀତ ଓ ଯାତ୍ରା ପରିବେଷଣ ମଧ୍ୟରେ ଶେଷ ହୋଇ ଯାଇଛି ା…

ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ୍‌: ଉତ୍କଳ ବିଶ୍ୱବିଦ୍ୟାଳୟ ଚାମ୍ପିୟନ

କଟକ ଅଫିସ,୧୫ା୧- ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ ଟୁର୍ନାମେଣ୍ଟରେ ଉତ୍କଳ ବିଶ୍ୱବିଦ୍ୟାଳୟ ଦଳ ଚାମ୍ପିୟନ ହୋଇଛି। ଲିଗ୍‌ ଫର୍ମାଟରେ ଅନୁଷ୍ଠିତ ପ୍ରତିଯୋଗିତାର…